Latest Odisha News

BREAKING NEWS

ଶୈଳଶ୍ରୀ ବିହାରରରେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତ ଦେହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ମିଳିଛି । ଶୁକ୍ରବାର ପୋଲିସ ଏକ ଭଡ଼ା ଘରୁ ଉତ୍କଳ ଶ୍ୱେତା ଉତ୍କଳ କୁମାରୀଙ୍କ ଝୁଲନ୍ତା ମୃତ ଦେହକୁ ଜବତ କରିଛି । ପ୍ରେମ ବିବାଦରୁ ଶ୍ୱେତା ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ…

ଆସନ୍ତା ୨୭ରେ ହେବ ଏଏସଓ ଲିଖିତ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଏଏସଓ (ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଆଜି ଅର୍ଥାତ୍ ଅଗଷ୍ଟ ୨୧ରେ ଏହି ଲିଖିତ ପରୀକ୍ଷା କରିବାକୁ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ରାଜ୍ୟରେ ଭୀଷଣ ବନ୍ୟା ସ୍ଥିତି ପାଇଁ…

ଜୁନିୟର ୱାର୍ଲ୍ଡ ରେସଲିଂରେ ସ୍ୱର୍ଣ୍ଣ ଜିତି ଇତିହାସ ରଚିଲେ ଅନ୍ତିମ

ନୂଆଦିଲ୍ଲୀ: ବୁଲଗେରିଆର ସୋଫିଆରେ ଅନୁଷ୍ଠିତ ଜୁନିୟର ୱାର୍ଲ୍ଡ ରେସଲିଂ ଚାମ୍ପିୟନଶିପରେ ଅନ୍ତିମ ଫଙ୍ଗଲ ପ୍ରଥମ ଭାରତୀୟ ମହିଳା ଭାବେ ସ୍ୱର୍ଣ୍ଣ ଜିତି ଇତିହାସ ରଚିଛନ୍ତି । ୫୩ କିଗ୍ରା ବିଭାଗରେ ସେ କାଜକସ୍ତାନର ଆଲଟନ ଶାଗାୟେଭାଙ୍କୁ ୮-୦ରେ ପରାସ୍ତ କରି ୩୪ ବର୍ଷ ଇତିହାସରେ ପ୍ରଥମ ଭାରତୀୟ…

ବିଶ୍ୱକପରେ ଭାରତକୁ ହଇରାଣ କରିଥିବା ପାକିସ୍ତାନୀ ବୋଲର ଶାହୀନ ଏସିଆ କପରୁ ଓହରିଲେ

ଲାହୋର: ଏସିଆ କପ କ୍ରିକେଟ ପୂର୍ବରୁ ପାକିସ୍ତାନକୁ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ବୋଲର ଶାହୀନ ଆଫ୍ରିଦୀ ଆଘାତ ସମସ୍ୟା ଯୋଗୁ ଟୁର୍ଣ୍ଣାମେଂଟରୁ ଓହରି ଯାଇଛନ୍ତି । ପାକିସ୍ତାନ କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପରୋକ୍ଷରେ ଟିମ ଇଣ୍ଡିଆ ପାଇଁ ଖୁସିର ଖବର କହିଲେ ଭୁଲ…

ଦ୍ୱିତୀୟ ଦିନିକିଆକୁ ୫ ୱିକେଟରେ ଜିତିଲା ଭାରତ: ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ

ହରାରେ: ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୫ ୱିକେଟରେ ଜିମ୍ବାୱେକୁ ପରାସ୍ତ କରିଛି । ଏଥିସହ ୩ ମ୍ୟାଚ ବିଶିଷ୍ଟ ମୁକାବିଲାରେ ୨-୦ରେ ଅଗ୍ରଣୀ ରହି ଭାରତ ଆଗୁଆ ସିରିଜ ଜିତି ନେଇଛି । ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ୩୮.୧ ଓଭରରେ ୧୬୧ ରନ କରି ଅଲଆଉଟ ହୋଇ…

କଣ ପାଇଁ ତହସିଲଦାରଙ୍କ ଗୋଡ ଧରିଲେ ଜିଲ୍ଲା ପରିଷଦ ସଦସ୍ୟ ?

ସୋନପୁର: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ପାଇଁ  ଅନେକ ଧନ ଜୀବନ ନଷ୍ଟ ହୋଇଛି  । ମଣିଷ ହୁଅନ୍ତୁ କି ପଶୁ ମୁଣ୍ଡ ଗୁଞ୍ଜିବା ପାଇଁ ଅନେକ ଅସୁବିଧାରେ ପଡୁଛନ୍ତି  । ସୋନପୁର ଜିଲ୍ଲାର  ଖମ୍ବେଶ୍ବରୀପାଲି ଗାଁର ଗରିବ ଲୋକ ମାନେ ବନ୍ୟାରେ ଧନ ଜୀବନ ନଷ୍ଟ ହେବା ପରେ ପାଲ  ଖଣ୍ଡିଏ ପାଇଁ ତହସିଲ…

ଫାଇଲ୍ ଧରି ବୁଲୁଛନ୍ତି ଅଙ୍ଗନୱାଡ଼ି ଦିଦି, ବିଲ୍ ହେଉନଥିବା ଅଭିଯୋଗ

କାମାକ୍ଷାନଗର: ଡେପୁଟେସନରେ ପଠାଇଲେ… କାମ ବି କରାଇଲେ… ହେଲେ ବିଲ୍ ବେଳକୁ କେହି ଧରା ଛୁଆଁ ଦେଉନାହାନ୍ତି । ସିଡିପିଓଙ୍କୁ ଅଭିଯୋଗ ସତ୍ତ୍ୱେ ବିଲ୍ ହେଉନି । ଏମିତି ଅଭିଯୋଗ ଆଣିଛନ୍ତି ଢେଙ୍କନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ଅଙ୍ଗନୱାଡି ସେକ୍ଟରରେ ଥିବା ୧୯ ଜଣ ଅଙ୍ଗନୱାଡି କର୍ମୀ ।…

ଲର୍ଡସରେ ଚକଦା ଏକ୍ସପ୍ରେସ ଖେଳିବେ ଶେଷ ଆନ୍ତର୍ଜାତୀୟ ମ୍ୟାଚ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଟିମର ଷ୍ଟାର ସିନିୟର ଖେଳାଳି ଝୁଲଣ ଗୋସ୍ୱାମୀ ତାଙ୍କ ଅବସର ନେଇ ଆଜି ଘୋଷଣା କରିଛନ୍ତି । ଚକଦା ଏକ୍ସପ୍ରେସ ଭାବେ ପରିଚିତ ଝୁଲଣ ଲର୍ଡସର ଐତିହାସିକ ଷ୍ଟାଡିୟମରେ କ୍ୟାରିୟର ଶେଷ ଆନ୍ତର୍ଜାତୀୟ ମ୍ୟାଚ ଖେଳିବେ ବୋଲି କହିଛନ୍ତି । ୨୪ ସେପ୍ଟମ୍ବରରେ ଏହି…

ହ୍ରିତିକଙ୍କ ଜୋମାଟୋ ବିଜ୍ଞାପନରେ ମହାକାଳଙ୍କ ନାମ ଆସିବା ନେଇ ବିବାଦ

ମୁମ୍ବାଇ: ଅନଲାଇନ ଫୁଡ ଡେଲିଭେରୀ କମ୍ପାନୀ ଜୋମାଟୋର ଏକ ବିଜ୍ଞାପନକୁ ନେଇ ବିବାଦୀୟ ପରିସ୍ଥିତ ସୃଷ୍ଟି ହୋଇଛି । ବିଜ୍ଞାପନରେ ବଲିଉଡ ଷ୍ଟାର ହ୍ରିତିକ ରୋଶନ ଅର୍ଡର ଦେବା ବେଳେ କହୁଛନ୍ତି ଉଜ୍ଜୈନରେ ଅଛି ମହାକାଳଙ୍କ ଥାଳି ଖାଇବାକୁ ମନ ହେଉଛି । ଏ ଭଳି ବିଜ୍ଞାପନ ଜାରୀ କରିବା ବେଳେ…

ଇଡି ଦଖଲରେ ବାରିମୂଳ ଆଶ୍ରମ, ତଥାପି କେମିତି ପଶି ପୂଜାର୍ଚ୍ଚନା କଲେ ସାରଥି ଅନୁଗତ ?

କେନ୍ଦ୍ରାପଡ଼ା: ବାରିମୂଳରେ ଗହଳି । ସାରଥିଙ୍କୁ ଖୋଜୁଛନ୍ତି ଅନୁଗାମୀ । କେନ୍ଦ୍ରାପଡ଼ା ଉପକଣ୍ଠ ବାରିମୂଳରେ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳଙ୍କ ଫଟୋକୁ ପୁଣି ପୂଜାର୍ଚ୍ଚନା କରିଛନ୍ତି ସାରଥି ଅନୁଗତ । ବାରିମୂଳ ଆଶ୍ରମ ଭିତରେ ଜୋର ଜବରଦସ୍ତ ପଶି ଅନୁଗତ ସାରଥିଙ୍କ ପୂଜାର୍ଚ୍ଚନା…