ଆଇକନିକ ସପ୍ତାହ ସମାରୋହକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସାଢ଼େ ୧୦ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଆଇକନିକ ସପ୍ତାହ ସମାରୋହକୁ ଉଦଘାଟନ କରିବେ । “ଆଜାଦୀ କା ଅମୃତ ମହୋତ୍ସବ” ପାଳନର ଅଂଶବିଶେଷ…