ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ଭିତରେ ଅଣହିନ୍ଦୁ ପ୍ରବେଶ;ତାଙ୍କୁ ନେଇଥିବା ବ୍ୟକ୍ତି ଅଟକ…
ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି ଅଣହିନ୍ଦୁ । ଢିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ମନ୍ଦିରରେ ପ୍ରବେଶ କଲେ ଜାପାନୀ ପର୍ଯ୍ୟଟକ । ସୂଚନାଥାଉକି, ଓଡ଼ିଆ ଲୋକଙ୍କ ସାହାଯ୍ୟରେ ପ୍ରବେଶ କରିଥିଲେ ଜାପାନୀ ପର୍ଯ୍ୟଟକ । ଅଣହିନ୍ଦୁ ପ୍ରବେଶ ପରେ ସେବାୟତ ମହଲରେ ଅସନ୍ତୋଷ ।…