୫୦୦ ଟଙ୍କା ଦେଇ ଜେଲରେ ରାତି କାଟୁଛନ୍ତି ଲୋକେ
ଡେରାଡୁନ: ଏହି ଦୁନିଆର କୌଣସି ବ୍ୟକ୍ତି ଜେଲ ଯିବାକୁ ଚାହାଁନ୍ତି ନାହିଁ। ଯଦି ଜଣେ ବ୍ୟକ୍ତି କିଛି ଅପରାଧ କରେ ତେବେ ତାକୁ ହିଁ ଜେଲକୁ ପଠାଯାଏ। କିନ୍ତୁ ଉତ୍ତରାଖଣ୍ଡରେ ଏପରି ଏକ ଜେଲ ରହିଛି, ଯେଉଁଠାରେ ଲୋକେ ଜେଲ ସମ୍ପର୍କରେ ଭଲ କଥା ଚିନ୍ତା କରନ୍ତି। ଦରକାର ପଡିଲେ ଲୋକେ ଗୋଟିଏ ରାତି…