Latest Odisha News

BREAKING NEWS

ରୋଡ ଟ୍ରିପ୍ ନିଶା, କାର ଯୋଗେ ଆମେରିକାରୁ ପଞ୍ଜାବ ପହଞ୍ଚିଲେ ଲଖବିନ୍ଦର

ଓଡ଼ିଶା ସମ୍ବାଦ ବ୍ୟୁରୋ: ବୁଲା ବୁଲି କରିବାକୁ ପ୍ରାୟ ସମସ୍ତେ ଭଲ ପାଅନ୍ତି। ରୋଡ୍ ଟ୍ରିପ୍ ହେଲେ ତ' ତା ମଜା ଆହୁରି ନିଆରା। ହେଲେ ଆମେ ଆଖପାଖ ସ୍ଥାନକୁ ଯାଇ ରୋଡ ଟ୍ରିପର ଆନନ୍ଦ ଉଠାଇଥାଉ। କିନ୍ତୁ ଯାଇ ଯାଇ କେତେ ବାଟ ଯାଇପାରିବା ? ଅତି କମରେ ଗୋଟିଏ ସହରରୁ ଅନ୍ୟ ସହରକୁ ଅଥବା ଗୋଟିଏ…

କବିତା : କଟକ

ଶୈଳବାଳା ରାମ  କେମିତି ଯେ ମାଲିକାନା ଲଦିଚାଲୁ ମୋ' ସପନରେ, ଉଡାଣରେ, ଜାତକରେ ମୁଁ ଯେତେ ଝାଡୁଥାଏ ଧୂଳି ସରସର ସେଇ ଚନ୍ଦନ ଚର୍ଚ୍ଚିତା ଦିଶେ କାଇଁ ଦାଉଦାଉ ତୋ ଭଳି ପାଶୋରି ଯିବି ବୋଲି ପିଠି କଲି ଭୂଲିଲି ବାଡ଼ି ଅଗଣା ଫିଙ୍ଗିଲି ଚାଉଳ ଆଞ୍ଜୁଳି ଡାହାଣ ପଟ ଚଉରାହେଲୁ…

ଇଣ୍ଡିଆନ ଆଇଡଲ ଗାୟକ ଋଷିଙ୍କ ପ୍ରଶଂସକ ପାଲଟିଲେ କିଙ୍ଗ କୋହଲି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଏବେ ଟି୨୦ ବିଶ୍ୱକପ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଦୀର୍ଘ ଦିନ ଧରି ଚିରାଚରିତ ଢଙ୍ଗରେ ଖେଳିପାରୁ ନ ଥିବା କୋହଲି ଏବେ ତାଙ୍କ ପୁରୁଣା ଲୟକୁ ଫେରିଛନ୍ତି । କୋହଲି କ୍ରିକେଟ ବ୍ୟତୀତ ସଙ୍ଗୀତକୁ ବହୁତ ଭଲ ପାଆନ୍ତି ।…

ବଡେ ମିଆଁ ଛୋଟେ ମିଆଁରେ ଜାହ୍ନବୀଙ୍କ ଏଂଟ୍ରି

ମୁମ୍ବାଇ: ଅକ୍ଷୟ କୁମାର ଓ ଟାଇଗର ଶ୍ରଫ ଅଭିନୀତ ବଡେ ମିଆଁ ଛୋଟେ ମିଆଁ ଫିଲ୍ମରେ ଜାହ୍ନବୀ କାପୁରଙ୍କ ଏଂଟ୍ରି ହୋଇଛି । ଅଲୀ ଅବାସ ଜାଫରଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମରେ ଟାଇଗର ଛୋଟେ ମିଆଁ ଭୂମିକା କରୁଛନ୍ତି । ଦର୍ଶକ ଟାଇଗର ଓ ଜାହ୍ନବୀଙ୍କୁ ପ୍ରଥମ ଥର ପାଇଁ ସ୍କ୍ରିନରେ ଦେଖିବାକୁ…

ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଶରୀରରେ କିପରି କାର୍ଯ୍ୟ କରେ ?

ଓଡିଶା ସମ୍ବାଦ ବ୍ୟୁରୋ: ଯେତେବେଳେ ଆମ ସ୍ୱାସ୍ଥ୍ୟ ବିଷୟରେ କୌଣସି କଥା ଆଲୋଚନା କରାଯାଏ ସେତେବେଳେ ଆଣ୍ଟିଅକ୍ସିଡାଣ୍ଟର ନାମ ନିଶ୍ଚିତ ଭାବେ ନିଆଯାଏ। ସୁସ୍ଥ ରହିବା ପାଇଁ ଖାଦ୍ୟରେ ଆଣ୍ଟିଅକ୍ସିଡାଣ୍ଟ ଭରପୂର ଥିବା ଖାଦ୍ୟକୁ ଆମ ଥାଳିରେ ଅନ୍ତର୍ଭୁକ୍ତ କରିଥାଉ। ଫଳ କିମ୍ବା ପନିପରିବା ଖାଇବା…

ଥାଇଲାଣ୍ଡ ଡେ କେୟାରରେ ପୂର୍ବତନ ପୋଲିସ ଅଫିସରଙ୍କ ନାରକୀୟ କାଣ୍ଡ, ୩୪ ମୃତ

ବ୍ୟାଙ୍କକ: ଥାଇଲାଣ୍ଡରେ ଜଣେ ପୂର୍ବତନ ପୋଲିସ ଅଫିସରଙ୍କ ନାରକୀୟ କାଣ୍ଡ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି । ପାନ୍ୟା କାମ୍ରାବ ନାମକ ଏହି ବ୍ୟକ୍ତିଜଣଙ୍କ ଏକ ଡେ କେୟାର ସେଂଟରରେ ପ୍ରବେଶ କରି ମନଇଚ୍ଛା ଗୁଳି ଚାଳନା କରିଥିଲେ । ଏଥିରେ ୨୨ ଶିଶୁଙ୍କ ସମେତ ୩୪ଜଣଙ୍କ ମୃତ୍ୟୁ ଘଟିଥିଲା ।…

ପରମ୍ପରା ଓ ବିରତ୍ଵ ର ନିଆରା ପର୍ବ “ଲାଖମରା “

ରାୟଗଡ଼ା : ରାଜ ରାଜୁଡ଼ା ଶାସନ ଚାଲିଗଲାଣି କିନ୍ତୁ ଏବେ ମଧ୍ୟ କିଛି ଅଞ୍ଚଳରେ ସେହି ସମୟର ପରମ୍ପରାକୁ ବଞ୍ଚାଇ ରଖିଛନ୍ତି ସେଠିକା ଅଧିବାସୀ ।  ସେହି ସମୟର କିଛି ପାରମ୍ପରିକ କ୍ରୀଡା, ନୃତ୍ୟ ଏବେ ମଧ୍ୟ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଦଶହରା ବାସୀ ଦିନ ପାଳନ କରାଯାଏ "ଲାଖମରା " ପର୍ବ…

ଲେମ୍ବୁ ଓ ମହୁ ମିଶ୍ରଣ ପିଇବା ବେଳେ ରୁହନ୍ତୁ ସତର୍କ, ଆୟୁର୍ବେଦ ବିଶେଷଜ୍ଞ କହିଛନ୍ତି ଏହାର କାରଣ

ଓଡିଶା ସମ୍ବାଦ ବ୍ୟୁରୋ: ଅଧିକାଂଶ ଲୋକେ ପ୍ରତିଦିନ ସକାଳୁ ମହୁ ଏବଂ ଲେମ୍ବୁ ପାଣି ପିଇବାକୁ ପସନ୍ଦ କରନ୍ତି। ସକାଳେ ଖାଲି ପେଟରେ ଲେମ୍ବୁ ପାଣି ଏବଂ ମହୁ ଖାଇବା ଦ୍ୱାରା କେବଳ ଓଜନ ହ୍ରାସ ହୁଏ ନାହିଁ ବରଂ ଏହା ଆମ ଶରୀରକୁ ମଧ୍ୟ ଭିତରୁ ଡିଟକ୍ସ କରିଥାଏ। ଲେମ୍ବୁ ହେଉଛି ଭିଟାମିନ୍-ସିର ଏକ…

ପୁରୀରେ କଂଗ୍ରେସର ମିଶ୍ରଣ ପର୍ବ, ଯୋଗଦେଲେ ଶତାଧିକ ବ୍ୟକ୍ତି

ପୁରୀ: ପୁରୀରେ ପେଂଠକଟା ନିକଟରେ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶତାଧିକ ବ୍ୟକ୍ତି ଦଳରେ ଯୋଗ ଦେଇଛନ୍ତି । ରାଜ୍ୟ ଏବଂ କେନ୍ଦ୍ର ସରକାର ଜନସାଧାରଣଙ୍କ ନିକଟରୁ ଦୂରେଇ ଯାଉଛନ୍ତି । କଂଗ୍ରେସ ହିଁ ଏକମାତ୍ର ବିକଳ୍ପ ବୋଲି ସେମାନେ କହିଛନ୍ତି । ଯୁବ କଂଗ୍ରେସର ଜିଲ୍ଲାସ୍ତରୀୟ…

ନିଶ୍ଚେତକ ନଦେଇ ଆହତ ଅଜଗର ସାପର ହେଲା ସିଟି ସ୍କାନ୍

ଭୁବନେଶ୍ୱର: ବିଶ୍ୱର ବିଭିନ୍ନ ସ୍ଥାନରେ ନିଶ୍ଚେତକ ଦିଆଯାଇ ସିଟି ସ୍କାନ୍ ହୋଇଥାଏ । କିନ୍ତୁ ଆହତ ଅଜଗରକୁ ଆନେସ୍ଥସିଆ ନଦେଇ ଦେଢ଼ଘଣ୍ଟା କାଳ ସିଟି ସ୍କାନ୍ କରାଯାଇଛି । ଓୟୁଏଟି ଭେଟରିନାରୀ କଲେଜ ସର୍ଜରୀ ଓ ରେଡିଓଲୋଜି ବିଭାଗ ପ୍ରଫେସର ଡାକ୍ତର ଇନ୍ଦ୍ରମଣି ନାଥଙ୍କ ନେତୃତ୍ୱରେ ମଡର୍ନ ହେଲଥ…