[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ
୧) ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଅଗଷ୍ଟ ୧୩ ବେଳକୁ ଉତ୍ତର…