Latest Odisha News

BREAKING NEWS

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତର ଆଉ ଜଣେ ମହିଳା କ୍ରିକେଟରଙ୍କୁ କରୋନା

ମୁମ୍ବାଇ: ବର୍ମିଂହାମରେ ହେବାକୁ ରାଜ୍ୟଗୋଷ୍ଠୀ କ୍ରୀଡା ପୂର୍ବରୁ ଭାରତକୁ ଆଉ ଏକ ଝଟକା ଲାଗିଛି । ମହିଳା କ୍ରିକେଟ ଟିମର ଆଉ ଜଣେ ସଦସ୍ୟ କରୋନା ସଂକ୍ରମିତ ଥିବା ଜଣାପଡିଛି । ଫଳରେ ୨ ଖେଳାଳିଙ୍କ ଅନୁପସ୍ଥିତିରେ ଟିମର ଅନ୍ୟ ସଦସ୍ୟମାନେ ବର୍ମିଂହାମ ଯାଇଛନ୍ତି । ୨୯ ଜୁଲାଇରେ ଭାରତ ତାର…

ଆସନ୍ତା ଜନଗଣନା ହେବ ଡିଜିଟାଲ; ମୋବାଇଲ ଆପରେ ହେବ ତଥ୍ୟ ସଂଗ୍ରହ

ନୂଆଦିଲ୍ଲୀ: ଆଗାମୀ ଜନଗଣନା ଡିଜିଟାଲ ହେବ । ଆଉ କାଗଜ, କଲମ, ଖାତା ବହି ବ୍ୟବହାର ହେବନି । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଲୋକସଭା ପ୍ରଶ୍ନକାଳରେ ଏକ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଡିଜିଟାଲ ଜନଗଣନା ହେବ ବୋଲି…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ମୌସୁମୀ ଅଧିବେସନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ହଙ୍ଗାମା ।୧୧ଜଣ ରାଜ୍ୟସଭା ସାଂସଦଙ୍କୁ ନିଲମ୍ବନ କରାଯାଇଛି । ଦରଦାମ ବୃଦ୍ଧି, ବେରୋଜଗାରୀ, ଜିଏସଟି, ଓ ଯାଞ୍ଚ  ଏଜେନ୍ସି ଗୁଡିିକର କାର୍ଯ୍ୟପନ୍ଥାକୁ ନେଇ ସାଂସଦଙ୍କୁ  ୧ ସପ୍ତାହ ପାଇଁ ସଂସଦରୁ ନିଲମ୍ବନ କରିଦିଆଯାଇଛି । ଏହା ପୂର୍ବରୁ…

ଅଦ୍ଭୂତ ସଂଯୋଗ: ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ; ଗାର୍ଡ ଅଫ୍ ଅନର ନେତୃତ୍ୱ ନେଲେ ଓଡ଼ିଆ

ନୂଆଦିଲ୍ଲୀ: ସୋମବାର ପୁରା ଭାରତ ଜଣେ ମହିଳା ଆଦିବାସୀ ଓଡ଼ିଆଙ୍କୁ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଉତ୍ସବ ମନାଇଛି । ସେହି ମୁହୂର୍ତ୍ତରେ ଆଉ ଜଣେ ଓଡ଼ିଆ ଅଫିସରଙ୍କ ନେତୃତ୍ୱରେ ମାଡାମ୍ ପ୍ରେସିଡେଣ୍ଟଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସେ ହେଉଛନ୍ତି ଶିଖ୍ ରେଜିମେଣ୍ଟ ଷଷ୍ଠ…

ବାବୁସାନ୍-ପ୍ରକୃତି ବିବାଦ ମାମଲା । ପ୍ରକୃତିଙ୍କୁ ପୋଲିସର ଘଣ୍ଟାଏ ଜେରା

ଭୁବନେଶ୍ୱର : ଚେନ୍ନାଇରୁ ଫେରିବା ପରେ ପ୍ରକୃତିଙ୍କ ବୟାନ ପୋଲିସ ରେକର୍ଡ କରିଛି । ପୋଲିସକୁ ଯାହା ଉତ୍ତର ଦେବା କଥା ପ୍ରକୃତି  ଦେଇସାରିଛନ୍ତି ।  ଚେନ୍ନାଇରୁ ଫେରିବା ପରେ ବୟାନ ଦେବା ପାଇଁ ପୋଲିସ କହିଥିଲା । ତେଣୁ ଆଇନ୍ ତା ବାଟରେ ଯିବ ବୋଲି ଆଶା କରୁଛି । ପ୍ରକୃତିଙ୍କ ବିରୋଧରେ…

କାରଗିଲ ବିଜୟ ଦିବସ। ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ଦିଲ୍ଲୀ : କାରଗିଲ ବିଜୟ ଦିବସର ସ୍ମରଣୀୟ ଦିନକୁ ହୋଇଛି ୨୩ ବର୍ଷ । ମନେ ପଡିଯାଉଛି ସେହି ମହାଯୁଦ୍ଧର ପ୍ରତିଟି ଘଟଣା । ଦେଶର ଯବାନ୍ ଶତ୍ରୁକୁ ମାତ୍ ଦେଇ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଥିଲେ । ଦେଶମାତୃକାର ସେବାରେ ବୀରଗତି ପାଇଁ ଯୁଦ୍ଧଭୂମିକୁ ଲମ୍ଫ ଦେଉଥିଲେ ଯବାନ୍ । ସାରା ଦେଶ ଆଜି…

ପେଟିଏମ ବଦଳରେ ଟିମ ଇଣ୍ଡିଆର ଟାଇଟଲ ସ୍ପନଶର ହେବ ମାଷ୍ଟରକାର୍ଡ

ନୂଆଦିଲ୍ଲୀ: ସେପ୍ଟେମ୍ବରରେ ହେବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ କ୍ରିକେଟ ସିରିଜରେ ପେଟିଏମ ବଦଳରେ ମାଷ୍ଟରକାର୍ଡ ହେବ ଟିମ ଇଣ୍ଡିଆର ଟାଇଟଲ ସ୍ପନଶର । ପେଟିଏମ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡକୁ ତାର ରାଇଟ୍ସ ମାଷ୍ଟରକାର୍ଡକୁ ଦେବା ପାଇଁ ଅନୁରୋଧ କରିଥିଲା । ଯାହାକୁ ବିସିସିଆଇ…

ଷ୍ଟାର ଆଥଲେଟ ନୀରଜ ଖେଳିବେନି ରାଜ୍ୟଗୋଷ୍ଠୀ କ୍ରୀଡା

ନୂଆଦିଲ୍ଲୀ: ଭାରତର ଷ୍ଟାର ଆଥଲେଟ ତଥା ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଆଗାମୀ ରାଜ୍ୟଗୋଷ୍ଠୀ କ୍ରୀଡାରେ ଅଂଶଗ୍ରହଣ କରିବେ ନାହିଁ । ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ଐତିହାସିକ ରୌପ୍ୟ ପଦକ ଜିତିଥିବା ନୀରଜ ଆଘାତ ସମସ୍ୟା ଯୋଗୁ ଏହି ନିଷ୍ପତି ନେଇଛନ୍ତି…

ନୂଆପଡ଼ାରେ ବ୍ୟାପିଲା ଡାଇରିଆ : ଜଣଙ୍କର ମୃତ୍ୟୁ, ୧୦ରୁ ଅଧିକ ଗୁରୁତର

ନୂଆପଡ଼ା : କାଶୀପୁର ପରେ ନୂଆପଡ଼ାରେ ଡାଇରିଆ । କୋମନା ବ୍ଲକ ଜଟଗଡ଼ ଗାଁରେ ବଢ଼ିବାରେ ଲାଗିଛି ଡାଇରିଆ ରୋଗୀଙ୍କ ସଂଖ୍ୟା । ଝାଡ଼ାବାନ୍ତିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣରୁ ଅଧିକ ଗୁରୁତର ଥିବା ନେଇ ସିଡିଏମ୍ଓ ସୂଚନା ଦେଇଛନ୍ତି । ଗୁରୁତରମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ଝଡ ସୃଷ୍ଟି କଲା ଲଭଲିନାଙ୍କ ଟୁଇଟ, ମୁଣ୍ଡ ପୂରାଇଲା କ୍ରୀଡା ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ବର୍ମିଂହାମରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡା ପୂର୍ବରୁ ଅଲିମ୍ପିକ ପଦକ ବିଜେତା ମହିଳା ବକ୍ସର ଲଭଲିନା ବୋରଗାହନଙ୍କ ଟୁଇଟ ପରେ ଭାରତୀୟ କ୍ରୀଡା ମହଲରେ ହଇଚଇ ସୃଷ୍ଟି ହୋଇଛି । ପରିସ୍ଥିତି ଏପରି ହୋଇଛି ଯେ, ଆଇଓଏକୁ ମାମଲାରେ ହସ୍ତକ୍ଷେପ କରିବା ପାଇଁ କ୍ରୀଡା ମନ୍ତ୍ରଣାଳୟ…