Latest Odisha News

BREAKING NEWS

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ସମୁଦ୍ର ସ୍ନାନ ବେଳେ ଅଘଟଣ । ଗାଧୋଇବା ବେଳେ ସମୁଦ୍ରରେ ଭାସିଗଲେ ଯୁବକ । ଯାଜପୁର ଜିଲ୍ଲା ମାଳସାହି ଅଞ୍ଚଳର ଆୟୁଷ ଜେନା ସମୁଦ୍ରରେ ଭାସି ଯାଇଛନ୍ତି । ଆୟୁଷ ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ ବେଳେ ଭାସି ଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଓ ଲାଇଫ ଗାର୍ଡ ନିଖୋଜ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଉଦ୍ଧବ ଠାକରେଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ଵସ୍ତି, ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ ନାହିଁ ବାଚସ୍ପତି  , ସୁପ୍ରିମକୋର୍ଟ ଯାଚିକାର ଶୁଣାଣି ନହେବା ପର୍ଯ୍ୟନ୍ତ ୧୬ ବିଧାୟକଙ୍କ ଅଯୋଗ୍ୟତା ମାମଲାରେ କୌଣସି ନିର୍ଣ୍ଣୟ  ନିଆଯାଇପାରିବନି ,  ମହାରାଷ୍ଟ୍ର ବିଧାନସଭାର…

ଦେଶର ବୟୋଜ୍ୟେଷ୍ଠ ବାଘ ରାଜାର ମୃତ୍ୟୁ

କୋଲକାତା: ପଶୁପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର । ଭାରତର ସବୁଠାରୁ ବୟସ୍କ ବାଘ ରାଜାର ପଶ୍ଚିମବଙ୍ଗରେ ମୃତ୍ୟୁ ଘଟିଛି । ୨୩ ଅଗଷ୍ଟରେ ରାଜାର ଜନ୍ମ ଦିନ ଥିଲା । ଏଥିପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ମୃତ୍ୟୁ ବେଳକୁ ରାଜାର ବୟସ ୨୬ ବର୍ଷ ୧୦ ମାସ ୧୮ ଦିନ ଥିଲା…

ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ

ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି…

ରିଲିଜ ପୂର୍ବରୁ ପୁନର୍ବାର ଚର୍ଚ୍ଚାରେ ଧନୁଷ ଅଭିନୀତ ହଲିଉଡ ଫିଲ୍ମ ଦି ଗ୍ରେ ମ୍ୟାନ

ମୁମ୍ବାଇ: ରିଲିଜ ପୂର୍ବରୁ ପୁନର୍ବାର ଚର୍ଚ୍ଚାରେ ରହିଛି ଦକ୍ଷିଣ ଭାରତ ସୁପରଷ୍ଟାର ଧନୁଷ ଅଭିନୀତ ହଲିଉଡ ଫିଲ୍ମ ଦି ଗ୍ରେ ମ୍ୟାନ । ଏହି ଫିଲ୍ମରେ କ୍ରିସ ଇଭାନ୍ସ ଓ ର‌୍ୟାନ ଗୋସଲିଂ ମୂଖ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି । ଦି ଗ୍ରେ ମ୍ୟାନ ୨୨ ଜୁଲାଇରେ ନେଟଫ୍ଲିକ୍ସରେ ବଡ ଆକାରରେ ରିଲିଜ…

୯ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଡିଲରଙ୍କ ବିକ୍ଷୋଭ

ଯାଜପୁର: ଯୋଗାଣ ବିଭାଗ ଅଧିନରେ କାର୍ଯ୍ୟରତ ଡିଲରମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ୯ ଦଫା ଦାବି ପୂରଣ ନେଇ ଡିଲର ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଡିଲରମାନଙ୍କୁ ମିଳୁଥିବା କମିଶନ ବୃଦ୍ଧି କରିବା, ଯୋଗାଣ ସାମଗ୍ରୀ ପରିବହନ ସମୟରେ…

ନୂଆ ସଂସଦ ଭବନରେ ନୂଆ ଅଶୋକ ସ୍ତମ୍ଭର ଉନ୍ମୋଚନ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂତନ ସଂସଦ ଭବନ ଛାତରେ ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ଉନ୍ମୋଚନ କରିଛନ୍ତି । ଶୌର୍ଯ୍ୟ ଓ ସାହସିକତାର ଏହି ପ୍ରତୀକ ତମ୍ବାରେ ନିର୍ମିତ ଅଟେ । ଜାତୀୟ ପ୍ରତୀକ ଏହି ଅଶୋକ ସ୍ତମ୍ଭର ଉଚ୍ଚତା ୬.୫ ମିଟର ହୋଇଥିବାବେଳେ, ଏହାର ଓଜନ ୯…

ପୁରୀରୁ ଭୁବନେଶ୍ୱର ଆସୁଥିବା ବସ୍ ଓଲଟିଲା: ୩୫ ଯାତ୍ରୀ ଗୁରୁତର ଆହତ

ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି ।  ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…

ଜାପାନରେ ଶିଂଜୋ ଆବେଙ୍କ ପାର୍ଟି ଜିତିଲା ନିର୍ବାଚନ

ଟୋକିଓ: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଂଜୋ ଆବେଙ୍କ ଲିବରେଲ ଡେମୋକ୍ରାଟିକ ପାର୍ଟି (ଏଲଡିପି) ଆଜି ନିର୍ବାଚନରେ ବିଜୟ ହାସଲ କରିଛି । ୨ ଦିନ ତଳେ ଶିଂଜୋଙ୍କୁ ହତ୍ୟା କରାଯାଇଥିଲା । ଏହି ବିଜୟ ଏଲଡିପି କର୍ମୀଙ୍କୁ ଉତ୍ସାହିତ କରିଛି । ସେମାନେ ଏହାର ସମସ୍ତ ଶ୍ରେୟ ଜାପାନବାଦୀ ଓ ଶିଂଜୋ…

[ଦେଖନ୍ତୁ ଭିଡିଓ] ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ ଦଖଲ । ପ୍ରତିବାଦକାରୀମାନେ…

ଶ୍ରୀଲଙ୍କା  : ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀଙ୍କ କଲମ୍ବୋସ୍ଥିତ ସରକାରୀ ବାସଭବନ ‘ଟେମ୍ପଲ୍‌ ଟ୍ରି’କୁ  ଦଖଲ ।  ପ୍ରତିବାଦକାରୀମାନେ ସେଠାରେ ଡେରା ପକାଇ ରୋଷେଇବାସ ଆରମ୍ଭ କରି ରନ୍ଧାବଢ଼ା କରିଛନ୍ତି ।  ପ୍ରଧାନମନ୍ତ୍ରୀ ବିକ୍ରମସିଂଘେ ଏବଂ ରାଷ୍ଟ୍ରପତି ରାଜପକ୍ଷେଙ୍କ ଇସ୍ତଫା ପାଇଁ ଆମେ…