ଆସନ୍ତା ବର୍ଷ ଏପ୍ରିଲରୁ ଆରମ୍ଭ ହେବ ସିଂଘମ ୩ର ଶୁଟିଂ
ମୁମ୍ବାଇ: ରୋହିତ ଶେଟ୍ଟୀ ଓ ଅଜୟ ଦେବଗାନ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଆସନ୍ତା ବର୍ଷ ଏପ୍ରିଲରୁ ସିଂଘମ ୩ର ଶୁଟିଂ ଆରମ୍ଭ ହେବ ବୋଲି ରୋହିତ ସ୍ପଷ୍ଟ କରିଛନ୍ତି । ଅଜୟ ଦେବଗାନ ଏବେ ବ୍ୟସ୍ତ ଥିବାରୁ ଏଥିରେ ସାମାନ୍ୟ ବିଳମ୍ବ ହୋଇଛି ବୋଲି ସେ କହିଛନ୍ତି । ଏହା ଏକ ମଲ୍ଟି ଷ୍ଟାରର ଫିଲ୍ମ…