Latest Odisha News

BREAKING NEWS

ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ୩ ଗିରଫ

କାମାକ୍ଷାନଗର : ପରଜଙ୍ଗ ଲୋଧଣୀ ଗାଁରୁ ବ୍ୟାପକ ପରିମାଣର ନକଲି ବିଦେଶୀ ମଦ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ମିଳିତ ଟିମ ପରଜଙ୍ଗର ବିଭିନ୍ନ ଅଂଚଳରେ ଚଢ଼ାଉ କରିଥିଲେ…

ଶିଶୁ ଗଳ୍ପ : ପ୍ରକୃତ ବନ୍ଧୁ

ଲଳିତ ମୋହନ ମିଶ୍ର ପପୁନ ପ୍ରତିଦିନ ସ୍କୁଲ ଯାଉଥିଲା ବାପାଙ୍କ ସହିତ କାରରେ । ପପୁନର ବାପା ଜଣେ ବଡ ବ୍ୟବସାୟୀ । ପପୁନ ଅନ୍ୟ ପିଲାମାନଙ୍କ ଠାରୁ ଟିକେ ଭିନ୍ନ । ସେ ବହୁତ ଶାନ୍ତ ଶିଷ୍ଟ ସରଳ ଏବଂ ଅମାୟିକ । କିଛି ନୂଆ କରିବା ଏବଂ କିଛି ନୂଆ ଶିଖିବାରେ ତାର ସବୁବେଳେ ଆଗ୍ରହ । ପପୁନର…

ଅନୁବାଦ ଗଳ୍ପ : ଅଟକି ରହିବାର ମୋହ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୫୪ ମୂଳ ଇଂରାଜୀ: ଖୁସୱନ୍ତ ସିଂହ ପ୍ରଥମ ଥର ଲାଗି କେନେଥ୍ ଟାଇସନଙ୍କୁ ମୁଁ ଭେଟିଥିଲି ଜିମଖାନା କ୍ଲବର ଲାଉଞ୍ଜରେ । ମୋର ସ୍ପଷ୍ଟ ମନେଅଛି ସେଦିନ ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ । ସେଇଦିନ ଭାରତ ସ୍ୱାଧୀନତା ହାସଲ କରିଥିଲା ।…

ଦୁଇବର୍ଷ ପରେ ପାରାଦୀପ ବନ୍ଦର ଶ୍ରମିକ ଟ୍ରଷ୍ଟି ନିର୍ବାଚନ ପାଇଁ ବାଜିଲା ବିଗୁଲ

ପାରାଦୀପ: ଦୁଇବର୍ଷ ପରେ ପାରାଦୀପ ବନ୍ଦର ଶ୍ରମିକ ଟ୍ରଷ୍ଟି ନିର୍ବାଚନର ବିଗୁଲ ବାଜିଛି। ଯାହାକୁ ନେଇ ବିଭିନ୍ନ ଟ୍ରେଡ଼ ୟୁନିୟନ ତରଫରୁ ଟ୍ରଷ୍ଟି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଶନିବାର ନାମାଙ୍କନ ପତ୍ର ଦାଖଲର ପ୍ରଥମ ଦିନରେ ନିର୍ଦ୍ଧାରିତ ସମୟ ଭିତରେ 6 ଗୋଟି…

ଗାଙ୍ଗୁଲି ଲଢ଼ିବେ ସିଏବି ନିର୍ବାଚନ: ରିପୋର୍ଟ

କୋଲକାତା: ନାଟକୀୟ ଢ଼ଙ୍ଗରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ସଭାପତି ପଦରୁ ହଟିବା ପରେ ସୌରଭ ଗାଙ୍ଗୁଲିଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହା ପରେ ଗାଙ୍ଗୁଲି ଆଗକୁ କିଛି ବଡ କରିବା ନେଇ ସୂଚନା ଦେଇଥିଲେ । ତେବେ ଏକ ରିପୋର୍ଟ ମୁତାବକ ଗାଙ୍ଗୁଲି କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲର ସଭାପତି…

୧୬ ଟିମ, ୨୯ ଦିନ, ୪୫ ମ୍ୟାଚ, ଗୋଟିଏ ଟ୍ରଫି

ଓଭାଲ: ଅଷ୍ଟ୍ରେଲିଆରେ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ ୮ମ ଟି୨୦ ବିଶ୍ୱକପ କ୍ରିକେଟ । ସମସ୍ତ ପ୍ରସ୍ତୁତି ଶେଷ । ଗୋଟିଏ ଟ୍ରଫି ପାଇଁ ୧୬ ଟିମ ମଧ୍ୟରେ ୨୯ ଦିନରେ ୪୫ ମୁକାବିଲା ହେବ । ଦ୍ୱିତୀୟ ଥର ପାଇଁ ବର୍ଷକ ବ୍ୟବଧାନରେ ଟି୨୦ ବିଶ୍ୱକପ ଖେଳାଯାଉଛି । ଗତ ବର୍ଷ ୟୁଏଇରେ ଏହାର ୭ମ…

ନକଲି ଆରଟିଓ ଏଜେଣ୍ଟ ଦେଉଥିଲେ ଡ୍ରାଇଭିଙ୍ଗ ଲାଇସେନ୍ସ

କୋରାପୁଟ : ନିଜକୁ ଆରଟିଓ ଏଜେଣ୍ଟର ପରିଚୟ ଦେଇ ଲୋକଙ୍କୁ ଦେଉଥିଲେ ନକଲି ଡ୍ରାଇଭିଙ୍ଗ ଲାଇସେନ୍ସ l କୋରାପୁଟ ଜିଲ୍ଲା ବୈପାରୀଗୁଡା ଅଂଚଳରେ ଏଭଳି ଘଟଣା ନଜରକୁ ଆସିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣୀପୁଟ ଗ୍ରାମର  ମୋହେନ୍ଦ୍ର ଖେମୁଡୁ ବୋଲି ଜଣାପଡ଼ିଛି l…

ଏଥର ଦୀପାବଳିରେ ରାଜଧାନୀର ୭ଟି ସ୍ଥାନରେ ବିକ୍ରି ହେବ ବାଣ

ଭୁବନେଶ୍ୱର: ଦୀପାବଳିରେ ରାଜଧାନୀରୁ କେଉଁଠି କିଣିବେ ବାଣ । ଏନେଇ ଆପଣ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ । ରାଜଧାନୀର ୭ଟି ସ୍ଥାନରେ ବାଣ ବିକ୍ରି ନେଇ ଅନୁମତି ମିଳିଛି । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ୭ଟି ସ୍ଥାନକୁ ବାଣ ବିକ୍ରି ଲାଗି ଚିହ୍ନଟ କରାଯାଇଛି । ଏଥିପାଇଁ…

ଧୋନୀଙ୍କ ଫିଲ୍ମରେ ଥାଲାପତି ବିଜୟ, ମହେଶ ବାବୁ !

ମାଡ୍ରାସ: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକ ଭାବେ ବିବେଚିତ ମହେନ୍ଦ୍ର ସିଂ ଧୋନୀ ଖୁବ ଶୀଘ୍ର ତାଙ୍କର ଆଉ ଏକ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ଧୋନୀ ପିଲ୍ମ ମେକର୍ସ ଭାବେ ପାଦ ଥାପିବାକୁ ଯାଉଛନ୍ତି । ଦକ୍ଷିଣ ଭାରତରେ ସେ ତାଙ୍କ ଏହି ଅଭିଯାନ ଆରମ୍ଭ କରିବେ ।…

ବିଦ୍ୟୁତ ନେଲା ଡ୍ରାଇଭରଙ୍କ ଜୀବନ

ଯାଜପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଡି ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ସିଙ୍ଗଡ଼ା ଛକରେ ଦେଖିବାକୁ ମିଳିଛି । ମୃତ ଡ୍ରାଇଭର ଜଣକ ହେଲେ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ବୋଲି ଜଣାପଡିଛି । ସୁରେଶ ଏକ ୧୪ ଚକିଆ ଟ୍ରକ୍…