ଥାନା ସମ୍ମୁଖରେ କୀଟନାଶକ ପିଇଦେଲେ ମହିଳା
ବ୍ରହ୍ମପୁର: ଥାନାକୁ ଘରୋଇ ହିଂସା ନେଇ ଅଭିଯୋଗ କରିବାକୁ ଆସିଥିବା ଜଣେ ମହିଳା ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗଞ୍ଜାମ ଜିଲାର ଗୋପାଳପୁର ଥାନା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସଂପୃକ୍ତ ମହିଳାଙ୍କୁ ଉଦ୍ଧାର ପରେ ବ୍ରହ୍ମପୁର ମହାରାଜା…