ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲାର ପାଇକଡାକୁଲୁଗୁଡ଼ାରେ ଏକ ଉଚ୍ଚ ବିଦ୍ୟାଳୟରେ ସୋମବାର ଦିନ ଅଗ୍ନିକାଣ୍ଡ ଘଟି ଚାରି ଜଣ ଛାତ୍ର ଗୁରୁତର ପୋଡ଼ି ହୋଇଯାଇଥିଲେ।
ଏହି ଘଟଣାର ଦିନକ ପରେ ଅର୍ଥାତ୍ ମଙ୍ଗଳବାର ଦିନ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲର ପ୍ରଧାନ ଶିକ୍ଷକ ଏବଂ ଚାରି ଜଣ…