Latest Odisha News

BREAKING NEWS

ଡିସେମ୍ବରୁ ୨୭ରୁ ବରଗଡ଼ ଧନୁଯାତ୍ରା; ଦୁଇ ବର୍ଷ ପରେ ଚମକିବ ମୁକ୍ତାକାଶ ରଙ୍ଗମଞ୍ଚ

ବରଗଡ଼: ଦୀର୍ଘ ଦୁଇ ବର୍ଷ ପରେ ଚଳିତ ବର୍ଷ ଅନୁଷ୍ଠିତ ହେଉଛି ବିଶ୍ୱ ପ୍ରସିଦ୍ଧ ଧନୁ ଯାତ୍ରା । କରୋନା ମହାମାରୀ ଅନ୍ତରାଳେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ୍ଦ ରହିଥିଲା ମୁକ୍ତାକାଶ ରଙ୍ଗମଞ୍ଚ । ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ଧନୁ ଯାତ୍ରା । ବୁଧବାର…

ବ୍ରହ୍ମପୁରରେ ଜବତ ହେଲା ବିପୁଳ ପରିମାଣର ନକଲି ଗୁଟ୍‌ଖା

ବ୍ରହ୍ମପୁର: ବାରମ୍ବାର ଚଢ଼ଉ ଏବଂ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ବ୍ରହ୍ମପୁର ସହରରୁ ଗୋଟିଏ ପରେ ଗୋଟିଏ ନକଲି ଗୁଟ୍‌ଖା କାରଖାନା ଠାବ ହେବାରେ ଲାଗିଛି । ମଙ୍ଗଳବାର ରାତିରେ ଏଭଳି ଏକ କାରଖାନା ଉପରେ ଚଢ଼ଉ କରାଯାଇଥିଲା । ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡା ଶ୍ରୀମା ନଗରରୁ ଗୁଟଖା…

ନିଶା ବେପାରୀ ଚକ୍ରଧର ସାହୁ ଘର ଭାଙ୍ଗିଲା କମିଶନରେଟ ପୋଲିସ

ଭୁବନେଶ୍ୱର: ନିଶା ବେପାରୀ ଚକ୍ରଧର ସାହୁର ଘର ଭାଙ୍ଗିଲା କମିଶନରେଟ ପୋଲିସ । ବୁଧବାର କମିଶନରେଟ ପୋଲିସର ଏକ ସ୍ପେଶାଲ ଟିମ୍ ଇନ୍ଫୋସିଟି ଥାନା ଅଞ୍ଚଳରେ ଚକ୍ରଧରର ଘର ଭାଙ୍ଗିଛନ୍ତି । ଚକ୍ରଧର ସଂପୃକ୍ତ ଘରେ ଦୀର୍ଘ ଦିନ ଧରି ଗଞ୍ଜେଇ, ବ୍ରାଉନସୁଗାର ଏବଂ ଅନ୍ୟାନ୍ୟ ନିଶା ଦ୍ରବ୍ୟ ବେପାର…

ଦ୍ରାବିଡଙ୍କ ସ୍ଥାନରେ ଲକ୍ଷ୍ମଣ ହେବେ ମଧ୍ୟବର୍ତୀକାଳୀନ କୋଚ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଭିଭିଏସ ଲକ୍ଷ୍ମଣଙ୍କୁ ମଧ୍ୟବର୍ତୀକାଳୀନ କୋଚ ଦାୟିତ୍ୱ ପ୍ରଦାନ କରିଛି । ପୂର୍ବରୁ ମୁଖ୍ୟ କୋଚ ରାହୁଲ ଦ୍ରାବିଡ କରୋନା ସଂକ୍ରମିତ ହୋଇଥିଲେ । ଏସିଆ କପ କ୍ରିକେଟରେ ଦଳର ପ୍ରସ୍ତୁତିରେ ଯେପରି କୌଣସି ବାଧା ସୃଷ୍ଟି ହେବନି ସେ ନେଇ ବୋର୍ଡ…

ଦିବ୍ୟାଙ୍ଗଙ୍କ ପାଇଁ ନିଯୁକ୍ତି ମେଳା ଆୟୋଜନ କରୁଛି ଏନ ସି ଏସି ଡି ଏ

ଭୁବନେଶ୍ୱର: ନେଶନାଲ କ୍ୟାରିଅର ସର୍ଭିସ ସେଣ୍ଟର ଫର ଡିଫରଏଣ୍ଟଲି ଏବଲଡ୍( ଏନ ସି ଏସି ଡି ଏ ) ପକ୍ଷରୁ ଆସନ୍ତା ଶୁକ୍ରବାର ଦିବ୍ୟାଙ୍ଗଙ୍କ ପାଇଁ ଏକ ନିଯୁକ୍ତି ମେଳା ଆୟୋଜନର କରୁଛି । ଶୃତି ହୀନ ବ୍ୟକ୍ତିଙ୍କ ପାଇଁ ଏହି ନିଯୁକ୍ତି ମେଳା ଆୟୋଜନ କରାଯାଉଛି ବୋଲି ପିଆବି(ପ୍ରେସ ଇନଫରମେସନ…

[ଦେଖନ୍ତୁ ଭିଡିଓ] ରୋଗଶଯ୍ୟାରେ ସହାୟତା ଅପେକ୍ଷାରେ ସମାଜସେବୀ ଦମ୍ପତି

ଯାଜପୁର: ଦିନେ ଦମ୍ପତି ବୁଲି ବୁଲି ସମାଜସେବା କରୁଥିଲେ । ହେଲେ ଆଜି ଲୋଡ଼ୁଛନ୍ତି ଆଉ କାହାର ସହାୟତା, ଖୋଜୁଛନ୍ତି ସେବା । କାରଣ ରୋଗଶଯ୍ୟାରେ ପଡ଼ି ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଖରଡ଼ାବନ୍ଦୀ ଗାଁର ଦେବୀପ୍ରସାଦ ସାମଲ ଓ ଇତିଶ୍ରୀ ସାମଲ । ଦେବୀ ପ୍ରସାଦଙ୍କର…

ବ୍ରାଉନ ସୁଗାର ଚାଲାଣରେ ଜଣେ ଗିରଫ

ଭୁବନେଶ୍ୱର: ବୁଧବାର ଲକ୍ଷ୍ମୀସାଗର ପୋଲିସ ବ୍ରାଉନ ସୁଗାର ଚାଲାଣ ମାମଲାରେ ଜଣକୁ ଗିରଫ କରିଛି। ଗତ ୨୦ ତାରିଖରେ ରୁଜୁ ବ୍ରାଉନ ସୁଗାର ଚାଲାଣ ହେଉଥିବା ଅଭିଯୋଗ ହୋଇଥିଲା । ଗିରଫ ଅଭିଯୁକ୍ତ ହେଉଛି ଖୋର୍ଦ୍ଧା ଟାଙ୍ଗୀ ଅଞ୍ଚଳର ଅଜିତ ବେପାରୀ। ଅଭିଯୁକ୍ତକୁ ଲକ୍ଷ୍ମୀସାଗର ଥାନା ପୁଲିସ…

ଯୌତୁକ ପାଇଁ ନବ ବଧୂକୁ ହତ୍ୟା ଅଭିଯୋଗ; ଶାଶୁ ଘରର ଚାରି ଜଣ ଗିରଫ

ଭଦ୍ରକ: ଭଦ୍ରକରେ ଯୌତୁକ ହତ୍ୟା ଅଭିଯୋଗ। ପାଞ୍ଚ ଲକ୍ଷ ଟଙ୍କା ଯୌତୁକ ଦାବି କରି ବୋହୂ ପ୍ରିୟଙ୍କା ଦଳେଇଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ପରିବାର ଲୋକେ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଛନ୍ତି । ପ୍ରିୟଙ୍କାଙ୍କ ମାଙ୍କ କହିବା ଅନୁଯାୟୀ ବାହାଘର ୧ ଲକ୍ଷ ଟଙ୍କାରେ…

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଛି । ମାସକ ତଳେ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ…

[ଦେଖନ୍ତୁ ଭିଡିଓ] ୫ ମାସ ପରେ ଖୋଲାଗଲା ମା ମଝିଘରିଆଣିଙ୍କ ହୁଣ୍ଡି, ମିଳିଲା ବିଦେଶୀ ନୋଟ୍

ରାୟଗଡ଼ା: ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣି ମନ୍ଦିରର ହୁଣ୍ଡି ଖୋଲା ଯାଇଛି । ଦୀର୍ଘ ପାଞ୍ଚ ମାସ ପରେ ଆଜି ହୁଣ୍ଡି ଖୋଲା ଯାଇଥିବା ବେଳେ ହୁଣ୍ଡିରୁ ପୁଳା ପୁଳା ଟଙ୍କା ସହ ସୁନା ଅଳଙ୍କାର ଓ ବିଦେଶୀ ନୋଟ୍ ମିଳିଛି । ଦାନ ଆକାରରେ ଟଙ୍କା, ସୁନା ଓ ଅଳଙ୍କାର ସହ ବିଦେଶୀ ନୋଟ୍…