Latest Odisha News

BREAKING NEWS

ମାଲେସିଆ ଓପନ ବ୍ୟାଡମିଂଟନ: କ୍ୱାର୍ଟର ଫାଇନାଲରେ ଶେଷ ହେଲା ସିନ୍ଧୁଙ୍କ ଅଭିଯାନ

ନୂଆଦିଲ୍ଲୀ: ମାଲେସିଆ ଓପନ ବ୍ୟାଡମିଂଟନରେ ଭାରତର ଷ୍ଟାର ଖେଳାଳି ପିଭି ସିନ୍ଧୁଙ୍କ ଅଭିଯାନ ଶେଷ ହୋଇଛି । ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚରେ ସିନ୍ଧୁ ବିଶ୍ୱର ଏକ ନମ୍ବର ଖେଳାଳି ଚାଇନିଜ ତାଇପେର ତାଇଜୁ ୟିଙ୍ଗଙ୍କ ନିକଟରୁ ୨୧-୧୩, ୧୫-୨୧ ଓ ୧୩-୨୧ରେ ପରାଜିତ ହୋଇଥିଲେ । ପ୍ରଥମ…

ରାଷ୍ଟ୍ରପତି ନିର୍ବାଚନ: ଓଡିଆ ଝିଅ ଦ୍ରୌପଦୀଙ୍କୁ ସମର୍ଥନ କରିବ ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସ୍ଥିତି ଦିନକୁ ଦିନ ମଜଭୁତ ହେବାରେ ଲାଗିଛି । ଆଜି ଓଡିଆ ଝିଅ ଦ୍ରୌପଦୀଙ୍କୁ ଶିରୋମଣୀ ଅକାଳୀ ଦଳ ସମର୍ଥନ କରିବ ବୋଲି ଘୋଷଣା କରିଛି । ଶିଖ ବିରୋଧୀ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ କରିବାରେ ପ୍ରଶ୍ନ ଉଠୁ…

[ଦେଖନ୍ତୁ ଭିଡିଓ] ମହଙ୍ଗା ପଡ଼ିଲା ନାଗକୁ ଗେଲ । ଚୋଟ ପରେ ଚୋଟ ମାରିଲା ନାଗ ସାପ

ନବରଙ୍ଗପୁର : ମହଙ୍ଗା ପଡ଼ିଲା ନାଗକୁ ଗେଲ। ନିଶାରେ ନାଗକୁ କରୁଥିଲେ ଗେଲ। ଚୋଟ ପରେ ଚୋଟ ମାରିଚାଲିଲା ନାଗ ସାପ । ଏହିଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ପାପଡାହାଣ୍ଡି ଜାମ୍ବଗୁଡାରେ । ମଦ ନିଶାରେ ଯୁବକ ଜଣକ ନାଗକୁ ଧରି ଖେଳୁଥିବା ବେଳେ ପଡିଛି ମହଙ୍ଗା । ଆଉ ଏବେ…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…

ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ଟି ପ୍ରାର୍ଥୀପତ୍ର ଦାଖଲ; ଦ୍ରୌପଦି ଏବଂ ଯଶୱନ୍ତ ବୈଧ ଆଉ ସବୁ ଖାରଜ

ଭୁବନେଶ୍ୱର: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୧୫ ଜଣ ବ୍ୟକ୍ତି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ରାଜ୍ୟସଭା ମହାସଚିବ(ସେକ୍ରେଟାରୀ ଜେନେରାଲ) ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ଅବଶ୍ୟ ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦି ମୁର୍ମୁ ଏବଂ ମିଳିତ ବିରୋଧୀ…

ତାଳଧ୍ୱଜ ଓ ଦର୍ପଦଳନ ପରେ ବଡ଼ଦାଣ୍ଡରେ ଗଡ଼ିଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ: ପ୍ରଥମେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ତାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡ଼ିବା ପରେ ଏବେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣା ଆରମ୍ଭ ହୋଇଛି। ଏହି ରଥକୁ ଭକ୍ତମାନେ ଟାଣି ନେଉଛନ୍ତି। ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ଏଣେ ଜୟ ଜଗନ୍ନାଥ ଧ୍ବନିରେ…

ରାଜ୍ୟରେ୨୦୦ ଟପିଲା ନୂଆ ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ କରୋନା ପଜିଟିଭ, ୧୮ ଜଣ ୧୮ ବର୍ଷରୁ କମ୍…

ଭୁବନେଶ୍ବର: ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି। ରାଜ୍ୟରେ ୨୦୦ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ଝୁଲି ଝୁଲି ରଥାରୁଢ଼ ହେଲେ କାଳିଆ ସାଆନ୍ତେ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଛି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯାଇଥିଲା । ଏହା…

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଅଭିଯୋଗ ଅନୁଯାୟୀ ଗତ ମେ’ ୨୧ତାରିଖ ଦିନ ଯାଜପୁର ଜିଲ୍ଲା…

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଅଭିଯୋଗ ଅନୁଯାୟୀ ଗତ ମେ ୨୧ତାରିଖ ଦିନ ଓଡିଆ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀଙ୍କୁ…