Latest Odisha News

BREAKING NEWS

“ତାଜ ମହଲ ପାଇଁ ପେଟ୍ରୋଲ ଦର ବୃଦ୍ଧି ହେଉଛି”

ହାଇଦ୍ରାବାଦ: ଯଦି ଶାହାଜାହାନ୍ ତାଜମହଲ ନିର୍ମାଣ କରିନଥାନ୍ତେ ତେବେ ଆଜି ପେଟ୍ରୋଲ ଲିଟର ପିଛା ୪୦ ଟଙ୍କାରେ ମିଳିଥାନ୍ତା । ସେ ଏତେ ବଡ଼ ମହଲ ତିଆରି କରି ମସ୍ତବଡ଼ ଭୁଲ୍ କରିଦେଲେ । ତାଜ ମହଲ ନିର୍ମାଣରେ ଖର୍ଚ୍ଚ ଟଙ୍କା ସଂଚୟ କରିବାର ଥିଲା । ଆଉ ୨୦୧୪ ମସିହାରେ ପ୍ରଧାନମନ୍ତ୍ରୀ…

ୱିମ୍ବେଲଡନ ଟେନିସ: ମିକ୍ସଡ ଡବଲ୍ସ ସେମିରେ ଭାରତର ସାନିଆ

ନୂଆଦିଲ୍ଲୀ: ଭାରତର ଷ୍ଟାର ଖେଳାଳି ସାନିଆ ମିର୍ଜା ଚଳିତ ୱିମ୍ବେଲଡନ ଟେନିସ ଟୁର୍ଣ୍ଣାମେଂଟର ମିକ୍ସଡ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ସାନିଆ ଏବଂ ତାଙ୍କ କ୍ରୋଏସୀୟ ଯୋଡି ମ୍ୟାଟ ପୋଭିକ କ୍ୱାର୍ଟର ଫାଇନାଲରେ କାନାଡାର ଗ୍ରାବିୟାଲା ଡାବ୍ରୋବସ୍କି ଓ ଅଷ୍ଟ୍ରେଲିଆର ଜନ ପୀୟର୍ସଙ୍କୁ…

ଦିବ୍ୟାଙ୍ଗ ଶିକ୍ଷାନୁଷ୍ଠାନ ‘ସମର୍ଥ’ରେ କର୍ମଚାରୀଙ୍କୁ ନିର୍ଯାତନା ଅଭିଯୋଗ

ବ୍ରହ୍ମପୁର : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠା​‌ରେ ଅବସ୍ଥିତ ଦିବ୍ୟାଙ୍ଗ ଶିକ୍ଷାନୁଷ୍ଠାନ ‘ସମର୍ଥ’ରେ କାର୍ଯ୍ୟରତ କର୍ମଚାରୀଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ନେଇ ଛତ୍ରପୁର ଥାନାରେ ଅଭିଯୋଗ ହୋଇଛି । ଅନୁଷ୍ଠାନର ସଂପାଦକ କେ. ଆନନ୍ଦ ରାଓଙ୍କ ବିରୋଧରେ କାର୍ଯ୍ୟରତ ଶିକ୍ଷକ,…

୧୫ ବର୍ଷ ପରେ ଇଂଲଣ୍ଡରେ ଭାରତର ଟେଷ୍ଟ ସିରିଜ ଜିତିବା ସ୍ୱପ୍ନ ଧୂଳିସାତ

ବର୍ମିଂହାମ: ୧୫ ବର୍ଷ ପରେ ଇଂଲଣ୍ଡ ମାଟିରେ ଭାରତୀୟ କ୍ରିକେଟ ଦଳର ଟେଷ୍ଟ ସିରିଜ ଜିତିବା ଆଶା ଧଳିସାତ ହୋଇଛି । ଏଠାରେ ଅନୁଷ୍ଠିତ ୫ମ ଟେଷ୍ଟରେ ଭାରତ ବିପକ୍ଷରେ ଇଂଲଣ୍ଡ ଐତିହାସିକ ବିଜୟ ହାସଲ କରିଛି । ୩୭୮ ରନର ବଡ ଟାର୍ଗେଟକୁ ଘରୋଇ ଦଳ ମାତ୍ର ୩ ୱିକେଟ ହରାଇ ହାସଲ କରି ନେଇଥିଲା । ଜୋ…

ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ମାଓ ନେତା ସବ୍ୟସାଚୀ

ବ୍ରହ୍ମପୁର: କାନର ଅସ୍ତ୍ରୋପଚାର ପାଇଁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେ ବର୍ତ୍ତମାନ ଇଏନଟି…

ଆସିଲା ବିଜେବି କଲେଜ ଛାତ୍ରୀଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ

 ଭୁବନେଶ୍ୱର :  ଆସିଲା ବିଜେବି କଲେଜ ଛାତ୍ରୀଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ରୁଚିକାଙ୍କୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ରିପୋର୍ଟ ପୋଲିସର ହସ୍ତଗତ ହୋଇଛି । ଅଧିକ ତଥ୍ୟ…

ବିପର୍ଯ୍ୟୟ ମୁକାବିଲା ପାଇଁ ଏବେଠୁ ପ୍ରସ୍ତୁତ । ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଅର୍ଥ…

ଭୁବନେଶ୍ୱର:  ଆହୁରି ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା । ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ୍‌ ୯୮ କୋଟି ଟଙ୍କା…

ମାଆ କାଳୀଙ୍କ ବିବାଦୀୟ ପୋଷ୍ଟର: ନିର୍ମାତାଙ୍କ ବିରୋଧରେ ଏଫଆଇଆର ରୁଜୁ

ମୁମ୍ବାଇ: ଧାର୍ମିକ ସ୍ୱାଧୀନତା ଆଳରେ ହିନ୍ଦୁ ଧର୍ମକୁ ଟାର୍ଗେଟ କରିବା ସହଜ ହୋଇଛି । ନିକଟରେ କାଳୀ ନାମକ ଏକ ଡକ୍ୟୁମେଂଟ୍ରିରେ ମା କାଳୀ ଭୂମିକା କରୁଥିବା ଅଭିନେତ୍ରୀଙ୍କ ଗୋଟିଏ ହାତରେ ସିଗାରେଟ ଓ ଅନ୍ୟ ହାତରେ ଏଲଜିବିଟିକ୍ୟୁର ପତାକା ରହିଛି । ଦେବୀଙ୍କ ଏହି ରୂପ ଦେଖି ସମସ୍ତେ…

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୩୩୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୮ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ମଙ୍ଗଳବାର ଦିନ ୩୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ…

ୟୁକ୍ରେନର ଲୁହାନସ୍କ ଅଞ୍ଚଳକୁ ସମ୍ପୁର୍ଣ୍ଣ ଅକ୍ତିଆରକୁ ନେଲା ଋଷ ସେନା

ୟୁକ୍ରେନ  : ୟୁକ୍ରେନର ଗୋଟିଏ ପରେ ଗୋଟିଏ ଅଂଚଳକୁ କବଜାକୁ ନେଉଥିବା ପୁଟିନ୍ ସେନା ପୂର୍ବ ୟୁକ୍ରେନର ଲୁହାନସ୍କ ଅଂଚଳକୁ ନିଜ ଅକ୍ତିଆରକୁ ନେଇଛି । ଲୁହାନସ୍କ ଅଂଚଳରେ ବିଜୟ ନେଇ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ । ଋଷ ସେନା ଲୁହାନସ୍କ ଅଂଚଳକୁ ସମ୍ପୁର୍ଣ୍ଣ ନିୟନ୍ତ୍ରଣକୁ…