Latest Odisha News

BREAKING NEWS

ପିଏଫଆଇର ଧମକ : କେରଳରେ ପ୍ରମୁଖ ଆରଏସଏସ ନେତାଙ୍କୁ ୱାଇ ସୁରକ୍ଷା

ନୂଆଦିଲ୍ଲୀ: ଆତଙ୍କବାଦୀ ଗତିବିଧି ନେଇ କେନ୍ଦ୍ର ସରକାର ପପୁଲାର ଫ୍ରଂଟ ଅଫ ଇଣ୍ଡିଆକୁ ବ୍ୟାନ କରିଛି । ଏନଆଇଏ ସେପ୍ଟମ୍ବର ୨୨ରେ ୧୫ ରାଜ୍ୟରେ ଚଢ଼ାଉ କରିଥିଲା । ଏହି ଚଢ଼ାଉ ବେଳେ ପିଏଫଆଇ ସଦସ୍ୟ ମହମ୍ମଦ ବଶୀରଙ୍କ ଘରୁ କେରଳର ୫ ଆରଏସଏସ ଟାର୍ଗେଟରେ ଥିବା ପ୍ରମାଣ ମିଳିଥିଲା । ଏହାକୁ ଦେଖି…

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଦୁଇ ଗିରଫ

ନୂଆପଡା: ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା । ନୂଆପଡା ଜିଲ୍ଲା ଖଡ଼ିଆଳ ପୁରୁଣା ବସଷ୍ଟାଣ୍ଡ ନିକଟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ୧୦ରୁ ଊର୍ଦ୍ଧ୍ବ ଦୁର୍ବୃତ୍ତ ଆଇନଜୀବୀ ସତ୍ୟ ନାରାୟଣ ଦାସଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିବା ସହ ସତ୍ୟଙ୍କ ପୁଅଙ୍କୁ ମଧ୍ୟ ଦୁର୍ବୃତ୍ତ…

୨ ଲକ୍ଷ ଟଙ୍କା ସହ ଲୁଟେରାକୁ ଗିରଫ କଲା ବୌଦ୍ଧ ପୁଲିସ

ବୌଦ୍ଧ : ବୌଦ୍ଧ ସହରରେ ବାଇକ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ହେଉଥିବାର ଅନେକ ଅଭିଯୋଗ ଆସୁଥିଲା । ଲୁଟେରାମାନେ ଟଙ୍କା ନେଇ ଫେରାର ହୋଇଯାଉଥିବା ବେଳେ,  ପୁଲିସ ଲୁଟେରାଙ୍କ ସଂପର୍କରେ କୌଣସି ଟେର ପାଇପାରୁନଥିଲା । କ୍ଷତିଗ୍ରସ୍ତ ଲୋକ ବାରମ୍ବାର ଥାନାକୁ ଯାଇ ଏହିଭଳି  ଟଙ୍କା ଲୁଟ୍‌ ଘଟଣାର…

କଟକରେ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି

କଟକ : ଦୁର୍ଗାପୂଜାକୁ ନେଇ କମିଶନରେଟ୍‌ ପୋଲିସର ପ୍ରସ୍ତୁତି । କଟକ ସହରରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା କରିବା ପାଇଁ କମିଶନରେଟ୍‌ ପୋଲିସ ସହଯୋଗରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି  । ସେଥିପାଇଁ  ସହରକୁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ ବୋଲି କହିଛନ୍ତି କମିଶନରେଟ୍‌…

ରାଷ୍ଟ୍ରପତିଙ୍କ ଗାଁରେ ୫ଜି ସେବା

ଭୁବନେଶ୍ୱର :  ଆଜିଠାରୁ ଦେଶରେ ଆରମ୍ଭ ହେଲା  ୫ଜି ଯୁଗ । ଦେଶକୁ ୫ଜି ସେବା ଯୋଗାଇଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମଇଦାନରୁ ଏହି ସେବାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ତଥା ରେଳମନ୍ତ୍ରୀ…

ଡିସିପି ଅଫିସ ଘେରାଉ କଲା ବିଜେପି 

ଭୁବନେଶ୍ୱର :  ପୁରୀର ଗୋପ ଜିଲ୍ଲା ପରିଷଦ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଡିସିପି ଅଫିସ ଘେରାଉ କରିଛି ବିଜେପି  । ପୁରୀ ଜିଲ୍ଲା ବିଜେପିର ଅନେକ କର୍ମୀ ଓ ନେତାମାନେ ଡିସିପି ଅଫିସ ସମ୍ମୁଖରେ ବିକ୍ଷୋଭ କରିଥିଲେ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ନାଁ ଉଠୁଥିବାବେଳେ ତାଙ୍କୁ…

ନବରାତ୍ର ପୂଜା ପାଇଁ ମା’ ବିରଜାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ଆରମ୍ଭ ହୋଇଛି ନବରାତ୍ର ପୂଜା । ଚାଲିଛି ଜଗତଜନନୀ ମା’ଙ୍କ ଆରାଧନା ।  ମା ଦୂର୍ଗା ରୁପରେ ପୂଜା ପାଉଛନ୍ତି ମା’ ବିରଜା । ଏଥିପାଇଁ ପ୍ରାତଃ କାଳରୁ ମା’ ଙ୍କ ପାଦ ସ୍ପର୍ଶ ସହିତ ମୁଖ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ…

ଆଉ ତିନି ମାସ ଅତିରିକ୍ତ ଚାଉଳ ପାଇବେ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ମିଳିବ । ଅତିରିକ୍ତି ଭାବେ ୫ କେଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକୃତ ହେବେ…

[ଦେଖନ୍ତୁ ଭିଡିଓ] ମିଠା ମକା ଚାଷ ମେଣ୍ଟାଉଛି ପରିବାରର ଗୁଜୁରାଣ

କାମାକ୍ଷାନଗର: ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ । ମିଠା ମକା ଚାଷ ବଦଳାଇ ଦେଇଛି ଚାଷୀ ମାନଙ୍କର ଜୀବନ ଶୈଳୀ । ବର୍ତ୍ତମାନ ମକା ଚାଷ କରି ସ୍ୱାବଲମ୍ବୀ ହୋଇପାରିଛନ୍ତି ଅନେକ ଚାଷୀ ।ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଳକର ବିଭିନ୍ନ ଅଂଚଳରେ ଦେଖିବାକୁ ମିଳିଛି…

କବିତା : ଦେବୀ

ଜୟନ୍ତୀ ବିଶ୍ବାଳ ବେହୁରିଆ  ଦେବୀ ନୁହେଁ ... . ନାରୀଟିଏ ହେବାକୁ ଚାହେଁ ! ଚଉଷଠି ଭୋଗ ଉପଚାର ଧୂପ ଓ ଦୀପର ବର୍ଣ୍ଣବିଭା ଝୁଣାର ସେ ଧୂମାୟିତ ଇତସ୍ତତଃ ନିରୁତା ମହକ କେଉଁଥିରେ ମନ ନାହିଁ ..! ତଥାସ୍ତୁ ମୁଦ୍ରାରେ ବସି ଦେଖିବିନି ମୋହମୟ ମଣିଷ ଆଶାୟୀ ମସ୍ତକ ନଇଁଗଲେ ଥରେ…