ସାମୀଙ୍କୁ କରୋନା, ଭାରତୀୟ ଦଳରେ ସାମିଲ ହେଲେ ଉମେଶ
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ସିରିଜରୁ ଭାରତର ପେସ ବୋଲର ମହମ୍ମଦ ସାମୀ ଓହରି ଯାଇଛନ୍ତି । ସେ କରୋନା ସଂକ୍ରମିତ ହୋଇଥିବାରୁ ଏହି ପଦକ୍ଷେପ ନେଇଛନ୍ତି । ସାମୀଙ୍କ ସ୍ଥାନରେ ୩ ବର୍ଷ ପରେ ଉମେଶ ଯାଦବ ଦଳରେ ସ୍ଥାନ ପାଇଛନ୍ତି । ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପୂର୍ବରୁ ସାମି ସୁସ୍ଥ ହୋଇ…