Latest Odisha News

BREAKING NEWS

ଅନୁବାଦ ଗଳ୍ପ : କାଠଗଡ଼ାରେ ଈଶ୍ୱର

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୪୧ ମୂଳ ପଞ୍ଜାବୀ: ଗୁଲଜାର ସିଂହ ସାନ୍ଧୁ ପୀରବାବାଙ୍କ ଦରଘା ପାଖରେ ଥିବା ଆମ୍ବଗଛ ତଳେ ନୁରା ଚୁପ୍‌ଚାପ୍‌ ଠିଆ ହୋଇଥିଲା । ମାଷ୍ଟ୍ରେ ଦେଇଥିବା ଘର ପାଠପଢ଼ାକୁ ଶେଷ କରିବାରେ ସେ ବ୍ୟସ୍ତ ଥିଲା । ତା’ ଭଉଣୀ ରହମତେ ପାଖ ଶିଖ୍ ସହିତ…

ଶିଶୁ ଗପ : ମନର ଠାକୁର

କୁଞ୍ଜ ବିହାରୀ ସାହୁ  ଏ ବର୍ଷ ଜାକଜମକରେ ଶ୍ରୀ ଜିଉଙ୍କର ରଥଯାତ୍ରା ହେଲା । କାହିଁ କୁଆଡ଼ୁ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀକ୍ଷେତ୍ରଧାମ ପୁରୀକୁ ଧାଇଁଆସିଲେ । ଠାକୁରଙ୍କ ରୀତି-ନିତି-କାନ୍ତି ସମୟ ଅନୁଯାୟୀ ଅନୁଷ୍ଠିତ ହେଲା । ହରିବୋଲ, ହୁଳହୁଳିରେ ବଡ଼ଦାଣ୍ଡ ଦୁଲୁକିଲା । ସାଧୁ ସନ୍ଥଙ୍କର…

କବିତା : ସକାଳ ଜଣାଣ

ଗୋଦାବରୀଶ ଦାସ ଗୁଣ୍ଡିଚା ମାଉସୀ ଜଗିଥାଲୋ ଵସି ଚାହିଁଥା ଶରଧା ବାଲି ଭାଇ ଭଉଣୀଙ୍କୁ ସଙ୍ଗତରେ ଘେନି କାଳିଆ ଆସିବ କାଲି। ସାଜିଲାଣି ରଥ ଉଡିଲାଣି ନେତ ସିଂହଦ୍ବାରେ ତିନିରଥ ପଣ୍ଡା ପଢିଆରି ପକାଇଲେ ହୁରି ଜୟଜୟ ଜଗନ୍ନାଥ। ବରଷକେ ଥରେ ଘୋଷ ଯାତରାରେ ଆସିବେଲୋ ଝୁଲିଝୁଲି…

ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ ପାଳିତ: ଖେଳାଳି ଓ ଖେଳ ସାମ୍ବାଦିକ ପରସ୍ପର ପରିପୂରକ

ଭୁବେନଶ୍ବର: ଜଣେ ଖେଳାଳି ପାଇଁ କ୍ରୀଡ଼ା ସାମ୍ବାଦିକ ଯେତିକି ଗୁରୁତ୍ୱପୂର୍ଣ୍ଣ, କ୍ରୀଡ଼ା ସାମ୍ବାଦିକଙ୍କ ପାଇଁ ମଧ୍ୟ ଖେଳାଳିଙ୍କ ଗୁରୁତ୍ୱ ସେହିପରି । ଉଭୟଙ୍କ ଜନମାନସରେ ପ୍ରଚାର ପାଇଁ ପରସ୍ପରର ଆବଶ୍ୟକତା ରହିଛି । ଖେଳ ଦୁନିଆ ଏବଂ କ୍ରୀଡ଼ା ସାମ୍ବାଦିକତା ପରସ୍ପର ଠାରୁ ଭିନ୍ନ ନୁହଁନ୍ତି…

ଧନୁଷଙ୍କ କ୍ୟାପ୍ଟେନ ମିଲରର ଟିଜର ରିଲିଜ, ଅଳ୍ପ ସମୟ ମଧ୍ୟରେ ହେଲା ଭାଇରାଲ

ମାଡ୍ରାସ: ଦକ୍ଷିଣ ଭାରତର ସୁପରଷ୍ଟାର ଧନୁଷଙ୍କ ଆଗାମୀ ଫିଲ୍ମ କ୍ୟାପ୍ଟେନ ମିଲର ଏବେ ରିଲିଜ ନ ହେବା ପୂର୍ବରୁ ଦର୍ଶକଙ୍କ ଉତ୍କଣ୍ଠା ବଢ଼ାଇ ସାରିଛି । ଆଜି ଫିଲ୍ମର ଟିଜର ରିଲିଜ ହୋଇଥିଲା । ଏହା ଖୁବ କମ ସମୟ ମଧ୍ୟରେ ଭାଇରାଲ ହୋଇ ଯାଇଥିଲା । ୧୯୩୦ରୁ୪୦ ଦଶକର ଏହା ଏକ ପରିୟଡ ଡ୍ରାମା ଉପରେ…

“କହ୍ନେୟାଲାଲ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ବିଜେପି ସଦସ୍ୟ”

ଉଦୟପୁର: ରାଜସ୍ଥାନର ଉଦୟପୁର ସ୍ଥିତ ଟେଲର ଦୋକାନୀ କହ୍ନେୟାଲାଲଙ୍କ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ବିଜେପି ସଦସ୍ୟ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ମିଡିଆ ଅଧ୍ୟକ୍ଷ ପଓ୍ବନ ଖେରା ଏହି ଆରୋପ ସହ ପ୍ରମାଣ ପାଇଁ କିଛି ଫେସବୁକ ଫଟୋ ପୋଷ୍ଟ ସେୟାର କରିଛନ୍ତି ।…

ଏସିଆନ ମହିଳା ଭଲିବଲ ଚାମ୍ପିୟନଶିପ: ଭାରତୀୟ ଦଳରେ ୨ ଓଡିଆ

ଭୁବନେଶ୍ୱର: ୨୧ତମ ଏସିଆନ ମହିଳା ଭଲିବଲ ଚାମ୍ପିୟନଶିପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ୧୨ ଜଣିଆ ଭାରତୀୟ ଟିମରେ ଓଡ଼ିଶାର ଦୁଇ ଜଣ ଖେଳାଳି ସ୍ଥାନ ପାଇଛନ୍ତି । ସେମାନେ ହେଲେ ସ୍ନେହମୟୀ କିଶାନ ଓ ମାମାଲି ନାଗ । ଓଡିଶା କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଟୁଇଟ୍ କରାଯାଇ ଏହି…

କିମ ଜୋଙ୍ଗଙ୍କ ଅଦ୍ଭୁତପୂର୍ଣ୍ଣ ବୟାନ: ଏଲିୟନଙ୍କ ଯୋଗୁ ବ୍ୟାପିଲା କରୋନା

ନୂଆଦିଲ୍ଲୀ: ଉତର କୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗଙ୍କ ବୟାନ ବେଳେ ବେଳେ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରି ଦେଇଥାଏ । ଏବେ କରୋନା ଭାଇରସ ଉତର କୋରିଆରେ ତାର କରାଳ ରୂପ ଦେଖାଉଛି । ତେବେ କିମ ଜୋଙ୍ଗ ଏଥିପାଇଁ ଏଲିୟନଙ୍କୁ ଦାୟୀ କରିଛନ୍ତି । ସେ କହିଛନ୍ତି ଦକ୍ଷିଣ କୋରିଆ ନିକଟବର୍ତୀ…

ବୁମ ବୁମ ବୁମରାହଙ୍କ କମାଲ: ବ୍ରଡଙ୍କ ଓଭରରେ ନେଲେ ୩୫ ରନ

ଏଜବେଷ୍ଟନ: ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୫ମ ଟେଷ୍ଟରେ ରିଷଭ ପନ୍ତ ଓ ରବୀନ୍ଦ୍ର ଜାଡେଜା ଶତକ ହାସଲ କରିଥିଲେ ମଧ୍ୟ କମାଲ କରିିଛନ୍ତି ଅଧିନାୟକ ଯଶପ୍ରୀତ ବୁମରାହ । ଷ୍ଟୁଆର୍ଟ ବ୍ରଡଙ୍କ ଗୋଟିଏ ଓଭରରେ ସେ ୩୫ ରନ ସଂଗ୍ରହ କରିଥିଲେ । ବ୍ରଡଙ୍କ ଏହି ଓଭରରେ ବ୍ୟାଟରୁ ୨୯ ଏବଂ ଅତିରିକ୍ତରୁ ୬…

ବିଜେବି କଲେଜ ହଷ୍ଟେଲରେ କାହିଁକି ଆତ୍ମହତ୍ୟା କଲେ ଛାତ୍ରୀ ? ଜାଣନ୍ତୁ କାରଣ…

ଭୁବନେଶ୍ୱର: ବିଜେବି କଲେଜରେ ଯୁକ୍ତି ୩ ପ୍ରଥମ ବର୍ଷର କଳା ବିଭାଗର ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ଆଉ ଆତ୍ମହତ୍ୟାର ପଛର କାରଣ ହେଉଛି ନିର୍ଯାତନା । ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଜଣଙ୍କ ହେଉଛନ୍ତି ରୁଚିକା ମହାନ୍ତି । ସେ ବିଜେବି କଲେଜର କାରୁବାକୀ ଛାତ୍ରୀ ନିବାସରେ ରହୁଥିଲେ ।…