Latest Odisha News

BREAKING NEWS

ପ୍ରକାଶ ପାଇଲା UPSC-୨୦୨୧ ରେଜଲ୍ଟ : ଟପ୍ ୫ରେ ୪ ଝିଅ , ଶ୍ରୁତି ଶର୍ମା ଟପ୍ପର

ଦିଲ୍ଲୀ: ପ୍ରକାଶ ପାଇଲା ସିଭିଲ ସର୍ଭିସ ପରୀକ୍ଷା ଫଳ । ୨୦୨୧ ମସିହାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି ୬୮୫ ଜଣ । ୬୮୫ ଜଣଙ୍କ ମଧ୍ୟରୁ ସାଧାରଣ ବର୍ଗରେ ୨୪୪ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ଇଡବ୍ଲୁଏସ ବର୍ଗରେ ୭୩, ଓବିସିରେ ୨୦୩, ଅନୁସୂଚିତ…

[ଦେଖନ୍ତୁ ଭିଡିଓ] କର୍ଣ୍ଣାଟକରେ ସଭାବେଳେ ରାକେଶ ଟିକାୟତଙ୍କ ଉପରେ କାଳିମାଡ

ଦିଲ୍ଲୀ : କୃଷକ ନେତା ରାକେଶ ଟିକାୟତଙ୍କ ଉପରେ କାଳିମାଡ ହୋଇଛି । କର୍ଣ୍ଣାଟକରେ ତାଙ୍କ ଉପରକୁ କାଳି ଫୋପଡାଯାଇଛି । ସଭା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା ହୋଇଥିଲା । ଏହାଭିତରେ ଟିକାୟତଙ୍କ ଉପରେ କାଳିମାଡ ହୋଇଥିଲା ।  ତାଙ୍କ ସହ ଉପସ୍ଥିତ ଥିବା ୟୁଦ୍ଧବୀର ସିଂହଙ୍କ ଉପରେ ମଧ୍ୟ…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ଓଷାରେ ଉତ୍ସବ ମୁଖର ବିରଜା ପୀଠ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର : ଆଜି ହେଉଛି ସାବିତ୍ରୀ ବ୍ରତ। ଜ୍ୟେଷ୍ଠ ଅମାବାସ୍ୟା ଦିନ ଏହା ପାଳନ କରାଯିବାର ବିଧି ରହିଛି। । ଏ ଦିନ  ନାରୀ ନିଜର ସ୍ବାମୀଙ୍କର ଦୀର୍ଘ ଜୀବନ କାମନା କରିବା ସହ ପୂଜାର୍ଚ୍ଚନା କରିଥାନ୍ତି ।  ଆଜି ସକାଳୁ ରାଜ୍ୟର ବିଭିନ୍ନ ମନ୍ଦିର ମାନଙ୍କରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି…

ରାଜଧାନୀର ରାଜରାସ୍ତାରେ ମହିଳା ଡାକ୍ତରଙ୍କୁ ମାଡ଼ !

ଭୁବନେଶ୍ୱର: ମହିଳା ଡାକ୍ତରଙ୍କୁ ରାସ୍ତା ଉପରେ ମାଡ଼ । ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏହିପରି ସଙ୍ଗୀନ୍ ଅଭିଯୋଗ । ଲକ୍ଷ୍ମୀସାଗର ଛକରେ ଗାଡ଼ି ହଟାଇବାକୁ ନେଇ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା । ଯାହାପରେ ଏଭଳି ସାଂଘାତିକ ଘଟଣା ଘଟିଥିବାର ଜଣାପଡିଛି । ଅଭିଯୋଗ ଅନୁସାରେ, ଗତକାଲି ରାତିରେ…

ନେପାଳ ତାରା ଏୟାର -୯ ଏନଏଇଟି ବିମାନ ଦୁର୍ଘଟଣା: ୧୪ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଦିଲ୍ଲୀ: ନେପାଳର ତାରା ଏୟାର -୯ ଏନଏଇଟି ବିମାନ କ୍ରାସ ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସେନା ଓ ଅନୁସନ୍ଧାନକାରୀ ଦଳ ଦ୍ୱାରା ବିମାନର ଧ୍ୱଂସାବଶେଷ ଠାବ ହୋଇଛି । ମୁସ୍ତାଙ୍ଗ ଜିଲ୍ଲାର କୋୱାଙ୍ଗ ଗାଁ ନିକଟରୁ ଧ୍ୱଂସାବଶେଷ ଠାବ ହୋଇଛି ।…

ରାଜଧାନୀରେ ଲଜ୍ଜା: ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର  :ରାଜଧାନୀରେ ଦିନକୁ ଦିନ ବଢିଚାଲିଛି ଅପରାଧ ଆଉ ବଢିଚାଲିଛି ଅପରାଧୀଙ୍କ ସଂଖ୍ୟା। ଦିନ ଦିପହରରେ ଲୁଟ ତରାଜରୁ ନେଇ ହତ୍ୟାକାଣ୍ଡ ଘଟିଚାଲିଥିବା ବେଳେ ଏବେ ପୁଣି ଆଉ ଏକ ଅପରାଧ ସାମନାକୁ ଆସିଛି। ଜଣେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ  । ରାଜଧାନୀ…

ଆସନ୍ତାକାଲି ବ୍ରଜରାଜନଗର ଉପନିର୍ବାଚନ, ୨୭୯ ବୁଥରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଝାରସୁଗୁଡ଼ା: ବାଇ-ଇଲେକ୍ସନ କାଉଣ୍ଟଡାଉନ୍ । ଆସନ୍ତାକାଲି ନୂଆ ବିଧାୟକ ବାଛିବେ ବ୍ରଜରାଜନଗରବାସୀ । ଭୋଟ ଦେଇ ପ୍ରତିନିଧି ଚୟନ କରିବେ ୨ ଲକ୍ଷ ୧୪ ହଜାର ୮୭୮ ମତଦାତା । ଏଥିପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ମୋଟ ୧୨ ଶହ ୨୮ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଜି ସନ୍ଧ୍ୟା…

ସାବିତ୍ରୀ: ଜଣେ ସତୀର କାହାଣୀ …

– ଦେବଦତ୍ତ ରଥ ଭୁବନେଶ୍ୱର: ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ। ଓଡ଼ିଶାରେ ବାର ମାସରେ ତେର ପର୍ବ ଭିତରେ ସାବିତ୍ରୀ ବ୍ରତ ଅନ୍ୟତମ।…

ଗଳ୍ପ : ବୋଉର ସାବିତ୍ରୀ ବ୍ରତ

ସଫଳା ଦାସ ବହୁ ଦିନ ତଳର କଥା । ମୁଁ ପଞ୍ଚମ ଶ୍ରେଣୀରେ ପାଠ ପଢୁଥିବା ସମୟରେ ସାବିତ୍ରୀ ପୂଜା ପଡିବ ବୋଲି ଶୁଣିଲି । ଆମ ସାହିର ବଡ ମାଆ ଜେଜୀ ଖରାବେଳେ ବାଡିରେ ଗପ କରୁଥିବା ସମୟରେ ଆମର ଏଗୁଡାକ ନାହିଁ ନୂଆ ନୂଆ ଥରେ ପୂଜିଲେ ଗଲା । ବର୍ଷକୁ ବର୍ଷ ପାଲା ଲଗେଇଛି । ଏ ଦୁଇଜଣ ଏମିତି…

ଶିଶୁ ଶ୍ରମିକ ନିରାକରଣ ପାଇଁ ୧୫ ଦିନିଆ ସଚେତନତା ଯାତ୍ରା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଏକ ୧୫ ଦିନିଆ ଶିଶୁ ଶ୍ରମ ଉଚ୍ଛେଦ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଅଛି । ରବିବାର ଶ୍ରମ ନିର୍ଦ୍ଦେଶାଳୟରେ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଅରୁମୁଗମ, ଆଇ.ଏ.ଏସ.…