ଜେପି ନଡ୍ଡାଙ୍କ ଦୁଇ ଦିନିଆ ଓଡିଶା ଗସ୍ତର କାର୍ଯ୍ୟକ୍ରମ ସୂଚନା
ଭୁବନେଶ୍ନର : ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ । ଏହି ବିଷୟରେ ବିସ୍ତୃତ କାର୍ଯ୍ୟକ୍ରମର ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୯ ତାରିଖ ଦିନ ୧୦ ଟା ବେଳେ…