ମହିଳା ଏଫଆଇଏଚ ପ୍ରୋ ଲିଗ: ଦୀପ ଗ୍ରେସଙ୍କ ଚମତ୍କାର ପ୍ରଦର୍ଶନ, ଆର୍ଜେଂଟିନାକୁ ହରାଇଲା ଭାରତ
ରୋଟ୍ଟେରଡାମ: ମହିଳା ଏଫଆଇଏଚ ପ୍ରୋ ଲିଗରେ ଶନିବାର ଦୀପଗ୍ରେସ ଏକ୍କାଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ଅଲିମ୍ପିକ ରୌପ୍ୟ ପଦକ ବିଜେତା ଆର୍ଜେଂଟିନାକୁ ପରାସ୍ତ କରିଛି । ନିର୍ଦ୍ଧାରିତ ସମୟରେ ଉଭୟ ଦଳ ୩ଟି ଲେଖାଁଏ ଗୋଲ ଦେଇଥିଲେ । ଫଳାଫଳ ପାଇଁ ଶୁଟଆଉଟରେ ସହାୟତା ନିଆ ଯାଇଥିଲା । ଏଥିରେ…