୮ଟି ପଏଣ୍ଟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ, ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍କୁଲ ଛୁଟି
ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଉପୁଜିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ…