ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପ: ସାଇନା ପ୍ରି-କ୍ୱାର୍ଟରରେ
ଟୋକିଓ: ଭାରତୀୟ ବ୍ୟାଡମିଂଟନ ଷ୍ଟାର ସାଇନା ନେହ୍ୱାଲ ଚଳିତ ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ମହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରେ ହଂକଂର ଚେୱଙ୍ଗ ଏନଗାନଙ୍କୁ ୨୧-୧୯ ସ ୨୧-୯ ସିଧାସଳଖ ସେଟରେ ପରାସ୍ତ କରିଥିଲେ । ଦ୍ୱିତୀୟ ରାଉଣ୍ଡରେ ଜାପାନର…