Latest Odisha News

BREAKING NEWS

କେଆଇୱାଇଜି: ଓଡିଶା ପାଇଁ ରୌପ୍ୟ ଜିତିଲେ ପୁନୀତ

ଭୁବନେଶ୍ୱର: ହରିୟାଣାର ପଂଚୁକୁଲାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ ଗେମ୍ସରେ ପୁନୀତ ଚନ୍ଦ୍ର ସାହୁ ଓଡିଶା ପାଇଁ ରୌପ୍ୟ ପଦକ ଜିତିଛନ୍ତି । ଏଥିସହ ଓଡିଶା ପଦକ ସଂଖ୍ୟା ୩କୁ ଛୁଇଁଛି । ପୁରୁଷ ୯୬ କେଜି ଭାରୋତୋଳନ ମୁକାବିଲାରେ ସେ ଏହି ସଫଳତା ହାସଲ କରିଛନ୍ତି । ପୁନୀତ ଓଭରାଲ ୨୭୮ କେଜି (୧୧୫…

୮୮ ବର୍ଷ ପରେ ରଣଜୀରେ ଇତିହାସ ରଚିଲା ବେଙ୍ଗଲ

କୋଲକାତା: ବାଙ୍ଗାଲୋରରେ ଅଲୁର କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ରଣଜୀ ଟ୍ରଫି କ୍ରିକେଟରେ ୮୮ ବର୍ଷ ପରେ ବେଙ୍ଗଲ ଏକ ନୂତନ କୀର୍ତିମାନ ସ୍ଥାପନ କରିଛି । ଝାଡଖଣ୍ଡ ବିପକ୍ଷ କ୍ୱାର୍ଟର ଫାଇନାଲ ମୁକାବିଲାରେ ବେଙ୍ଗଲ ୭ ୱିକେଟ ବିନିମୟରେ ୭୭୩ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା । ଏଥିରେ…

ଶିଳ୍ପା ସେଟ୍ଟୀଙ୍କ ଜନ୍ମଦିନରେ କିଛି ଏପରି ଟୁଇଷ୍ଟ ଆଣିଲେ ରାଜ କୁନ୍ଦ୍ରା

ମୁମ୍ବାଇ: ଆଜି ୪୭ ବର୍ଷ ବୟସରେ ପାଦ ଦେଲେ ଅଭିନେତ୍ରୀ ଶିଳ୍ପା ସେଟ୍ଟି କୁନ୍ଦ୍ରା । ଏହି ଅବସରରେ ତାଙ୍କୁ ସୋସିଆଲ୍ ମିଡିଆରେ ମିଳିଛି ଢେର ସାରା ଶୁଭକାମନା । ହେଲେ ଖାସ କରି ଏକ ନିର୍ଦ୍ଧିଷ୍ଟ ଟୁଇଟ୍ କିନ୍ତୁ ତାଙ୍କୁ ସବୁଠୁ ଅଧିକ ଖୁସୀ ଆଣିଦେଇଛି । Happy Happy Birthday my…

[ଦେଖନ୍ତୁ ଭିଡିଓ] ଖୋଲା କୂଅରେ ଖସିପଡିଲା କଲରାପତରିଆ ବାଘ, ଉଦ୍ଧାର ପରେ ଜଙ୍ଗଲମୁହାଁ

ସମ୍ବଲପୁର  : କୂଅ ଭିତରୁ ଉଦ୍ଧାର ହେଲା କଲରାପତରିଆ ବାଘ। ଓଡ଼ିଶା ସମ୍ବଲପୁର ଚାରମାଳା ପରିସର ହିନ୍ଦୋଳଘାଟ ନକଟରେ ଥିବା ଏହି କୂଅରେ ବାଘଟି ପଡ଼ିଯାଇଥିଲା। ପରିତ୍ୟକ୍ତ ଅବସ୍ଥାରେ ଖୋଲା କୂଅଟି ଥିବାବେଳେ ଅନ୍ଧାରରେ ବାଘଟି ଜାଣିନପାରି କୂଅ ଭିତରେ ଖସିପଡ଼ିଥିଲା। କୂଅରେ ପାଖାପାଖି ୬ଫୁଟ ଯାଏ…

[ଦେଖନ୍ତୁ ଭିଡିଓ] 6G ଆସିଲେ କେମିତି ବଦଳି ଯିବ ଦୁନିଆ ?

ନୂଆଦିଲ୍ଲୀ: ବେକାର ହୋଇଯିବ ସ୍ମାର୍ଟଫୋନ୍ ! ମଣିଷ ଦେହରେ ଲାଗିବ ଚିପ୍ । 6G ଆସିଲେ ବଦଳି ଯିବ ଦୁନିଆ । ଇତିହାସ ପାଲଟିବାକୁ ଯାଉଛି ଆପଣଙ୍କ ହାତରେ ଥିବା ଦାମୀ ହ୍ୟାଣ୍ଡସେଟ୍ । ୨ ଦଶକ ପୂର୍ବରୁ ସ୍ମାର୍ଟଫୋନ୍ ଭଳି କୌଣସି ଯନ୍ତ୍ରକୁ ଧରି ବୁଲିବା ଯାହା କଳ୍ପନା ମାତ୍ର ଥିଲା । ଆଉ…

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ମିତାଲି ରାଜ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଏଥିସହ ମିତାଲିଙ୍କ ୨୩ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍ ଜୀବନୀରେ ପଡ଼ିଛି ପୂର୍ଣ୍ଣଛେଦ । ୩୯ ବର୍ଷିଅ ମିତାଲି ବୁଧବାର ଟ୍ୱିଟ୍ କରି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା…

ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର…

ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ

ବ୍ରହ୍ମପୁର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା।ଗୁରୁତର ହୋଇଥିବା ଅଜିତ ପାଣିଗ୍ରାହୀ ବ୍ରହ୍ମପୁର ଏମକେସିଜି…

ବିମାନବନ୍ଦରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର: ବିମାନବନ୍ଦରରେ ନିଆଁ ଲାଗିଲେ କଣ ହେବ ? ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ପାରିବ ତ ? ନିଆଁ ଲିଭାଇବା ପାଇଁ କଣ ରହିଛି ବ୍ୟବସ୍ଥା ? ଭୁବନେଶ୍ୱର ବିମାନବନ୍ଦରରେ ଏସବୁର ଅନୁଧ୍ୟାନ କରିଛନ୍ତି ଅଗ୍ନିଶମ ଡିଜି ଏସ୍.କେ ଉପାଧ୍ୟାୟ । ଏୟାରପୋର୍ଟ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ…

ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାତିରୁ ରାଜପଥ ଅବରୋଧ

ସୋନପୁର: ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥରେ ଯାତାୟତ ଠପ୍ । ମଙ୍ଗଳବାର ରାତିରୁ ରାସ୍ତା ଅବରୋଧ କରିଛନ୍ତି ନାୟକପଡ଼ା ଗ୍ରାମବାସୀ । ଗତକାଲି ସନ୍ଧ୍ୟାରେ ଏକ ଘରୋଇ ଯାତ୍ରୀବାହୀ ବସ ନାୟକପଡ଼ାର ଅଭିମନ୍ୟୁ ସାହୁଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଅଭିମନ୍ୟୁଙ୍କ ମୃତ୍ୟୁ ହୋଇଥିଲା ।…