Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ମନ୍ଦିରରୁ ଚୋରି ବେଳେ ସିସିଟିଭିରେ କଏଦ ହେଲା ଲୁଟ୍ ଚିତ୍ର

ଢେଙ୍କାନାଳ : ବିଳମ୍ବିତ ରାତିରେ ମନ୍ଦିରରୁ ଚୋରି। ଚୋରି ମନ୍ଦିର ଭିତରୁ ଚୋରି କରିନେଇଥିବା ବେଳେ ସିସିଟିଭି କ୍ୟାମେରାରେ ଧରାପଡ଼ିଛି। ଘଟଣା ଘଟିଛି ଢେଙ୍କାନାଳ ପରଜଙ୍ଗ ସାଆନ୍ଦା ଅଞ୍ଚଳରେ। ସେଠାରେ ଥିବା କିଛି ମନ୍ଦିରରୁ ଲଗାତର ଭାବେ ଲୁଟେରା ଲୁଟି ନେଇଛନ୍ତି ଠାକୁରଙ୍କ ମୂର୍ତ୍ତି ସହ ପୂଜା…

ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗରେ ଗୃହ ସରଗରମ : ପ୍ରସଙ୍ଗ ଉଠାଇଲେ ବିରୋଧୀଦଳ ମୁଖ୍ୟ ସଚେତକ

 ଭୁବନେଶ୍ୱର: ଗୃହରେ ଉଠିଲା ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗ । ଆଜି ବିଧାନସଭାରେ ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗ ଉଠିଛି । ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଏହି ପ୍ରସଙ୍ଗ ଉଠାଇଛନ୍ତି । ଜୟପୁରର ବିଭିନ୍ନ ସ୍କୁଲରେ ଦୁର୍ନୀତି ଅଭିଯୋଗ…

[ଦେଖନ୍ତୁ ଭିଡିଓ] ନାଗୁଣୀର ମାତୃ ସ୍ନେହ: ଛୁଆଙ୍କୁ ସୁରକ୍ଷିତ ରଖି ଭୋକରେ ଜୀବନ ହାରିଲା

କଟକ : ଟାଙ୍କି ଭିତରୁ ଉଦ୍ଧାର ହେଲା ନାଗ ସାପ ଛୁଆ ।  କଟକ ଜିଲ୍ଲା ବାଙ୍କୀ  ଦୋଳଣାପୁରର ଲକ୍ଷ୍ମୀଧର ପରିଡାଙ୍କ ଘରେ ଟାଙ୍କି ମରାମତି କରାଯିବା ବେଳେ କିଛି ନାଗ ସାପ ଛୁଆ ଓ ଅଣ୍ଡା ଉଦ୍ଧାର ହୋଇଛି । ତାସହିତ ସେଠାରେ ଏକ ବଡ଼ ନାଗ ସାପ ମରିପଡ଼ିଥିବା ଦେଖିବାକୁ ମିଳିଥିଲା । ତେବେ ଘଟଣା ନେଇ …

ରାଞ୍ଚିରେ ଗାଡ଼ି ମଡ଼ାଇ ମହିଳା SIଙ୍କୁ ହତ୍ୟା

ରାଞ୍ଚି :  ରାଞ୍ଚିରେ ଘଟିଛି ଅଘଟଣ। ଜଣେ ମମହିଳା ପୋଲିସ ଅଧିକାରୀଙ୍କୁ କିଛି ଦୁର୍ବୃତ୍ତ ବିଚ୍ ରାସ୍ତା ଉପରେ କରିଛନ୍ତି ହତ୍ୟା। ଗାଡି ଚେକିଂ କରୁଥିବା ସମୟରେ ତାଙ୍କୁ ହତ୍ୟା କରାଯାଇଛି।  ଚେକିଂ ସମୟରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ମହିଳା ଅଧିକାରୀଙ୍କ ଉପରେ ଗାଡି ଚଢାଇ ମାରିଦେଇଛନ୍ତି ।…

ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ। ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ

 ଭୁବନେଶ୍ୱର :  ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ଆଜିଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ଓଡ଼ିଶା ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆଜିଠୁ ଆବେଦନ କରିପାରିବେ । ଆଜି ଦିନ ୧୧ଟା ରେ www.samsodisha.gov.in ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ।  ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ…

ରାଜ୍ୟ‌ରେ ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ଅପେକ୍ଷା ରାଜ୍ୟ‌ରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ…

ଗଳ୍ପ : ଅସହାୟ

ପ୍ରସେନଜିତ ସେଠୀ ସଜ ସଜ ମୌସୁମୀର ଆଗମନ ହୋଇଥାଏ। ପ୍ରଚଣ୍ଡ ଉତ୍ତାପରୁ ସାମାନ୍ୟ ମୁକ୍ତି ମିଳିଥାଏ। ଶୀତଳ ଦକ୍ଷିଣା ପବନର ସ୍ପର୍ଶରେ ଆଖିରେ ନିଦ ମାଡ଼ି ଆସୁଥାଏ। ସବୁଦିନ ପରି ବିଜୟ ବାବୁ ଆଇ.ଆଇ.ସି ଚୌକିରେ ବସି ମାନସ ମନ୍ଥନ କରୁଥାନ୍ତି। ଜମିବାଡ଼ି ବିବାଦକୁ ନେଇ ନିଜ ବଡ଼ ଭାଇ ସହ…

୩ ଦିନରେ ଅବସର ନେଲେଣି ୪ ଷ୍ଟାର କ୍ରିକେଟ ଖେଳାଳି

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟରୁ ୩ ଦିନରେ ଭିନ୍ନ ଭିନ୍ନ ଫର୍ମାଟରୁ ୪ ଷ୍ଟାର ଖେଳାଳି ନେଲେଣି ଅବସର । ସବୁଠାରୁ ବଡ କଥା ଏହି ୪ଜଣ ଖେଳାଳି ନିଜ ଦେଶ ପକ୍ଷରୁ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଏମାନେ ହେଲେ ବେନ ଷ୍ଟୋକ୍ସ, ତାମିମ ଇକବାଲ, ଲେଣ୍ଡଲ ସିମନ୍ସ ଓ ଦିନେଶ ରାମଦୀନ ।…

ବଡ ଭାଇର ମୃତ୍ୟୁ ଖବର ଶୁଣିବା ମାତ୍ରେ ଚାଲିଗଲା ସାନର ଜୀବନ

ମୈନପୁରୀ: ଆଗ୍ରାର ମୈନପୁରୀରେ ଏ ଭଳି ଏକ ଦୁଃଖଦ ଘଟଣା ଘଟିଛି ଯାହାକି ସମ୍ପୂର୍ଣ୍ଣ ଅଂଚଳରେ ଶୋକର ଛାୟା ଖେଳାଇ ଦେଇଛି । ମୋହନପୁର ରୁରିୟା ଅଂଚଳର ଦୁଇ ଭାଇ ଅନାର ସିଂ ପାଲ (୮୫) ଓ ତେଜ ସିଂ ପାଲ(୮୩)ଙ୍କ ସ୍ନେହ ସମ୍ପର୍କ ସାରା ଅଂଚଳରେ ଚର୍ଚ୍ଚାର କାରଣ ସାଜିଥାଏ । ଦୁଇ ପରିବାର ସୁଖ…

ସ୍ତ୍ରୀକୁ ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇ ରୋଷେଇ ଘରେ ଲୁଚିଥିଲା ସ୍ୱାମୀ !

ନବରଙ୍ଗପୁର: ପୋଲିସକୁ ଗୋଡ଼ାଉଛନ୍ତି ଗାଁ ଲୋକ । ପୋଲିସ ଗାଡ଼ିକୁ ବା ଛାଡ଼ୁ ନାହାନ୍ତି ସମ୍ପର୍କୀୟ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଝରିଗୁଡା ଗାଁରେ ବଦ୍ରିକା ପନକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ଉତ୍ତେଜନା । ସୁଶୀଲ ନାଗ ତାଙ୍କ ସ୍ତ୍ରୀ ବଦ୍ରିକାଙ୍କୁ ହତ୍ୟା ପରେ…