Latest Odisha News

BREAKING NEWS

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ୨୦୨୨ ଆଇଟି ପଲିସିକୁ କ୍ୟାବିନେଟ ଅନୁମୋଦନ କରିଛି । ଏଥିସହ ଖୋର୍ଦ୍ଧା ବରୁଣେଇପେ ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ମାଗଣାରେ ୯ ଏକର ୬୫୮ ଡିସିମିଲ୍ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି…

[ଦେଖନ୍ତୁ ଭିଡିଓ] ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇପଡ଼ିଛି ସରକାରୀ କୋଠା

ଜଗତସିଂହପୁର : ଜଗତସିଂହପୁରରେ ଅବହେଳିତ ହୋଇପଡ଼ିଛି ସରକାରୀ କୋଠା ।  ଅବହେଳିତ ହୋଇପଡ଼ିଛି ସରକାରୀ ପ୍ରକଳ୍ପ । ଖାଲି ସେତିକିନୁହେଁ ପ୍ରକଳ୍ପ ସହ ସରକାରୀ କାର୍ଯ୍ୟାଳୟ ଓ କଲ୍ୟାଣମଣ୍ଡପ ଗୁଡିକ ପାଲଟିଛି ଭୂତକୋଠା। ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇପଡ଼ିରହିଛି ଜନସାଧାରଣଙ୍କ ପାଇଁ…

ନୁପୂରଙ୍କୁ ମାରିବା ପାଇଁ ୧୧ ଇଂଚର ଛୁରୀ ଧରି ପାକିସ୍ତାନରୁ ଆସିଥିଲା ଆତତାୟୀ

ନୂଆଦିଲ୍ଲୀ: ଶ୍ରୀଗଙ୍ଗାନଗର ଜିଲା ନିକଟରେ ଥିବା ହିନ୍ଦୁମଲକୋଟ ବର୍ଡର ନିକଟରେ ବର୍ଡର ସିକ୍ୟୁରିଟି ଫୋର୍ସ ଜଣେ ଆତତାୟୀକୁ ଧରିଛି । ଆନ୍ତର୍ଜାତୀୟ ବର୍ଡର ଡେଇଁ ସେ ଭାରତରେ ପଶିବା ପାଇଁ ଉଦ୍ୟମ କରୁଥିଲା । ପ୍ରାରମ୍ଭିକ ତଦନ୍ତରେ ସେ ବିଜେପିର ପୂର୍ବତନ ପ୍ରବକ୍ତା ନୁପୂର ଶର୍ମାଙ୍କୁ ମାରିବା…

ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା

ହାଙ୍ଗଝୁ: ଚୀନର ହାଙ୍ଗଝୁରେ ହେବାକୁ ଥିବା ଏସିଆନ ଗେମ୍ସର ନୂତନ ତାରିଖ ଘୋଷଣା କରାଯାଇଛି । ଏଥର ଏହା ଆସନ୍ତା ବର୍ଷ ୨୩ ସେପ୍ଟମ୍ବରରୁ ୮ ଅକ୍ଟୋବର ପର୍ଯ୍ୟନ୍ତ ଆୟୋଜିତ ହେବ ବୋଲି ଅଲିମ୍ପିକ କାଉନସିଲ ଅଫ ଏସିଆ ପକ୍ଷରୁ ବିଧିବଦ୍ଧ ଭାବେ ଜଣାଇ ଦିଆଯାଇଛି । ପୂର୍ବରୁ ଏହା ଚଳିତ ବର୍ଷ ୧୦ରୁ ୨୫…

[ଦେଖନ୍ତୁ ଭିଡିଓ] ମୁକୁଳା ପଡ଼ିଛି ଦୁର୍ବଳ ନଦୀ ବନ୍ଧ। ଆତଙ୍କିତ ନଦୀକୂଳିଆ ଗାଁର ଲୋକେ

ଯାଜପୁର  : ବର୍ଷା ଆରମ୍ଭ ହୋଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଦୁର୍ବଳ ନଦୀ ବନ୍ଧ ଗୁଡିକ ମରାମତି ହୋଇନି। ଫଳରେ ବନ୍ୟା ଆସିଲେ ନଦୀକୂଳିଆ ଲୋକେ ସର୍ବାଧିକ କ୍ଷତିଗ୍ରସ୍ତ ହେବେ। ଏ ହେଉଛି ବିଂଝାରପୁର ବ୍ଲକ ଚନ୍ଦ୍ରମୁଁ ପଂଚାୟତ, ବାଣପୁର ଅଂଚଳ ର ଦୃଶ୍ୟ। ଯେଉଁଠି ମରାମତି ଅଭାବରୁ ନଦୀ ବନ୍ଧ ଗୁଡିକ…

କାଶୀପୁରରେ ଡାଇରିଆ ଆତଙ୍କ। ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକ ସଂଖ୍ୟା ୮ରେ ପହଞ୍ଚିଲା

ରାୟଗଡ଼ା : କାଶୀପୁରରେ ଡାଇରିଆ ଆତଙ୍କ। ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ମୃତକ ଜଣକ ହେଉଛନ୍ତି ତୋଟାଗୁଡା ଗାଁର ୪୮ବର୍ଷୀୟ ଭାମୁନି ମାଝୀ । ପୂର୍ବରୁ କାଶୀପୁର ବ୍ଲକରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଜଣଙ୍କୁ ମିଶାଇ ଏବେ ମୃତ୍ୟୁସଂଖ୍ୟା ୮ରେ ପହଂଚିଲା । କାଶୀପୁରରେ ହଇଜା…

[ଦେଖନ୍ତୁ ଭିଡିଓ] ଦୁର୍ଗମ ଅଞ୍ଚଳରେ ଜନ୍ତୁ ଆତଙ୍କ। ଗାଁରେ ବିଦ୍ୟାଳୟ ଦାବି

ଢେଙ୍କାନାଳ : ଗାଁରେ ନାହିଁ ସ୍କୁଲ । ବଣ ପାହାଡ ଘେରା ଅଞ୍ଚଳ। ତା ସାଙ୍ଗକୁ ଜଙ୍ଗଲ ରାସ୍ତା ଅତିକ୍ରମ କରି ପାଠ ପଢିବାକୁ ଯାଉଛନ୍ତି କୁନି କୁନି ପିଲା ମାନେ। ଘଞ୍ଚ ଜଙ୍ଗଲ ସାଙ୍ଗକୁ ଜଙ୍ଗଲୀ ଜନ୍ତୁ ଆତଙ୍କ। ଆଉ ଏଥିରୁ ବାଦ୍ ପଡ଼ୁନାହାନ୍ତି ହାତୀ ପଲ। ଜୀବନକୁ ପାଣି ଛଡାଇ ବିଦ୍ୟାଳୟକୁ ଯାଉଥିବା…

[ଦେଖନ୍ତୁ ଭିଡିଓ] କରୋନା ସଂକ୍ରମଣ ବଢୁଥିବାରୁ ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ମାସ୍କ ବାଧ୍ୟତାମୂଳକ । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ସହରରେ ମାସ୍କ ବାଧ୍ୟତାମୂଳକ କରାଯାଇଥିଲା। ଆଜି ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । କରୋନା କଟକଣା ମାନିବାକୁ ବ୍ରହ୍ମପୁର ମହାନଗର ନିଗମ…

୨୦ ମିନିଟ ସମୟ ଦିଅ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି

ମୁମ୍ବାଇ: ଇଂଲଣ୍ଡ ବିପକ୍ଷ ଦିନିକିଆ କ୍ରିକେଟ ସିରିଜରେ ଭାରତ ବିଜୟୀ ହୋଇଥିଲେ ମଧ୍ୟ ଏବେ ବି ବିରାଟ କୋହଲିଙ୍କ ଫର୍ମ ଚିନ୍ତାର କାରଣ ସାଜିଛି । ଏହି ଅବସରରେ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି ମୋତେ ୨୦ ମିନିଟ ସମୟ ଦିଅ ମୁଁ କୋହଲିଙ୍କୁ ଫର୍ମକୁ ଫେରାଇ ଆଣିବି । ଅଫ ଷ୍ଟମ୍ପ…

ଫିଲ୍ମମେକର ମଣି ରତ୍ନମ ଅସୁସ୍ଥ, ଡାକ୍ତରଖାନାରେ ଭର୍ତି

ମାଡ୍ରାସ: ପ୍ରତିଷ୍ଠିତ ଫିଲ୍ମମେକର ମଣି ରତ୍ନମ ହଠାତ ଗୁରୁତର ଭାବେ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି । ସେଠାରେ ଟେଷ୍ଟ ପରେ ତାଙ୍କୁ କୋଭିଡ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି । ତାଙ୍କ ପତ୍ନୀ ସୁହାସିନୀ ମଣି ରତ୍ନମ ଏହି ସୂଚନା ଦେଇଛନ୍ତି । ମଣି ରତ୍ନମ ଏବେ…