Latest Odisha News

BREAKING NEWS

ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି, ଯାତାୟାତ ବାଧାପ୍ରାପ୍ତ

ବାଲିଗୁଡ଼ା: ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ କରଡ଼ା ଘାଟି ଧସିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ମିଳିଥିବା ସୂଚନା ଅନୁସାରେ, ଘାଟିର ୩ଟି ସ୍ଥାନରେ ପାର୍ଶ୍ଵ କାନ୍ଥ ଧସିଯିବା ଫଳରେ ଟ୍ରକ, ବସ୍ ଯାତାୟତ ବନ୍ଦ ରହିଛି । କିଛି ଲୋକେ ବିପଦ ସଂକୁଳ…

ଧାୱନ, ଶୁଭମନଙ୍କ ଅପରାଜିତ ଅର୍ଦ୍ଧଶତକ: ଭାରତ ୧୦ ୱିକେଟରେ ବିଜୟୀ

ହରାରେ: ବୋଲିଂ ପରେ ବ୍ୟାଟିଂରେ ଭାରତୀୟ ଖେଳାଳି ପ୍ରଭାବୀ ପ୍ରଦର୍ଶନ କରି ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୦ ୱିକେଟରେ ଜିମ୍ବାୱେକୁ ପରାସ୍ତ କରିଛି । ଶିଖର ଧାୱନ ଓ ଶୁଭମନ ଗିଲ ଅର୍ଦ୍ଧଶତକ ହାସଲ କରିବା ସହ ଶେଷ ପର୍ଯ୍ୟନ୍ତ ଅପରାଜିତ ରହି ମ୍ୟାଚକୁ ଏକତରଫା…

କମୁଛି ବନ୍ୟା ଜଳ, ବଢ଼ୁଛି ଦୁର୍ଦ୍ଦଶା

ପାରାଦୀପ: ବେଘର କରିଛି ଜଳ ପ୍ରଳୟ । ବନ୍ୟା ଉଜାଡ଼ି ଦେଇଛି ସବୁକିଛି । କିଏ ଛାତ ଉପରେ ରୋଷେଇ କରୁଛି ତ ଆଉ କିଏ ରାସ୍ତା ଉପରେ ପାଲ ଟାଣି ଘରର ସମସ୍ତ ଜିନିଷକୁ ଜଗି ରହିଛି । ମହାନଦୀରେ ବନ୍ୟା ଆସିବା ପରେ ଜଳରେ ବିତୁଛି ଜୀବନ । ଗାଁ ଦାଣ୍ଡରେ ଡଙ୍ଗା ଚାଲିଛି । ଲୋକଙ୍କ ଘର ଭିତରେ ପାଣି…

ଭାଇରାଲ ହେଲା ଆପ ବିଧାୟକ ହରମିତ ସିଂଙ୍କ ଅଶ୍ଲୀଳ ଭିଡିଓ

ସିନୌର: ପଞ୍ଜାବର ଆପ ବିଧାୟକ ହରମିତ ସିଂ ପଠାନମାଜରାଙ୍କ ଅଡୁଆ ବଢ଼ିବାରେ ଲାଗିଛି । ବୁଧବାର ତାଙ୍କ ଦ୍ୱିତୀୟ ବିବାହର ଅଭିଯୋଗ ପରେ ଏବେ ବିଧାୟକଙ୍କ ଏକ ଅଶ୍ଲୀଳ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏକ ଭିଡିଓ କଲିଂରେ ସେ ତାଙ୍କ ପ୍ରାଇଭେଟ ପାର୍ଟ ଦେଖାଉଛନ୍ତି । ଜୀରକପୁର ଥାନାରେ ପ୍ରଥମ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ରିଲିଫ୍ ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପସିଥିବା ଗାଁରେ ବିପନ୍ନଙ୍କୁ ୧୫ ଦିନ ଲାଗି ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।…

ସ୍ୱାମୀଜୀଙ୍କୁ ମନେ ପକାଉଛି ଜଳେଶପଟ୍ଟା ଆଶ୍ରମ, ଦୁଇ ଦୁଇଟି କମିଶନଙ୍କ ରିପୋର୍ଟକୁ ସାର୍ବଜନୀନ କରାଯିବାକୁ ଦାବି

ବାଲିଗୁଡ଼ା: ସ୍ୱାମୀଜୀଙ୍କୁ ମନେ ପକାଉଛି ଜଳେଶପଟ୍ଟା ଆଶ୍ରମ । ଜନ୍ମାଷ୍ଟମୀ ପାଇଁ କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମ ଉତ୍ସବ ମୁଖର ହୋଇଛି । ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷିକୀରେ ଆଶ୍ରମରେ ସାଧୁ, ସନ୍ଥ ଏକାଠି ହୋଇଥିବା ବେଳେ କଳଶ ଯାତ୍ରା,…

ଧନଶ୍ରୀ ହଟାଇଲେ ଚହଲ ଟାଇଟଲ, ୟୁଜଭେନ୍ଦ୍ର ଲେଖିଲେ ନ୍ୟୁ ଲାଇଫ ଲୋଡିଂ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମର ସ୍ପିନର ୟୁଜଭେନ୍ଦ୍ର ଚହଲ ଓ ପତ୍ନୀ ଧନଶ୍ରୀ ବର୍ମାଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ଏବେ ସୋସିଆଲ ମିଡିଆରେ ୟୁଜର୍ସଘଙ୍କ ମନରେ ଅନେକ ଦ୍ୱନ୍ଦ୍ୱ ସୃଷ୍ଟି କରିଛି । କେତେକ ଏହାକୁ ଉଭୟଙ୍କ ସମ୍ପର୍କ ଭଲ ନ ଥିବା ସହ ଯୋଡୁଥିବା ବେଳେ ଅନ୍ୟମାନେ କିଛି ପବ୍ଲିସିଟି ଷ୍ଟଂଟ…

ଭାରତ ସରକାର ବ୍ଲକ କଲେ ୮ ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ: ଭାରତ ସରକାର ଆଜି ପୁନର୍ବାର ଆଉ ଏକ ଡିଜିଟାଲ ଷ୍ଟ୍ରାଇକ କରିଛନ୍ତି । ଏଥିରେ ଭ୍ରମାତ୍ମକ ଖବର ପ୍ରସାରଣ କରୁଥିବା ୮ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ଲକ କରାଯାଇଛି । ଏଥିରେ ୭ଟି ଭାରତୀୟ ଓ ଗୋଟିଏ ପାକିସ୍ତାନୀ ଚ୍ୟାନେଲ ସାମିଲ । ଭାରତ ବିରୋଧର ଏଗୁଡିକ ମିଥ୍ୟା ଖବର ପ୍ରସାରିତ…

ମା-ପୁଅ ଏକାଠି ଯାଉଛନ୍ତି ସ୍କୁଲ; ପୁଅ ଷଷ୍ଠ, ମା ସପ୍ତମ

କାଠମାଣ୍ଡୁ: ଗୋଟିଏ ସ୍କୁଲରେ ପଢୁଛନ୍ତି ମା-ପୁଅ। ନେପାଳର ପାର୍ବତୀ ସୁନାର ପଢ଼ା ଛାଡ଼ିବାର ୧୨ ବର୍ଷ ପରେ ପୁଅ ସାଂଗରେ ଏବେ ପାଠ ପଢ଼ିବାକୁମନ ବଳାଇଛନ୍ତି। ସପ୍ତମ ଶ୍ରେଣୀରେ ନାମ ଲେଖାଇ ଦୈନିକ ପୁଅକୁ ସାଇକେଲରେ ବସାଇ ନେଉଛନ୍ତି। ବିଭିନ୍ନ ସାମାଜିକ ବ୍ୟାଧି ଯୋଗୁଁ ଅଧାରୁ ପାଠ ଛାଡୁ଼ଥିବା…

ନାଳ ଉପରେ ନିର୍ମାଣ ହେଉନି ବ୍ରିଜ୍, ଖଟିଆରେ ବୁହା ହେଉଛନ୍ତି ରୋଗୀ

କାମାକ୍ଷାନଗର: ବର୍ଷା ହେଲେ ଦୁର୍ଦ୍ଦଶା ବଢ଼ୁଛି । ଗାଁକୁ ବିଚ୍ଛିନ୍ନ କରୁଛି ଗୋବରୀ ନାଳ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଗୋବରି ଗାଁ ପାଖରେ ରହିଛି ଏହି ନାଳ । ବର୍ଷା ଦିନେ ଏହି ନାଳ ଗ୍ରାମବାସୀଙ୍କ ପାଇଁ ଅଭିଶାପ ପାଲଟିଛି । ଲଗାଣ ବର୍ଷା ପରେ ନାଳରେ କେତେବେଳେ ଆଣ୍ଠୁଏ ତ ଆଉ…