Latest Odisha News

BREAKING NEWS

ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ପ୍ରତିବାଦ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ତରଫରୁ ବିଭିନ୍ନ ଦାବୀ ନେଇ ଆନ୍ଦୋଳନ ।  ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ରେ ବିସିବାସହ ପ୍ରତିବାଦ କରିଛନ୍ତି ଟ୍ରାକ୍ଟର ମାଲିକମାନେ  ।  ଟ୍ରାକ୍ଟର ମାଲିକ ମାନେ ପ୍ରଥମେ ଏକ ଶୋଭାଯାତ୍ରାରେ ବାହାରି ସହର…

ଦରମା ଦାବି କରି ଥାନା ଆଗରେ ଶତାଧିକ ଶ୍ରମିକଙ୍କ ଧାରଣା

ପାରାଦୀପ: ଶତାଧିକ ଶ୍ରମିକଙ୍କ ସହ ଖେଳୁଛି କମ୍ପାନୀ । କାମ କରାଉଛି, ଦରମା କଥା କହିଲେ ଥାନା ଡର ଦେଖାଉଛି । ଆଇଓସିଏଲର ଠିକା କମ୍ପାନୀ ଏଲ୍ ଆଣ୍ଡ ଟି, ଆପେକ୍ସ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି ଶତାଧିକ ଶ୍ରମିକ । କୁଶଳୀ ଓ ଅଣକୁଶଳୀ ଶ୍ରମିକଙ୍କ ପାଇଁ ସରକାର ଧାର୍ଯ୍ୟ କରିଥିବା ସର୍ବନିମ୍ନ…

ସ୍ୱାମୀ ଆଖି ଆଗରେ ପୋଖରିରେ ବୁଡ଼ିଗଲା ଗର୍ଭବତୀ ସ୍ତ୍ରୀ

ବଲାଙ୍ଗିର: ହସ୍ପିଟାଲରୁ ଚେକଅପ୍ ସାରି ଫେରୁଥିଲେ । ପେଟରେ ବଢ଼ୁଥିବା ଛୁଆକୁ ନେଇ ମନରେ ଢେର୍ ଆଶା ବି ବାନ୍ଧିଥିଲେ । ହେଲେ ହଠାତ୍ ସବୁକିଛି ଓଲଟ ପାଲଟ ହୋଇଗଲା । କାରରେ ଫେରୁଥିବା ବେଳେ କାର ଯାଇ ସିଧା ପୋଖରି ଭିତରେ ପଶିଗଲା । କୌଣସି ମତେ ସ୍ୱାମୀ ପହଁରି ପହଁରି କୂଳକୁ ପଳାଇ ଆସିଲେ ।…

ବନିଶିରେ ମାଛ ବଦଳରେ ପଡ଼ିଲା କୁମ୍ଭୀର ଛୁଆ

ଯାଜପୁର: ବନିଶିରେ ମାଛ ବଦଳରେ ପଡ଼ିଲା କୁମ୍ଭୀର । ଯାଜପୁର ଜିଲ୍ଲା ବରୀ ବ୍ଲକ ରମ୍ପା ଗାଁ ପଗିଡ଼ିଆ ନଦୀରୁ କୁମ୍ଭୀର ଛୁଆ ଉଦ୍ଧାର ହୋଇଛି । ଗାଁର କୁନା ମଲ୍ଲିକ ମାଛ ଧରିବାକୁ ପଗିଡ଼ିଆ ନଦୀରେ ବନିଶି ପକାଇଥିଲେ । ହେଲେ ବନିଶିରେ ମାଛ ନପଡ଼ି ପଡ଼ିଥିଲା କୁମ୍ଭୀର ଛୁଆ । ସଙ୍ଗେ ସଙ୍ଗେ କୁନା…

5T ଅଧିନରେ ରୂପାନ୍ତରଣ ସ୍କୁଲ ଛାତରୁ ଖସିଲା ସିଲିଂ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

ନୂଆପଡ଼ା: 5T ଅଧିନରେ ସ୍କୁଲ ରୂପାନ୍ତରଣରେ ଦୁର୍ନୀତି । ମାସ କେଇଟା ନ ହେଉଣୁ ଛାତରୁ ଖସିଲା ସିଲିଂ । ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ । ଗତ କିଛିମାସ ତଳେ 5T ଅଧିନରେ ରାଜ୍ୟ ସରକାର ନୂଆପଡ଼ା ଖରିଆର ରୋଡ୍ ସ୍ଥିତ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ରୂପାନ୍ତରଣ କରିଥିଲେ । ହେଲେ ମାସ କେଇଟା ନ…

ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରସିପ୍ ରାଶି ୬ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ଦ୍ୱାରା ଉଚ୍ଚଶିକ୍ଷା ପାଇଁ ଦିଆଯାଉଥିବା ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରସିପ୍ ଅର୍ଥ ରାଶି ବୃଦ୍ଧି କରାଯାଇଛି । ପ୍ରତି ଯୋଗ୍ୟ ପ୍ରାର୍ଥୀଙ୍କୁ ୬ ଲକ୍ଷ ଟଙ୍କା ସ୍କଲାରସିପ୍ ମିଳିବ । ସର୍ବଭାରତୀୟ ସ୍ତରରେ ଆଇଆଇଟି, ଏନ୍ଆଇଟି,…

ଥାନା ଭିତରେ ପଶି ପୋଲିସକୁ ପିଟିଲେ ଆଦିବାସୀ

ପାରଳାଖେମୁଣ୍ଡି: ଥାନା ଭିତରେ ପଶିଲେ, ପୋଲିସକୁ ପିଟିଲେ । ଏଭଳି ଘଟଣା ଘଟିଛି ଗଜପତି ଜିଲ୍ଲା ଅଡ଼ବା ଥାନାରେ । ଆଦିବାସୀଙ୍କ ଘରେ ରାତି ଅଧିଆ ପୋଲିସର ଚଢ଼ାଉକୁ ନେଇ ଲୋକଙ୍କ ଆକ୍ରୋଶ ଦେଖିବାକୁ ମିଳିଛି । ଏକାବେଳେକେ ୬ଟି ପଞ୍ଚାୟତର ଆଦିବାସୀ ଏକଜୁଟ୍ ହୋଇ ପୋଲିସ ଉପରେ ଆକ୍ରମଣ କରିବା ସହ…

ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କଲେ ସରବଜିତ ସିଂଙ୍କ ପତ୍ନୀ

ଅମ୍ରିତସର: ପାକିସ୍ତାନରେ ଜେଲରେ ବନ୍ଦୀ ରହି ଅକଥନୀୟ ଅତ୍ୟାଚାର ସହିଥିବା ସରବଜିତ ସିଂଙ୍କ ପତ୍ନୀ ସୁଖପ୍ରୀତ କୌର ଆଜି ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି । ସୁଖପ୍ରୀତ ତାଙ୍କ ଝିଅ ସ୍ୱପ୍ନଦୀପଙ୍କୁ ଭେଟିବା ପାଇଁ ଜଣେ ପଡୋଶୀଙ୍କ ସହ ମୋଟର ସାଇକେଲରେ ଯାଉଥିଲେ । ରାସ୍ତାରେ ଦୁର୍ଘଟଣା…

ଟି୨୦ ବିଶ୍ୱକପ କ୍ରିକେଟ: କୋହଲି, ରୋହିତଙ୍କ ପାଇଁ ଅଗ୍ନିପରୀକ୍ଷା

ମୁମ୍ବାଇ: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତୀୟ ଦଳର ଘୋଷଣା ହୋଇଯାଇଛି । ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ପାଇଁ ଏହି ବିଶ୍ୱକପ ଅଗ୍ନିପରୀକ୍ଷା ସଦୃଶ । ତେବେ ଆସନ୍ତୁ ନଜର ପକାଇବା ଟିମ ଇଣ୍ଡିଆର ପଜିଟିଭ ଏବଂ ନେଗେଟିଭ ଦିଗ ପ୍ରତି ।…

ଅଙ୍ଗନୱାଡ଼ି କେନ୍ଦ୍ର ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ, ବିପଦରେ ବସୁଛନ୍ତି କୁନି ଛୁଆ

କାମକ୍ଷାନଗର: ଅଧା ଛପର ନଥିବା ଚାଳ ଘର । ଚାଳ ଛପର ଅଧା ଉଡ଼ି ଯାଇଥିବା ବେଳେ କାନ୍ଥରେ ବି ବଳ ନାହିଁ । କେତେବେଳେ ଭୁଶୁଡ଼ି ପଡ଼ିବ କହିବା ମୁସ୍କିଲ୍ । ତଥାପି ଏଭଳି ବିପଦସଂକୁଳ ଅବସ୍ଥାରେ ଅଙ୍ଗନୱାଡ଼ି ପିଲାଙ୍କୁ ପଢ଼ା ଯାଉଛି । ଆଉ ୟେ ହେଉଛି ପିଲାଙ୍କ ପାଇଁ ୭ ଲକ୍ଷ ଟଙ୍କାରେ ନିର୍ମାଣ…