Latest Odisha News

BREAKING NEWS

ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୨୦୮୨ କୋଟି ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍ ୱିଣ୍ଡୋ କମିଟି  ବୈଠକରେ ୧୧ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ  ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୮୨.୧୭ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ…

“ଅତ୍ୟଧିକ ମୋବାଇଲ ବ୍ୟବହାର ମସ୍ତିଷ୍କ ଟ୍ୟୁମରର କାରଣ”

ଭୁବନେଶ୍ୱର: ଦୀର୍ଘ ସମୟ ଧରି ମୋବାଇଲ୍‍ ଫୋନ୍‍ ବ୍ୟବହାର କରୁଛନ୍ତି କି? ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଦୀର୍ଘ ସମୟ ଧରି ମୋବାଇଲ ଫୋନ୍‍ ବ୍ୟବହାର ଦ୍ୱାରା ମସ୍ତିଷ୍କ ଟ୍ୟୁମର ହୋଇପାରେ ବୋଲି କିମ୍‍ସ-ଭୁବନେଶ୍ୱରର ସ୍ନାୟୁ ସର୍ଜନ ଡା. ନରେନ୍ଦ୍ର କୁମାର ଦାସ ସତର୍କ କରାଇଛନ୍ତି। ଜୁନ…

ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନ ସରପଞ୍ଚ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକ ମସିଆଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ କୁମାର ସେଠୀଙ୍କୁ ମାରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନର ସରପଞ୍ଚ କେ. ବୁଲୁ(୪୨)ଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗିରଫ କରିଛି । ଫଳରେ ଏହି ଆକ୍ରମଣ ଘଟଣାରେ ସଂପୃକ୍ତି ଅଭିଯୋଗରେ ଗିରଫ…

ଗଞ୍ଜାମରେ ବ୍ୟାପକ ହେବ ଘରୋଇ ନର୍ସିଂହୋମ୍‌ ଯାଞ୍ଚ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ବେଆଇନ ଭାବେ ଲିଙ୍ଗନିରୂପଣ କରୁଥିବା ଏକ ବଡ଼ ରାକେଟକୁ ବ୍ରହ୍ମପୁର ପୁଲିସ ଗତ କିଛି ଦିନ ପୂର୍ବେ ଧରିଥିଲା । ଏଥି ସହିତ କେତେକ ସ୍ଥାନରେ ବେଆଇନ ଭାବେ ନର୍ସିଂହୋମ୍‌ ଚାଲିଥିବା ନେଇ ମଧ୍ୟ ଅଭିଯୋଗ ପରେ ସେଗୁଡ଼ିକୁ ସିଲ୍‌ କରାଯାଇଥିଲା । ପୂର୍ବରୁ ମଧ୍ୟ…

ଶିଶୁ ଶ୍ରମିକ ମୁକ୍ତ ହେବ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା, ପ୍ରଶାସନ ଜାରି କଲା ହେଲପ ଲାଇନ ନମ୍ବର

ବ୍ରହ୍ମପୁର: ଗଞ୍ଜାମ ଜିଲା ଶିଶୁ ଶ୍ରମିକ ମୁକ୍ତ ଜିଲା ଭାବେ ଗଠନ କରିବାକୁ ତତ୍ପରତା ଦେଖାଦେଇଛି । ଯଦି କେଉଁଠାରେ ଶିଶୁ ଶ୍ରମିକଙ୍କୁ କେହି ଦେଖନ୍ତି, ତେବେ ଏନେଇ ସୂଚନା ଦେବା ପାଇଁ ଜିଲା ପ୍ରଶାସନ ତରଫରୁ ସ୍ବତନ୍ତ୍ର ହେଲପଲାଇନ ନମ୍ବର ଜାରି କରାଯାଇଛି । ଛତ୍ରପୁର ଶ୍ରମ ଜିଲା ପାଇଁ…

ମନ୍ତ୍ରୀ ହେବା ପରେ ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ଶ୍ରୀକାନ୍ତଙ୍କ ଇସ୍ତଫା

ବ୍ରହ୍ମପୁର: ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ପୋଲସରା ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି । ଏନେଇ ଯୋଜନା ଏବଂ ସଂଯୋଜନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ଗତ ରବିବାର ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର…

ମିଲର,ଡୁସେନଙ୍କ ବିସ୍ଫୋରକ ବ୍ୟାଟିଂ: ପ୍ରଥମ ଟି୨୦ରେ ହାରିଲା ଭାରତ, ରେକର୍ଡରୁ ବି ବଂଚିତ

ନୂଆଦିଲ୍ଲୀ: ଡେଭିଡ ମିଲର ଏବଂ ରେସି ଭାନ ଡେର ଡୁସେନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଭାରତକୁ ୭ ୱିକେଟରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ଈଶାନ କିଶାନଙ୍କ ୭୬ ରନ ସହାୟତାରେ ୪ ୱିକେଟ ହରାଇ ୨୧୧ ରନ…

ରୁଷ ପରମାଣୁ ଆକ୍ରମଣକୁ ଅଟକାଇବେ ପରଗ୍ରହୀ !

କୀଭ: ରୁଷିଆ-ୟୁକ୍ରେନ ଯୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର ଆଶଙ୍କା ବଢ଼ିବାରେ ଲାଗିଛି । ରୁଷ ଯୁଦ୍ଧରେ ବିଜୟ ହାସଲ କରିବା ପାଇଁ ଏହି ମାରାତ୍ମକ ପଦକ୍ଷେପ ଗ୍ରହଣ କଲେ ୟୁକ୍ରେନ ଏବଂ ବିଶ୍ୱବାସୀଙ୍କୁ ପରଗ୍ରହୀ ବଂଚାଇବେ ବୋଲି ଲୋକପ୍ରିୟ ଯାଦୁଗର ଉରୀ ଗେଲର କହିଛନ୍ତି । ପରଗ୍ରହୀଙ୍କ ପାଖରେ ଏ…

[ଦେଖନ୍ତୁ ଭିଡିଓ] ଚିଲିକାରେ ଚାଲିଲା ହାଉସ ବୋଟ ‘ଗରୁଡ’: ପର୍ଯ୍ୟଟକଙ୍କ ପାଇଁ ବୋଟରେ ରହିଛି ସବୁ ସୁବିଧା

ଖୋର୍ଦ୍ଧା : ରାଜ୍ୟରେ ପ୍ରଥମ ଥର ପାଇଁ ଚିଲିକାରେ ଆଜିଠାରୁ ଚାଲିଲା ହାଉସ ବୋଟ । ଏହି ବିଳାସପୁର୍ଣ୍ଣ ହାଉସ ବୋଟ ଗରୁଡକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗରୁଡ଼ ବୋଟରେ ଜନ୍ମଦିନ, ରିଙ୍ଗ ସେରମୋନି, ବିବାହ ବାର୍ଷିକୀ ପାଳନ, ରାତ୍ରିଯାପନ ବ୍ୟବସ୍ଥା ଇତ୍ୟାଦିର…

ଉତରାଖଣ୍ଡ ବିପକ୍ଷରେ ମୁମ୍ବାଇର ବୃହତ ବିଜୟ, ଭାଙ୍ଗିଲା ୯୨ ବର୍ଷର ରେକର୍ଡ

ମୁମ୍ବାଇ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ୪୧ ଥର ଚାମ୍ପିୟନ ମୁମ୍ବାଇ ୭୨୫ ରନରେ ଉତରାଖଣ୍ଡକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି । ଦଳ ସେମିରେ ଉତରପ୍ରଦେଶକୁ ଭେଟିବ । ରନ ଦୃଷ୍ଟି କୋଣରୁ ମୁମ୍ବାଇ ୯୨ ବର୍ଷର ରେକର୍ଡ ଭାଙ୍ଗିଛି । ପ୍ରଥମ ଶ୍ରେଣୀ କ୍ରିକେଟରେ ଏତେ ରନ ବ୍ୟବଧାନରେ…