Weather Update: ମାଡି ଆସୁଛି ଗରମ: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ୩୫ ଡିଗ୍ରୀ ଟପିଲା ପାରଦ
ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି। ହୋଲିରେ ତାତି ଦେଖାଇବ ତାଉ, ଆହୁରି ବଢ଼ିବ ଖରା। ଏବେଠୁ ଡରେଇଲାଣି ଖରା । ଦିନ ଦଶଟା ପରେ ଘରୁ ବାହାରିଲେ ଦେହ ଜଳି ପୋଡି ଗଲାଭଳି ଲାଗୁଛି । ମାର୍ଚ୍ଚ ପହିଲାରୁ ଟାଏଁ ଟାଏଁ ଖରା ଅସ୍ତବ୍ୟସ୍ତ କଲାଣି । ଚଳିତ ବର୍ଷ ରାଜ୍ୟରେ…