[ଦେଖନ୍ତୁ ଭିଡିଓ] ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ପରେ ପ୍ରଦୀପ ଜେନା ହୋଇପାରନ୍ତି ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବରିଷ୍ଠ IAS ପ୍ରଦୀପ କୁମାର ଜେନା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଅଗଷ୍ଟ ୩୧ରେ ସରୁଛି । ତାଙ୍କ ପରେ କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ? ଏହାକୁ ନେଇ ଲୋକସେବା ଭବନ…