Latest Odisha News

BREAKING NEWS

Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ…

ଭୁବନେଶ୍ବର:ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ଶପଥ ଗ୍ରହଣ କରିଛନ୍ତି । ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରସ୍ଥିତ ଲୋକଭବନର ନବନିର୍ମିତ ଅଭିଷେକ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ପଦ ଓ…

ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ

ଢେଙ୍କାନାଳ:ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣାର ଚିତ୍ର । ରାସ୍ତା ନଥିବାରୁ ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ । ଜଣେ ପ୍ରସୂତି ମହିଳା ଓ ତାଙ୍କ ସଦ୍ୟଜାତ ଶିଶୁକୁ ତାଙ୍କ ପରିବାର ଲୋକେ ଖଟିଆରେ ବୋହି ଦୀର୍ଘ ୪ କିଲୋମିଟର ନେଇଛନ୍ତି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା…

Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ…

ଭୁବନେଶ୍ୱର : ମା'ଙ୍କ ଆଗମନକୁ ନେଇ ଉତ୍ସବମୁଖର ପୁରପଲ୍ଲୀ । ମହାଶକ୍ତି ମା’ ଦୁର୍ଗାଙ୍କ ଆଗମନରେ ଗଗନପବନ ପ୍ରକମ୍ପିତ ।ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ହୋଇପଡ଼ିଛି ପରିବେଶ। ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା । ଆଜି ମଣ୍ଡପରେ ମାଆଙ୍କର ମହାସପ୍ତମୀ ପୂଜା ହୋଇଥିବାବେଳେ ପୀଠେ…

Gwalior Temple Tragedy:ମନ୍ଦିର କାନ୍ଥ ଭାଙ୍ଗି ଭିତରକୁ ପଶିଲା ଟ୍ରକ୍; ଚାପି ହୋଇ ୧୩ ଭକ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ:ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଶୀତଳା ମାତା ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯାଇଛି । ଖବର ଅନୁଯାୟୀ, ଏହି ଘଟଣାରେ ପ୍ରାୟ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ…

Chorbagan Sarbojanin Durga Pandal Stampede:ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି;ମୁଖ୍ୟମନ୍ତ୍ରୀଙ୍କ ଘୋଷଣା-ମୃତକଙ୍କ…

କୋଲକାତା: ଚୋରବାଗାନ ସାର୍ବଜନୀନ ଦୁର୍ଗା ପୂଜା ପାଣ୍ଡାଲରେ ଘଟିଥିବା ଦଳାଚକଟା ଘଟଣା ପରେ, ପୋଲିସ ଆୟୋଜକ ଏବଂ ଘରୋଇ ସୁରକ୍ଷା କର୍ମୀମାନଙ୍କୁ ହେପାଜତକୁ ନେଇଛି। ସପ୍ତମୀ ରାତିରେ ଘଟିଥିବା ଏହି ଦୁଃଖଦ ଘଟଣା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ କହିଛନ୍ତି ଯେ, ଏଥିରେ…

Stampede at Durga Puja pandal:ଦୁର୍ଗାପୂଜାରେ ଦଳାଚକଟା; ୧୭ ମୃତ, ୪୦ଆହତ

କୋଲକାତା: ଦୁର୍ଗା ପୂଜାର ସପ୍ତମୀ ସନ୍ଧ୍ୟାରେ କୋଲକାତାରେ ଏକ ବଡ ଅଘଟଣ ଘଟିଛି । ଉତ୍ତର କୋଲକାତାର ଚୋରବାଗାନ ସାର୍ବଜନୀନ ପୂଜା ପେଣ୍ଡାଲର ଏକ ଅଂଶ ଭିଡ଼ ଚାପରେ ଭୁଷୁଡ଼ି ପଡ଼ିଛି। ରିପୋର୍ଟ ଅନୁଯାୟୀ, ଏହି ଘଟଣା ପରେ ସେଠାରେ ଦଳାଚକଟା ପରି ପରିସ୍ଥିତି ସୃଷ୍ଟି ହୋଇଥିଲା, ଯେଉଁଥିରେ ୧୭…

ଗର୍ଭବତୀ ସାମ୍ବାଦିକାଙ୍କୁ ଧକ୍କା ମାମଲା: ତେଜିଲା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ: ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକା ଦୁର୍ବ୍ୟବହାର ଏବଂ ଠେଲାପେଲା କରିଥିବା ନେଇ ଦିଲ୍ଲୀ ଡିସିପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଜାତୀୟ ଗଣମାଧ୍ୟମର ସାମ୍ବାଦିକା ରିଚା ପରାଶର ନୂଆଦିଲ୍ଲୀ ଡିସିପିଙ୍କ ନିକଟରେ ଏହି ଅଭିଯୋଗ ଦାଖଲ କରି…

ଅନ୍ତର୍ଜାତୀୟ ବଡି ବିଲଡର ଜନ୍ମେଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ଜଣାଶୁଣା ଅନ୍ତର୍ଜାତୀୟ ବଡିବିଲଡର ଜନ୍ମେଜୟ ମହାନ୍ତିଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୦ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବର ସ୍ଥିତ ଘରେ ହୃଦଘାତରେ ପରଲୋକ ହୋଇଥିବା ସୂଚନା ରହିଛି। ଏସିଆନ୍ ଓ ଜାତୀୟ ବଡି ବିଲଡିଂ ଚାମ୍ପିଅନସିପ୍‌ରେ ଅନେକ ପଦକ…

ବର୍ଷା ଯୋଗୁଁ ପଞ୍ଚମ ଟି-୨୦ ବାତିଲ: ୨-୨ ରେ ବରାବର ରହିଲା ଭାରତ-ୱେଷ୍ଟଇଣ୍ଡିଜ ସିରିଜ୍

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ପଞ୍ଚମ  ତଥା ନିର୍ଣ୍ଣାୟକ ଟି-୨୦ ମ୍ୟାଚ୍ ବର୍ଷା ଯୋଗୁଁ  ବାତିଲ ହୋଇଯାଇଛି । ଏହି ମ୍ୟାଚ୍‌ର କୌଣସି ଫଳାଫଳ ନ ବାହାରିବାରୁ ୫ ମ୍ୟାଚ୍ ବିଶିଷ୍ଟ ଏହି ଟି-୨୦ ସିରିଜ୍ ୨-୨…