Latest Odisha News

BREAKING NEWS

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,…

ଆଜି ପ୍ରତିପଦାରେ ଶ୍ରୀମନ୍ଦିରରେ ଉଭାଯାତ୍ରା ସାଙ୍ଗକୁ ରଥ ଆଜ୍ଞାମାଳ ବିଜେ ନୀତି, ସନ୍ଧ୍ୟା ୫ରୁ ଦର୍ଶନ ବନ୍ଦ

ପୁରୀ : ଆଜି ଆଷାଢ଼ ଶୁକ୍ଳପକ୍ଷ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଉଭାଯାତ୍ରା ସାଙ୍ଗକୁ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ରଥଖଳାରେ ପ୍ରସ୍ତୁତ ତିନିରଥକୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଚକଡ଼ାକୁ ନିଆଯିବ। ରଥଖଳାରେ ତିନି ରଥରେ ଆଜ୍ଞାମାଳ ବିଜେପରେ ପୁଲିସ ପ୍ରଶାସନ,…

ଅନୁବାଦ କବିତା : ସିଡ଼ି

ମୂଳ ବଙ୍ଗଳା : ସୁକାନ୍ତ ଭଟ୍ଟାଚାର୍ଯ୍ୟ  ଆମେ ତୁମର ସିଡ଼ି ତୁମେମାନେ ପ୍ରତିଦିନ ଆମ ଉପରେ ଚଢ଼ି ଉପରୁ  ଉପରକୁ ଉଠିଯାଅ ଏବଂ ତାପରେ ପଛକୁ ଫେରି ଚାହିଁବାର ନାଁ ମଧ୍ୟ ନିଅ ନାହିଁ ଆମ ଶରୀର ତୁମ ପଦଧୂଳି ଧନ୍ୟ ନିତି ତୁମ ଦଘାତରେ କ୍ଷତବିକ୍ଷତ ଓ କ୍ଷୁର୍ଣ୍ଣ। ତୁମେମାନେ କଥାଟା…

ସୁଶ୍ରୁତ- ଦ ହେଲଥ୍ କନକ୍ଲେଭ: ଜାଣନ୍ତୁ ଅତିଥି ଏବଂ ଆଲୋଚକଙ୍କ ପରିଚୟ..

ଭୁବନେଶ୍ୱର: ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ‘ଓଡ଼ିଶା ସମ୍ବାଦ ଏବଂ ଓଡ଼ିଶା ବାଇଟ୍ସ’ ପ୍ରଥମ ଥର ପାଇଁ ଭୁବନେଶ୍ୱରର ମେଫେୟାର କନଭେନସନ ଠାରେ ଜୁନ ୩୦ (ଗୁରୁବାର) ରେ ଆୟୋଜନ କରୁଛନ୍ତି ‘ସୁଶ୍ରୁତ: ଦ ହେଲଥ୍ କନକ୍ଲେଭ’ । ଶ୍ରୀ ନବ କିଶୋର ଦାସ, ମୁଖ୍ୟ ଅତିଥି, ଉଦଘାଟନୀ ଅଧିବେଶନ…

ଆରବସାଗରରେ ONGC ହେଲିକପ୍ଟର କ୍ରାସରେ ଓଡ଼ିଆ ପୁଅର ମୃତ୍ୟୁ , ଅଧା ରହିଗଲା ସ୍ବପ୍ନ

 ଢେଙ୍କାନାଳ :  ଆରବ ସାଗରରେ ONGC ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଭୂତତ୍ୱ ବିଜ୍ଞନୀ ସତ୍ୟମ୍ବଦ ପାତ୍ରଙ୍କ ମୃତ୍ୟୁ ହୋଇଛି ।  ତାଙ୍କ ପୈତୃକ ଘର ଢେଙ୍କାନାଳ ଜିଲ୍ଲା ଭୁବନରେ । ମାଲକାନଗିରି ସଦର ମହକୁମାସ୍ଥିତ ଏଆରସିଏସ(ARCS) କାର୍ଯ୍ୟାଳୟରେ ସତ୍ୟମ୍ବଦଙ୍କ ବାପା ସୁରେଶ ପାତ୍ର…

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା : ଗୋବିନ୍ଦ ସାହୁଙ୍କୁ ୨ ସପ୍ତାହ ଜାମିନ୍

ବଲାଙ୍ଗୀର: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ହାଇକୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ସ୍ତ୍ରୀ ଓ ପୁଅର  ଚିକିତ୍ସା ପାଇଁ  ହାଇକୋର୍ଟ ୨ ସପ୍ତାହ ପାଇଁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଇଛନ୍ତି। ଗୋବିନ୍ଦ…

କୋହଲିଙ୍କ ଆଉ ଏକ ରେକର୍ଡ ଭାଙ୍ଗିଲେ ବାବର

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଆଉ ଏକ ରେକର୍ଡ ପାକିସ୍ତାନ ଟିମର ଅଧିନାୟକ ବାବର ଆଜମ ଭାଙ୍ଗି ଦେଇଛନ୍ତି । ଆଇସିସି ଟି୨୦ ବ୍ୟାଟିଂ ର‌୍ୟାଙ୍କିଙ୍ଗରେ ବାବର ସବୁଠାରୁ ଅଧିକ ସମୟ ୧ ନମ୍ବର ସ୍ଥାନରେ ରହିଛନ୍ତି । କୋହଲି ସର୍ବାଧିକ ୧୦୧୩ ଦିନ ପ୍ରଥମ ସ୍ଥାନରେ…

ଇଂଲଣ୍ଡ ବିପକ୍ଷ ଟେଷ୍ଟରୁ ଓହରିଲେ ରୋହିତ, ବୁମରାହ ହେବେ ଅଧିନାୟକ

ବର୍ମିଂହାମ: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଗୋଟିଏ ଟେଷ୍ଟ ମ୍ୟାଚରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଓହରି ଯାଇଛନ୍ତି । ଗତ ସପ୍ତାହରେ ରୋହିତଙ୍କୁ କରୋନା ହୋଇଥିବା ଜଣା ପଡିଥିଲା । ଜୁଲାଇ ୧ରୁ ଏହି ଟେଷ୍ଟ ଖେଳାଯିବାକୁ ଥିବାରୁ ରୋହିତଙ୍କ ଯିବା ସମ୍ଭବପର ହୋଇ ନ ଥିଲା ।…

ଦୁବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’:ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବିଶ୍ବ ନିବେଶକମାନଙ୍କୁ ନବୀନଙ୍କ ଆହ୍ବାନ

ଆବୁଧାବି : ଓଡ଼ିଶାକୁ ଛୁଟିଲା ବିଦେଶୀ ପୁଞ୍ଜିର ସୁଅ । ରାଜ୍ୟରେ ବ୍ୟାପକ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ଦୁବାଇରେ ଚାଲିଥିବା ଇନଭେଷ୍ଟର୍ସଙ୍କ ସମ୍ମିଳନୀରେ କମ୍ପାନୀ ମୁଖିଆମାନେ ଏହି ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଟ୍ବିଟ କରି ଖୁସି ବ୍ୟକ୍ତ କରିଛନ୍ତି…

[ଦେଖନ୍ତୁ ଭିଡିଓ] ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର ତିନି ବର୍ଷର ଶିଶୁ

ଭୁବନେଶ୍ବର : ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ । ଅପହରଣ ଅଭିଯୋଗରେ ସାଲିଆ ସାହିରେ…