Latest Odisha News

BREAKING NEWS

ଦିନିକିଆ କ୍ରିକେଟକୁ ଅଲବିଦା କହିଲେ ବେନ ଷ୍ଟୋକ୍ସ

ଲଣ୍ଡନ: ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ସେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ମ୍ୟାଚ ପରେ ଆଉ ଏହି ଫର୍ମାଟରେ ଖେଳିବେନି । ୩୧ ବର୍ଷୀୟ ଷ୍ଟୋକ୍ସ ୨୦୧୧ରେ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିଥିଲେ ।…

[ଦେଖନ୍ତୁ ଭିଡିଓ] ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରି ଓଡ଼ିଆ ମୁଭି ‘ଦମନ’ର ରିଲିଜ୍ ତାରିଖ ଘୋଷଣା।

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର । ହାତରେ ପାଣି ଭାର ନେଇ ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିଛନ୍ତି ଓଡ଼ିଆ ଅଭିନେତା ବାବୁସାନ୍। ନିଜର ଫିଲ୍ମ ଦମନର ସବୁ କ୍ରିଉ ମେମ୍ବରଙ୍କ ସହ ଏକାଠି ହୋଇ ବାବା ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିବା ସହ ଆଶୀର୍ବାଦ ନେଇଛନ୍ତି। ହାତରେ…

ବିଧାନସଭାରେ ଜିଏସ୍‌ଟି ତାତି, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର :   ବିଧାନସଭାରେ ଜିଏସ୍‌ଟି ତାତି। ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ। ଏହାପରେ ଗୃହକୁ ପ୍ରଥମେ ୧୦ମିନିଟ୍ ଓ ପରେ ଅପରାହ୍ନ ୪ଟା ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି। ପ୍ରଶ୍ନକାଳରେ…

[ଦେଖନ୍ତୁ ଭିଡିଓ] ଶ୍ରାବଣ ପ୍ରଥମ ସୋମବାରରେ ଅଷ୍ଟଶମ୍ଭୁଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୁବର୍ଣ୍ଣପୁର  : ଶ୍ରାବଣର ପ୍ରଥମ ସୋମବାର  ।  ସୁବର୍ଣ୍ଣପୁର ସହର ଆଜି ଉତ୍ସବମୂଖର ହୋଇ ଉଠିଛି । ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ ଶ୍ରାବଣ ମାସରେ ଅଷ୍ଟସମ୍ଭୁଙ୍କ ଏହି ସହର ଖାଁ ଖାଁ ଲାଗୁଥିବା ବେଳେ ଚଳିତ ବର୍ଷ କଟକଣା କହୋଳ ହୋଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ…

ମୋବାଇଲରେ ପ୍ରେମରୁ ମର୍ଡର, ପଥରରେ ଛେଚି ପ୍ରେମିକାକୁ ହତ୍ୟା କଲା ପ୍ରେମିକ

ଜି.ଉଦୟଗିରି: ମୋବାଇଲରୁ ପ୍ରେମ, ତା'ପରେ ଦୁଷ୍କର୍ମ କରି ହତ୍ୟା । ଏଭଳି ଏକ ଚାଞ୍ଚଲ୍ୟକର ହତ୍ୟା ମାମଲାରେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପୋଲିସକୁ ସଫଳତା ମିଳିଛି । ପୋଲିସ ଅଭିଯୁକ୍ତ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ପଙ୍କଜ ଦିଗାଲ ପୂର୍ବରୁ ସ୍ତ୍ରୀକୁ ହତ୍ୟା…

ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଜାରି । ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି ରହିଛି । ସଂସଦ ଭବନରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୋଟ୍ ଦେଇଛନ୍ତି । ଏଥି ସହିତ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଭୋଟ୍ ଦେଇଛନ୍ତି । ସେହିଭଳି, ଦେଶର ବିଭିନ୍ନ ରାଜ୍ୟର ବିଧାନସଭାରେ ମଧ୍ୟ ରାଷ୍ଟ୍ରପତି ନିର୍ବାଚନ…

ରାୟଗଡା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ। ସ୍ଥିତି ପରିଖିବାକୁ ପହଞ୍ଚିଲେ RMRC ଟିମ୍

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଛି ଡାଇରିଆ ।  ୭ ଜଣ ମୃତ ଏବଂ ୭0ରୁ ଉର୍ଦ୍ଧ ଆକ୍ରାନ୍ତ ପରେ ସ୍ଥିତି ପରିଖିବା ପାଇଁ ଟିକିରିରେ ପହଞ୍ଚିଲେ RMRC ର ବିଶେଷଜ୍ଞ ଦଳ ।   ବର୍ତ୍ତମାନ ସୁଦ୍ଧା ଏଥିରେ ୭୦ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା…

ଶ୍ରାବଣ ସୋମବାର, ଜଳାଭିଷେକ ଲାଗି ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଆଠଗଡ଼  : ଶ୍ରାବଣ ମାସର ପ୍ରଥମ ସୋମବାର ପାଇଁ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ । ୨ ବର୍ଷର କୋଭିଡ କଟକଣା ପରେ ବାବା ଧବଳେଶ୍ୱରଙ୍କ ପୀଠରେ କାଉଡ଼ିଆଙ୍କୁ ଜଳ ଲାଗି କରିବାର ସୁଯୋଗ ମିଳିଛି । ବାବା ଧବଳେଶ୍ବର ପୀଠରେ ଭୋର ୩ ଟାରୁ ମନ୍ଦିର ଫିଟାଯାଇ ଦର୍ଶନ ଓ ଜଳଲାଗି…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ…

ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ

ସମ୍ବଲପୁର :  ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…