Latest Odisha News

BREAKING NEWS

‘ଅଗ୍ନିପଥ’ ଯୋଜନରେ ରେଜିମେଣ୍ଟ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ

ଭୁବନେଶ୍ୱର: କେନ୍ଦ୍ର ସରକାର ପ୍ରଣୀତ କରିଥିବା ‘ଅଗ୍ନିପଥ’ ଯୋଜନାକୁ ନେଇ ଅନେକ ଦ୍ୱନ୍ଦ ଏବଂ ଆଶଙ୍କା ଲାଗି ରହିଛି । ସେ ଭିତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଶଙ୍କା ହେଉଛି ରେଜିମେଣ୍ଟ ବ୍ୟବସ୍ଥାର ଉଚ୍ଛେଦ । ଏକ ଗୁଜବ ଆଲୋଚନା ହେଉଛି ଯେ, ଭାରତୀୟ ସେନାରୁ ରେଜିମେଣ୍ଟ ବ୍ୟବସ୍ଥା ଉଚ୍ଛେଦ କରାଯାଉଛି…

[ଦେଖନ୍ତୁ ଭିଡିଓ] ବଣପାହାଡ ଘେରା ଗାଁର ସ୍ୱାବଲମ୍ବୀ ଆଦିବାସୀ ମହିଳା

ଢେଙ୍କାନାଳ : ଗାଁର ଆଦିବାସୀ ମହିଳା ହୋଇପାରିଛନ୍ତି ସ୍ୱାବଲମ୍ବୀ । ହଜାର ହଜାର ମହିଳାଙ୍କୁ ମିଳିଛି ସାହାଯ୍ୟ ସହଯୋଗ। ଯାହା ଫଳରେ ସଫଳ ହୋଇଛି ପ୍ରକଳ୍ପ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ କଙ୍କଡାହାଡରେ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେହଉଛି କଙ୍କଡାହାଡର ଶଶାପଶି ଗାଁ। ଗାଁର ମହିଳା…

ସାରା ବିଶ୍ୱରେ ପାଳିତ ହେଉଛି ଯୋଗ ଦିବସ । ୨୦୨୨ ପାଇଁ ସ୍ଳୋଗାନ୍ ‘ମାନବ ଜାତି ପାଇଁ ଯୋଗ’

ଭୁବନେଶ୍ବର: ବିଶ୍ୱ ସଂସ୍ଥା ଅନୂୁଯାୟୀ ସମ୍ପୂର୍ଣ୍ଣ ଓ ସୁସ୍ଥ ଶରୀର, ମନ, ସମାଜ ଓ ଆଧ୍ୟାତ୍ମିକ ଜୀବନ ପାଇଁ ଯୋଗ ହେଉଛି ଏକ ସର୍ବୋକ୍ରୃଷ୍ଟ ମାଧ୍ୟମ । ତେବେ ଚଳିତ ବର୍ଷ ଯୋଗ ଦିବସ ଉପଲକ୍ଷେ ଥିମ୍ ରହିଛି ‘ମାନବ ଜାତି ପାଇଁ ଯୋଗ’ । ଯୋଗ ହିଁ ଏକମାତ୍ର ମାଧ୍ୟମ ଯାହା ମନକୁ ଶାନ୍ତ କରିଥାଏ ।…

ସନେଟ୍ : ମାଆ

ବିଦ୍ୟାଧର ପଣ୍ଡା ମାଆ ଏକ ଚଞ୍ଚଳ ଚିରସ୍ରୋତା ଝରଣା ମମତାବୋଳା ରାଗିଣୀର ଅପୂର୍ବ ମୂର୍ଚ୍ଛନା ମାଆ ଅନାବିଳ ଶ୍ରଦ୍ଧାର ମଧୁର ସମ୍ବୋଧନ ମା'ଡାକରେ କେତେ ସ୍ନେହ ଆଉ ସମ୍ମୋହନ। ମାଆ ଏକ ଶୀର୍ଣ୍ଣକାୟା ନଦୀର ନମ୍ର ଧାର କାହାକୁ ନ ଚାହିଁ ଆଗକୁ ବଢେ ନିରନ୍ତର। ମାଆ ଏକ ପାଞ୍ଜି ଯା'ର…

ସଞ୍ଜୟ ଲୀଲା ଭଁସାଲୀଙ୍କ ଆଗାମୀ ଫିଲ୍ମରେ ରୋମାନ୍ସ କରିବେ କ୍ରିତି-ଆଦିତ୍ୟ

ମୁମ୍ବାଇ: ସଞ୍ଜୟ ଲୀଲା ଭଁସାଲୀ ତାଙ୍କ ଆଗାମୀ ଫିଲ୍ମ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ରିପୋର୍ଟ ମୁତାବକ ଏହି ଫିଲ୍ମରେ କ୍ରିତି ସାନୋନ ଓ ଆଦିତ୍ୟ ରାୟ କାପୁର ରୋମାନ୍ସ କରିବେ । ଉଭୟ କଳାକାର ଏହି ଫିଲ୍ମରେ ଅଭିନୟ କରିବା ପାଇଁ ରାଜି ହୋଇ ସାରିଛନ୍ତି । ଖୁବ ଶୀଘ୍ର ଏ ନେଇ…

[ଦେଖନ୍ତୁ ଭିଡିଓ] ଦେବଦୂତ ସାଜିଲେ ଦୁଇ ଓଡ଼ିଆ ଝିଅ : ମୃତ୍ୟୁ ମୁଖରୁ ୪ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ

ରାୟଗଡ଼ା:  ଦୁଇ ଓଡ଼ିଆ ଝିଅଙ୍କ ସାହସିକତା । ପର୍ଯ୍ୟଟକଙ୍କୁ ମୃତ୍ୟୁମୁହଁରୁ ବଞ୍ଚାଇ ସାହସିକତାର ପରିଚୟ ଦେଲେ ୨ଓଡ଼ିଆ ଝିଅ । ଏହି ଦୁଇଜଣ ହେଲେ ଆକାଂକ୍ଷା ଓ ତାଙ୍କ ସମ୍ପର୍କୀୟ ଭଉଣୀ ଆୟୁଷୀ । ହିମାଚଳପ୍ରଦେଶର ରୋହତାଙ୍ଗପାସ ପର୍ଯ୍ୟଟନ ସ୍ଥଳୀର ପର୍ଯ୍ୟଟକଙ୍କୁ ମୃତ୍ୟୁମୁଖରୁ ବଚାଂଇ…

ମାଲେସିଆରେ ରଜ ମହୋତ୍ସବ, ରଙ୍ଗବତୀ ଗୀତର ତାଳେ ତାଳେ ଝୁମିଲେ ଦର୍ଶକ

ଭୁବନେଶ୍ୱର: ବିଦେଶ ମାଟିରେ ମହକିଛି ଓଡ଼ିଆ ପର୍ବ, ମହକିଛନ୍ତି ଓଡ଼ିଆ । ଓଡ଼ିଶାର ଗଣପର୍ବ ରଜ ମହୋତ୍ସବ ବିଦେଶରେ ପାଳିତ ହୋଇଛି ।  ମାଲେସିଆର କୁଆଲାଲମ୍ପୁରରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ଗତ ଜୁନ୍ ୧୮ ତାରିଖ ଦିନ ଧୁମଧାମରେ ପାଳନ କରିଛନ୍ତି ରଜ । ମାଲେସିଆ ଓଡ଼ିଆ କମ୍ୟୁନିଟି ପକ୍ଷରୁ…

ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି । କରୋନା ସଂକ୍ରମିତ ହେବା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ଏବେ ତାଙ୍କୁ ଘରେ ବିଶ୍ରାମ ନେବା ପାଇଁ ପରାମର୍ଶ ଦିଆଯାଇଛି । ସୋନିଆ ଗାନ୍ଧୀ ସୁସ୍ଥ ହେବା ଖବର ଜୟରାମ ରମେଶ ଟୁଇଟ…

[ଦେଖନ୍ତୁ ଭିଡିଓ] ପିଲାଙ୍କ ଭବିଷ୍ୟତକୁ ନେଇ ଖେଳ, ଅନ୍ଧାରରେ ଚାଲିଛି ଖାତା ମୂଲ୍ୟାୟନ ଓ ପରୀକ୍ଷା

ନବରଙ୍ଗପୁର: ପରୀକ୍ଷା ଅନ୍ଧାରରେ, ଖାତା ଦେଖା ଚାଲିଛି ମୋବାଇଲ୍ ଲାଇଟରେ । ନବରଙ୍ଗପୁର ମହାବିଦ୍ୟାଳୟରେ ମୋବାଇଲ୍ ଲାଇଟରେ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତା ଦେଖା ଚାଲିଛି । ମାତୃଭାଷା ଓଡ଼ିଆ ଏବଂ ଅର୍ଥନୀତି ଖାତାକୁ ଅଧ୍ୟାପକ ମାନେ ମୋବାଇଲର ଲାଇଟ୍ ମାରି ମୂଲ୍ୟାଙ୍କନ…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତୀୟ ହକି ଦଳରେ ସ୍ଥାନ ପାଇଲେ ଅମିତ ରୋହିଦାସ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ସୋମବାର ଭାରତୀୟ ପୁରୁଷ ହକି ଦଳର ଘୋଷଣା କରାଯାଇଛି । ମନପ୍ରୀତ ସିଂଙ୍କୁ ପୁନର୍ବାର ଅଧିନାୟକ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଓଡିଶାର ଅମିତ ରୋହିଦାସଙ୍କୁ ଚୂଡାନ୍ତ ଦଳରେ ସ୍ଥାନ ମିଳିଛି । ଏଫଆଇଏଚ ପ୍ରୋ ଲିଗରେ ଅମିତ ଭାରତୀୟ ଦଳର ନେତୃତ୍ୱ…