Latest Odisha News

BREAKING NEWS

ଶ୍ରୀଜଗନ୍ନାଥଙ୍କୁ ସମର୍ପିତ ଭକ୍ତି ସଙ୍ଗୀତର କାର୍ଯ୍ୟକ୍ରମ ‘ଗୁହାରି’ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଭକ୍ତିପୁତ ସଙ୍ଗୀତର କାର୍ଯ୍ୟକ୍ରମ 'ଗୁହାରି’ ଉଦଯାପିତ ହୋଇଯାଇଛି । ଏହି ଉଦ୍‍ଯାପନୀ ଉତ୍ସବକୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସମ୍ପାଦିକା ଗୁରୁ…

କବିତା : ରଥ ଦଉଡ଼ିରୁ ହାତେ

ରାଜ କିଶୋର ଦାସ ବଡ଼ ଦାଣ୍ଡରେ ଛିଡ଼ା ହୋଇ ଯିଏ ଯାହା ଯେତେ ମାଗୁ ପଛେ ଜଗା, ମୁଁ ମାଗୁଛି ତୋ ରଥ ଦୌଉଡ଼ିରୁ ହାତେ ! ମୁଁ ଜାଣିଛି ତୋ ଦଉଡ଼ିରେ ଚୁମ୍ବକ ଅଛି ଟାଣି ନେଉଛି କୋଟି କୋଟି ହାତକୁ ଚୁମ୍ବକୀୟ ଶକ୍ତିରେ ଜାତି ଅଜାତି, ଉଚ୍ଚନୀଚର ଭେଦ ଭାବ ନାହିଁ, ସ୍ନେହ ପ୍ରେମର…

ବ୍ରହ୍ମପୁରରେ ଜବତ ହେଲା ୧୧୨ଗ୍ରାମ ବ୍ରାଉନସୁଗର

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ତରଫରୁ ବ୍ରାଉନସୁଗାର କାରବାର ଚଳାଇଥିବା ସନ୍ଦୀପ ଅଗ୍ରୱାଲ(୨୮) ଓରଫ ସାଣ୍ଡିକୁ ଗିରଫ କରାଯାଇଛି । ଏଥି ସହିତ ସାଣ୍ଡିର ବାଇକ ଡିକିରୁ ୧୧୨ ଗ୍ରାମର ବ୍ରାଉନସୁଗର ମିଳିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ।…

ମାଟ୍ରିକ୍‍ ପରୀକ୍ଷା ଫଳ: ଜ୍ୟୋସ୍ନା କିଷାନ କିସ୍‍ ଟପ୍ପର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ୯୯.୬୩ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ…

ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ପ୍ରକାଶ ପାଇଲା ‘ଅନାମ-୨୦’

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ସ୍ଥାନୀୟ ଶୈଳଶ୍ରୀବିହାରର ଜଗନ୍ନାଥ ମନ୍ଦିରରେ ‘ଅନାମ କାବ୍ୟ ଆନ୍ଦୋଳନ’ର ମୁଖପତ୍ରର ପରବର୍ତ୍ତୀ ସଂଖ୍ୟା ‘ଅନାମ-୨୦’ ଲୋକାର୍ପିତ ହୋଇଯାଇଛି । ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ଏହି ପତ୍ରିକାଟି ପ୍ରକାଶିତ ହୋଇଛି । ଏହି ଲୋକାର୍ପିତ ସମାରୋହରେ…

ପରୀକ୍ଷା ଫଳ ଦେଖିବା ପୂର୍ବରୁ ନିଆଁରେ ପୋଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ବ୍ରହ୍ମପୁର: ଦିଗପହଣ୍ଡି ସହରରେ ଜଣେ ଦଶମ ଶ୍ରେଣୀ ଛାତ୍ର ନିଆଁରେ ପୋଡ଼ିଯାଇ ମୃତ୍ୟୁବରଣ କରିଛନ୍ତି । ବୁଧବାର ଦଶମ ଶ୍ରେଣୀ ପରୀକ୍ଷା ଫଳ ବାହାରିଥିବା ବେଳେ ସେ ନିଜ ମାର୍କ ଦେଖିବା ପୂର୍ବରୁ ଆଖି ବୁଜିଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଗପହଣ୍ଡି ରାଣୀ ସାହିର କାଳିଆ ଜେନାଙ୍କ ଝିଅ…

ସ୍ପାଇସ ଜେଟକୁ ଡିଜିସିଏ ନୋଟିସ୍; ଇଣ୍ଡିଗୋ କ୍ୟାବିନରେ ନିଆଁ

ଇନ୍ଦୋର: ବୁଧବାର ଡିଜିସିଏ (ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ) ସ୍ପାଇସ ଜେଟକୁ କଡ଼ା ଭର୍ତ୍ସନା କରିବା ସହ ନୋଟିସ ଜାରି କରିବା ପରେ ଇଣ୍ଡିଗୋର ଏମ ବିମାନକୁ ତଦନ୍ତ କରୁଛି । ରାୟପୁର-ଇନ୍ଦୋର ଏକ ବିମାନ ଗନ୍ତବ୍ୟ ସ୍ଥଳ ଇନ୍ଦୋରରେ ପହଞ୍ଚିବା ପରେ ଏକ କ୍ୟାବିନରୁ ଧୂଆଁ…

ଗଞ୍ଜାମରେ କରୋନା ମୁକାବିଲା ପାଇଁ ଫିଭର କ୍ଲିନିକ; ମାସ୍କ ବ୍ୟବହାର ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର: ରାଜ୍ୟର କେତେକ ଅଞ୍ଚଳରେ ପୁଣି ଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ଏହାର ପ୍ରଭାବ ଦେଖା ଦେଇନାହିଁ। ତଥାପି ଆଗୁଆ ପ୍ରସ୍ତୁତ ହୋଇଯାଇଛି ଗଞ୍ଜାମ ଜିଲା ପ୍ରଶାସନ। ମାସ୍କ ପିନ୍ଧିବା ସହିତ କରୋନା ମୁକାବିଲା ପାଇଁ ମାର୍ଗଦର୍ଶିକା ଜାରି…

ଶାହାରୁଖଙ୍କ ଯବାନରେ ଭିଲେନ ହେବେ ବିଜୟ ସେତୁପତି !

ମୁମ୍ବାଇ: ବଲିଉଡ ଏବେ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଭାରତ ଶୈଳୀକୁ ଆପଣାଉଛି କହିଲେ ଭୁଲ ହେବନି । ଏପରିକି ବଲିଉଡର ସୁପରଷ୍ଟାର ମାନେ ସଫଳତା ପାଇଁ ଏହାର କାହାଣୀ, ନିର୍ଦ୍ଦେଶନା ଏବଂ ଅଭିନେତାଙ୍କ ଉପରେ ନିର୍ଭର କରିବା ଆରମ୍ଭ କରିଛନ୍ତି । ସୁପରଷ୍ଟାର ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ଯବାନରେ…

ଇଂଲଣ୍ଡର ମାଞ୍ଚେଷ୍ଟରଠାରେ ରଥଯାତ୍ରା ଆୟୋଜନ

ମାଞ୍ଚେଷ୍ଟର: ଇଂଲଣ୍ଡର ତୃତୀୟ ବୃହତ୍ତମ ମହାନଗର ମାଞ୍ଚେଷ୍ଟରଠାରେ ରଥଯାତ୍ରା ଉତ୍ସବ ଖୁବ ଯାକଜକମ ଓ ଜୋରଦାର ଢଙ୍ଗରେ ପାଳନ କରାଯାଇଛି । ଏହି ଉପଲକ୍ଷେ ସକାଳୁ ଚାରି ଦିଅଁ ବିରାଜମାନ କରୁଥିବା ଗୀତାଭବନ ଠାରେ ମୁଖ୍ୟ ପୂଜାରୀ ପଣ୍ଡିତ ଶ୍ୟାମ ସୁନ୍ଦର ଶର୍ମାଙ୍କର ତତ୍ତ୍ଵାବଧାନରେ ସ୍ୱତନ୍ତ୍ର…