Latest Odisha News

BREAKING NEWS

ଦ୍ରୌପଦୀଙ୍କ ପ୍ରାର୍ଥୀତ୍ୱ ନେଇ ଗଞ୍ଜାମ ବିଜେପିରେ ଖୁସି

ବ୍ରହ୍ମପୁର : ରାଷ୍ଟ୍ରପତି ପଦବୀ ପାଇଁ ଏନ୍‌ଡିଏ ତରଫରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ନେଇ ଗଞ୍ଜାମ ବିଜେପିରେ ଖୁସିର ଲହର ଖେଳିଯାଇଛି । ବୁଧବାର ଅପରାହ୍ନରେ ବ୍ରହ୍ମପୁର ଗାନ୍ଧିନଗର ଛକ ଠାରେ ବାଣ ଫୁଟାଇ ଏବଂ ମିଠା ଖୁଆଇ ଦଳର ନେତାମାନେ ଖୁସି ପ୍ରକାଶ କରିଥିଲେ ।…

୧୫ ଦିନ ଭିତରେ ଅର୍ଦ୍ଧନିର୍ମିତ ଡ୍ରେନ୍‌, ରାସ୍ତା କାମ ଶେଷ କରିବାକୁ ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର:ବର୍ଷା ସମୟରେ ବ୍ରହ୍ମପୁର ସହରରେ ଜଳ ନିଷ୍କାସନ ସମସ୍ୟା ଉତ୍କଟ ରୂପ ନେଉଛି । ସୋମବାର ଏହାର ଉଦାହରଣ ଦେଖିବାକୁ ମିଳିଥିଲା । ଦୀର୍ଘ ଦିନ ହେଲା ସହରରେ କେତେକ ରାସ୍ତା ଏବଂ ଡ୍ରେନ୍‌ ନିର୍ମାଣ ଚାଲିଥିବା ଯୋଗୁ ସମସ୍ୟା ଅଧିକ ସାଂଘାତିକ ହୋଇଯାଇଥିଲା । କାରଣ ବର୍ଷା ସମୟରେ…

ଗଞ୍ଜାମର ସୁରକ୍ଷା କବଚ ‘ସ୍ୱୟଂସିଦ୍ଧା’

ବ୍ରହ୍ମପୁର:ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲା ପ୍ରତି ପ୍ରାକୃତିକ ବିପର୍ଯ୍ୟୟର ଭୟ ସବୁବେଳେ ରହିଥାଏ । ପ୍ରାୟତଃ ସବୁ ବର୍ଷ ସାମୁଦ୍ରିକ ଝଡ଼ ଏହି ଜିଲାକୁ କ୍ଷତିଗ୍ରସ୍ତ କରିଥାଏ । ଏହାକୁ ଦୃଷ୍ଟିରେ ରଖି ଜିଲାରେ ବାତ୍ୟା ମୁକାବିଲା ଦିଗରେ ଅନେକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି ।…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋପଙ୍କୁ ଦେଲେ ପଟ୍ଟଚିତ୍ର ପେଣ୍ଟିଂ ଉପହାର 

ଦିଲ୍ଲୀ  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋପଙ୍କୁ ଦେଲେ ପଟ୍ଟଚିତ୍ର ପେଣ୍ଟିଂ ଉପହାର  ।  ଓଡିଶା ଓ ଓଡ଼ିଶାବାସୀଙ୍କ ତରଫରୁ ଦେଲେ ଉପହାର  ।    ପଟ୍ଟଚିତ୍ରର ବାର୍ତ୍ତା ରହିଛି- ଏକା ନୁହେଁ ଆମେ ଏକାଠି। ପବିତ୍ର ବୃକ୍ଷ ସହ ରହିଛି ଜୀବନ ବୃକ୍ଷର ସାମଞ୍ଜସ୍ୟ । ସମସ୍ତଙ୍କ ସହ ସମସ୍ତଙ୍କ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧. ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଶ୍ରୀମତି ଦୌପଦୀ ମୁର୍ମୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଏବଂ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି l ବହୁ ବ୍ୟକ୍ତି ଶ୍ରୀମତି ମୁର୍ମୁଂକୁ ସାକ୍ଷାତ୍ କରୁଛନ୍ତି l ଅନ୍ୟପଟେ ରାଇରଂଗପୁରରେ ଆଜି ସକାଳୁ ବିଭିନ୍ନ ମନ୍ଦିର ଯାଇ ପୂଜାର୍ଚ୍ଚନା…

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

 ଭୁବନେଶ୍ୱର :  ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ…

ଦ୍ରୌପଦି ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ସବୁ ବିଧାୟକଙ୍କୁ ଆହ୍ୱାନ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସଭାପତି ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦି ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିଛନ୍ତି । ନବୀନ ଏନେଇ ବୁଧବାର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ନବୀନ ତାଙ୍କ ଟ୍ୱିଟରେ ଓଡ଼ିଶା ବିଧାନସଭାର ସମସ୍ତ ବିଧାୟକଙ୍କୁ ଦ୍ରୌପଦିଙ୍କୁ ସମର୍ଥନ…

[ଦେଖନ୍ତୁ ଭିଡିଓ] ଟେଲି ଅଭିନେତ୍ରୀଙ୍କ ମୃତ୍ୟୁ ରହସ୍ୟରୁ କେବେ ଉଠିବ ପରଦା ?

ଭୁବନେଶ୍ୱର: ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ଦିନକୁ ଦିନ ରହସ୍ୟମୟ ହୋଇପଡ଼ୁଛି ମୃତ୍ୟୁ ମାମଲା । ଖାସ୍ କରି ପୁରୁଷ ବନ୍ଧୁ ସନ୍ତୋଷକୁ ନେଇ ବଢୁଛି ସନ୍ଦେହ । ଅଭିନେତ୍ରୀଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନଥିବାବେଳେ ସନ୍ତୋଷ ଚୁପ୍ ରହିବା ନେଇ ବଢୁଛି ସସପେନ୍ସ…

ନେଶନାଲ ହେରାଲ୍ଡ ମାମଲା: ଇଡିକୁ ପୁଣି ସମୟ ମାଗିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନେଶନାଲ ହେରାଲ୍ଡ ମାମଲାରେ ଜେରା ପାଇଁ ଇଡି ନିକଟରେ ହାଜର ହେବାକୁ ଅଧିକ ସମୟ ମାଗିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ବାର୍ତା ମୁଖ୍ୟ ଜୟରାମ ରମେଶ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । कांग्रेस अध्यक्ष श्रीमती सोनिया…

ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିଲେ ବିଧାୟକ

ବେଙ୍ଗାଲୁରୁ: କର୍ଣ୍ଣାଟକର ଜେଡିଏସ ବିଧାୟକ ଏମ. ଶ୍ରୀନିବାସ କଲେଜ ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିବା ଭିଡିଓ ଭାଇରାଲ ହୋଇଯାଇଛି । ଭିଡିଓରେ ଦେଖାଯାଉଛି ଯେ, ବିତ୍ତ୍ୱଧାୟକ ଜଣକ ଆଇଟିଆଇ କଲେଜ ବୁଲିବାକୁ ଯାଇଥିଲେ । ସେଠାରେ କମ୍ପ୍ୟୁଟର ଲ୍ୟାବ୍ ବିଷୟରେ ପ୍ରିନ୍ସିପାଲଙ୍କୁ କିଛି ପ୍ରଶ୍ନ…