Latest Odisha News

BREAKING NEWS

ବୁମରାହ ହେଲେ ଏକ ନମ୍ବର

ଲଣ୍ଡନ: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିଜୟରେ ହୀରୋ ସାଜିଥିବା ଯଶପ୍ରୀତ ବୁମରାହଙ୍କ ର‌୍ୟାଙ୍କିଙ୍ଗରେ ଉନ୍ନତି ଘଟିଛି । ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ ର‌୍ୟାଙ୍କିଙ୍ଗରେ ବୁମରାହ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି । ୧୯ ରନରେ ୬ ୱିକେଟ ହାସଲ କରିଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ବେଗୁନିଆ ବ୍ଲକ୍ ଜେଇ; ଗିରଫ କଲା ଭିଜିଲାନ୍ସ

ବେଗୁନିଆ: ବେଗୁନିଆ ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ) ସଂଘମିତ୍ରା ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍ କରେଇଦେବା ପାଇଁ ସଂଘମିତ୍ରା ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପୂର୍ବ ସୂଚନା ମୁତାବକ…

ଆଦିବାସୀ ମହିଳାଙ୍କୁ ଏସଡିପିଓ ମାଡ଼ ମାରିବା ଘଟଣାର ତଦନ୍ତ କରିବ କ୍ରାଇମ ବ୍ରାଞ୍ଚ

ଭୁବନେଶ୍ୱର: ଚିତ୍ରକୋଣ୍ଡାରେ ଆଦିବାସୀ ମହିଳାଙ୍କୁ ଏସଡିପିଓ ମାଡ଼ ମାରିବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି । ବିରୋଧୀଙ୍କ ହୋ-ହଲ୍ଲା ପରେ ମନ୍ତ୍ରୀ କ୍ରାଇମ ବ୍ରାଞ୍ଚ ତଦନ୍ତ କରିବା କଥା କହିଛନ୍ତି…

ବାଲେଶ୍ୱରରେ ହେବ ବ୍ୟାଙ୍କ ନୋଟ୍ କାଗଜ କଳ; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଏନପିଏମ ଅଧିକାରୀ

ବାଲେଶ୍ୱର: ଓଡ଼ିଶାରେ ହେବ ବ୍ୟାଙ୍କ ନୋଟ୍ କାଗଜ କଳ । ବ୍ୟାଙ୍କ ନୋଟ୍ ପେପର ମିଲ୍ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଏସ. ଥଲିକେରାପ୍ପା  ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ବାଲେଶ୍ୱରରେ ହେବାକୁ ଥିବା ଏହି ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା…

ଗୃହରେ SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ । ସର୍ବଦଳୀୟ ବୈଠକରେ ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ ଉଠିଥିଲା । ଉଭୟ ବିରୋଧୀ ବିଜେପି…

ଲାଞ୍ଚ ନେବା ବେଳେ ଧରା ପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଲାଞ୍ଚ ନେବା ବେଳେ ଟଙ୍କା ସହ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁଙ୍କୁ ଧରିଛି ଭିଜିଲାନ୍ସ । ଜଣେ ଠିକାଦାରାଙ୍କ ବକେୟା ବିଲ୍ ପାସ୍ ପାଇଁ ଲାଞ୍ଚ ମାଗିଥିଲେ କନିଷ୍ଠ ଯନ୍ତ୍ରୀ ।…

କବିତା : ନିର୍ଜନ ତରୁଣୀ

✍? ତେଜସ୍ୱିନୀ ପଣ୍ଡା ଇସ୍ ! ପୃଥିବୀ ଆଜି ଶ୍ମଶାନ, ସାଗର ଆଜି ଶୂନ୍‌ଶାନ୍, ଘଞ୍ଚ କାନନରେ ଶ୍ଵାପଦକୁଳର ସମାଚାର । ରକ୍ଷା.. ରକ୍ଷା ଏ ମନୁଷ୍ୟ ଜଗତକୁ.. ସବୁ ମଝିରେ ଭେଦି ଯାଉଥିବା ମୁଁ ଗୋଟେ ନିର୍ବାସିତା ତରୁଣୀ । କେବେ ନିର୍ଜନରେ ବସି ଦେଖେ ସାମାଜିକ ହିଂସାର କାଳାନଳ ତ…

ଏଟିଏମ ଟଙ୍କା ଗାଡ଼ି ସହ ଫେରାର୍ ମାମଲାରେ ଡ୍ରାଇଭର ସହ ଆଉ ୪ ଜଣ ଗିରଫ

ନୂଆପଡ଼ା: ଏଟିଏମ୍ ଟଙ୍କା ଗାଡ଼ି ନେଇ ଫେରାର୍ ଘଟଣାର ପର୍ଦ୍ଦାଫାସ୍ କରିଛି ଖଡ଼ିଆଳ ପୋଲିସ । ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସହ ଆଉ ୪ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତ ମାନଙ୍କ ଠାରୁ ୫୫ ଲକ୍ଷ ୭୬ ହଜାର ୬୫୦ ଟଙ୍କା ଜବତ କରାଯାଇଛି । ଲୁଟରେ ବ୍ୟବହୃତ କାର, ଅଟୋରିକ୍ସା, ବାଇକ୍ ସହ…

ବାଇକରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଦୁଇ ଯୁବକ

ଗୋଳାମୁଣ୍ଡା: ବାଇକରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଦୁଇ ଯୁବକ । କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ପୋଲିସ ଦ୍ୱାରା ଉଦେଶୃଙ୍ଗରୁ ୬ କିଲୋ ୫୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ଓଡି ୦୩ କ୍ୟୁ ୫୮୯୮ ନମ୍ବର ବିଶିଷ୍ଟ ଲାଲ୍ ରଙ୍ଗର ହୋଣ୍ଡା ବାଇକରେ ଦୁଇ ଜଣ ଯୁବକ ଗଞ୍ଜେଇ ଚାଲାଣ ବେଳେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଉଦ୍ଧବଙ୍କ ନୂଆ ଷ୍ଟ୍ରୋକ୍ : ଦ୍ରୌପଦୀ ମୁର୍ମୁଙ୍କୁ କରିବେ ସମର୍ଥନ ! ଚୂଡାନ୍ତ ନିଷ୍ପତ୍ତି ଉଦ୍ଧବଙ୍କ ହାତରେ ଥିବାବେଳେ ଶିବସେନା ସାଂସଦ ସଞ୍ଜୟ ରାଓ୍ୱତ ବିରୋଧୀ ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କୁ ସମର୍ଥନ କରିବା ସପକ୍ଷରେ ଅଛନ୍ତି । ସେପଟେ ଶିବସେନାର ଅଡୁଆ ବଢୁଥିବାରୁ ‘ସିନ୍ଦେଙ୍କ…