ଜାଣନ୍ତୁ ଦହି ଖାଇବାର ଉଚିତ୍ ସମୟ ଏବଂ ଉପାୟ
ଦହି ଏପରି ଏକ ଦୁଗ୍ଧ ଜାତୀୟ ଖାଦ୍ୟ ଯାହା ସମସ୍ତଙ୍କ ଥାଳିରେ ଥିବା ନିଶ୍ଚିତ। ଗରମ ଦିନ ହେଉ କି ଥଣ୍ଡା ଦିନ ଦହିକୁ ସମସ୍ତ ରୂପରେ ବ୍ୟବହାର କରାଯାଉଛି ଏବଂ ଦହିକୁ ବ୍ୟବହାର କରି ଅନେକ ଖାଦ୍ୟ ମଧ୍ୟ ତିଆରି କରି ଖାଉଛନ୍ତି ଲୋକେ। ଲୋକମାନେ ଏହାକୁ ପରାଠା ସହିତ ଖାଇବାକୁ ବହୁତ ପସନ୍ଦ କରନ୍ତି।…