Latest Odisha News

BREAKING NEWS

ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ: ସାଇ ଇଣ୍ଟରନାଶନାଲ ସ୍କୁଲର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ୱରର ସାଇ ଇଣ୍ଟରନାସନାଲସ୍କୁଲକୁ ଶତ ପ୍ରତିଶତ ସଫଳତା ମିଳିଛି। ଉଭୟ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ ସମସ୍ତେ ପ୍ରଥମ ଶ୍ରେଣୀ ଯୋଗ୍ଯତା ହାସଲକରିଛନ୍ତି।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ କ୍ରସ ଭୋଟିଂକୁ ନେଇ ଚର୍ଚ୍ଚା ଚାଲିଛି । ୧୭ ଜଣ ସାଂସଦ ଓ ବିରୋଧୀ ଦଳର ପ୍ରାୟ ୧୨୫ ବିଧାୟକ ଏନଡିଏ ପ୍ରାର୍ଥୀଙ୍କ ସପକ୍ଷରେ କ୍ରସ ଭୋଟିଂ କରିଛନ୍ତି । ଏପରିକି ୧୪୦ ଆସନ ବିଶିଷ୍ଟ କେରଳ ବିଧାନସଭାରେ ଏନଡିଏର କୌଣସି ଜଣେ ବିଧାୟକ…

ଶେଷରେ ଗୋଟିଏ କଥାରେ ରାଜି ହେଲେ ଦୁଇ ଶତ୍ରୁ ଦେଶ ରୁଷିଆ, ୟୁକ୍ରେନ

ମସ୍କୋ: ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଶେଷ ହେବାର ନାମ ଧରୁ ନାହିଁ । ୫ମାସ ହେବ କ୍ରମାଗତ ଯୁଦ୍ଧ ଯୋଗୁ ଉଭୟ ଦେଶ ସମେତ ବିଶ୍ୱରେ ଆର୍ଥୀକ ମାନ୍ଦାବସ୍ତା ଲାଗି ରହିଛି । ୟୁନାଇଟେଡ ନେଶନର ମଧ୍ୟସ୍ଥତା ଯୋଗୁ ଶେଷରେ ଉଭୟ ଦେଶ ଗୋଟିଏ କଥାରେ ରାଜି ହୋଇଛନ୍ତି । ବ୍ଲାକ ସି ମଧ୍ୟ ଦେଇ ଖାଦ୍ୟ…

ହଂକଂରେ ନୀରବ ମୋଦିଙ୍କ ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ନିଜେ ବିଛାଇଥିବା ଅପରାଧ ଜାଲରେ ଫସିଫସି ଯାଉଛନ୍ତି ନୀରବ ମୋଦି । ଶୁକ୍ରବାର ହଂଗକଂଗରୁ ନୀରବଙ୍କ ୨୫୩.୬୨ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି । ଏନେଇ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି । ନୀରବ ଏବେ ଲଣ୍ଡନ ଜେଲରେ ବନ୍ଦୀ…

ବିଇଡି ପରୀକ୍ଷା ନାଁରେ ୪୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଠକିଦେଲେ ଏଜେଣ୍ଟ

ଯାଜପୁର: ଏଜେଣ୍ଟଙ୍କ ଜରିଆରେ ନାମଲେଖା । ଏଜେଣ୍ଟଙ୍କ ଜରିଆରେ ପରୀକ୍ଷା । ଆନ୍ଧ୍ର ୟୁନିଭରସିଟିରେ ବିଇଡି ନାମଲେଖା ଓ ପରୀକ୍ଷା ନାଁରେ ଠକେଇ ହୋଇଥିବା ଅଭିଯୋଗ ହୋଇଛି । ଅଭିଜିତ ନାମକ ଜଣେ ଏଜେଣ୍ଟ ୪୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ବିଇଡି ଆଡମିଶନ ଲାଗି ସାର୍ଟିଫିକେଟ୍ ସହ ୨୦ ହଜାର ଲେଖାଏ…

[ଦେଖନ୍ତୁ ଭିଡିଓ] OTTରେ ଧମାଲ କରୁଛନ୍ତି ୯୦ ଦଶକର ବିଉଟି ଡ଼ିଭା

ଦିଲ୍ଲୀ  : ବିଉଟି ବଲିଉଡ଼୍ ଡ଼ିଭ।। ୯୦ ଦଶକରେ ବଲିଉଡ଼ରେ ରାଜ କରୁଥିବା ବେଳେ ଏବେ ବି ସେମାନଙ୍କ ଦବଦବା କମ୍ ନାହିଁ । ନିଜ ଅଭିନୟ ଯାଦୁରେ ଦର୍ଶକଙ୍କୁ ମତୁଆଲା କରିଥିବା ଏହି ସେନସେସନ କୁଇନ୍ ଏବେ ଫିଲ୍ମ ଦୁନିଆ ସହ ଓଟିଟି ରେ ଧମାଲ ମଚାଉଛନ୍ତି । ନୂଆ ଆକ୍ଟ୍ରେସଙ୍କ ଏଣ୍ଟ୍ରି ପରେ ଏମାନଙ୍କ…

ଭୟ ଗ୍ରାସିଲା ସଲମାନଙ୍କୁ, ଅସ୍ତ୍ର ରଖିବାକୁ ମୁମ୍ବାଇ ପୋଲିସକୁ ମାଗିଲେ ଲାଇସେନ୍ସ

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଅଭିନେତା ସଲମାନ ଖାଁଙ୍କୁ ବାରମ୍ବାର ହତ୍ୟା ଧମକ ମିଳୁଛି । ସିଦ୍ଧୁ ମୁସେୱାଲ ହତ୍ୟାକାଣ୍ଡ ପରେ ସେ ଭୟଭୀତ ହୋଇ ପଡିଥିବା ଅନୁମାନ କରାଯାଉଥିଲା । ଏବେ ଏହା ପ୍ରମାଣିତ ହୋଇଛି । ଆଜି ସେ ତାଙ୍କ ନିଜ ଜୀବନ ପ୍ରତି ବିପଦ ଅଛି ଦର୍ଶାଇ ସୁରକ୍ଷା ପାଇଁ ମୁମ୍ବାଇ…

ବିବାହ ଆଗରୁ ପ୍ରେମିକାକୁ ବିଷ ଖୁଆଇଦେଲେ ପ୍ରେମିକ; ମୃତ୍ୟୁ ଆଗରୁ ପ୍ରେମିକାଙ୍କ ବୟାନ ରେକର୍ଡ

ଡେଲାଙ୍ଗ: ବଙ୍କିଲ ଅଞ୍ଚଳର ଜଣେ ଯୁବତୀ ପ୍ରେମିକ ମୁଣ୍ଡରେ ଦୋଷ ଲଦି ପ୍ରାଣ ତ୍ୟାଗ କରିଛନ୍ତି । କହିଲେ, କଥା ହେବାକୁ ଡାକି ଜବରଦସ୍ତି ବିଷ ଖୁଆଇଦେଲେ । ଗତ ୧୨ ତାରିଖରେ ମୃତ୍ୟୁ ପୂର୍ବରୁ ହସ୍ପିଟାଲରେ ଭର୍ତ୍ତି ସମୟରେ ଏଭଳି ସାଂଘାତିକ ବୟାନ ଦେଇଛନ୍ତି ଯୁବତୀ । ଗତ ୧୫ ତାରିଖରେ…

କଙ୍ଗନାଙ୍କ ଏର୍ମଜେନ୍ସିରେ ଜୟପ୍ରକାଶ ନାରାୟଣ ହେବେ ଅନୁପମ

ମୁମ୍ବାଇ: ବଲିଉଡ କୁଇନ ଭାବେ ପରିଚିତ କଙ୍ଗନା ରାନାୱତ ତାଙ୍କର ଆଗାମୀ ଫିଲ୍ମ ଏର୍ମଜେନ୍ସି ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକା କରିବାକୁ ଯାଉଥିବା ବେଳେ ଫିଲ୍ମର ନିର୍ଦ୍ଦେଶନା ମଧ୍ୟ ନିଜେ ଦେବେ । ଇତି ମଧ୍ୟରେ…

ହିଞ୍ଜିଳିକାଟୁ ତହସିଲରେ ଲାଞ୍ଚ କାରବାର; ବରିଷ୍ଠ ରାଜସ୍ୱ ସହାୟକ ଗିରଫ

ବ୍ରହ୍ମପୁର: ଜମି ବିବାଦ ସମାଧାନ କରି ପଟ୍ଟା କରାଇଦେବା ପାଇଁ ଲାଞ୍ଚ ନେଉଥିବା ବରିଷ୍ଠ ରାଜସ୍ୱ ସହାୟକ ଗିରଫ ହୋଇଛନ୍ତି । ହିଞ୍ଜିଳିକାଟୁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଜଣେ ପୂର୍ବତନ ସେନା କର୍ମଚାରୀଙ୍କୁ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ୟୁନିଟ ତାଙ୍କୁ…