୧୦ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର
ଯାଜପୁର : ବଡ଼ଚଣା ବ୍ଲକ ଅଧୀନସ୍ଥ ଦର୍ପଣ ପଂଚାୟତ କୋଲସାହି ଅଂଚଳରୁ ଅଜଗର ସାପ ଉଦ୍ଧାର। ନିକଟସ୍ଥ ଜଙ୍ଗଲରୁ ଏହି ଅଜଗର ସାପଟି ଗାଁ ଅଭିମୁଖେ ଚାଲି ଆସିଥିବା ବେଳେ ଅଜଗର ସାପଟିକୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ଏ ନେଇ ସ୍ଥାନୀୟ ଲୋକେ ଚଣ୍ଡିଖୋଲ ବନ ବିଭାଗକୁ ଜଣାଇଥିଲେ। ଘଟଣା…