[ଦେଖନ୍ତୁ ଭିଡିଓ] ବିଭିନ୍ନ ସମସ୍ୟା ନେଇ ଧାରଣାରେ ପାରାଦୀପ ବନ୍ଦର ଶ୍ରମିକ
ପାରାଦୀପ : ଶୋଷଣର ଶିକାର ହେଉଛନ୍ତି ଶ୍ରମିକ। ପ୍ରତିଥର ନିଜର ପ୍ରାପ୍ୟ ଦାବି କରି ଧାରଣା ଦେବା ସହିତ ବିରୋଧ କରିଆସୁଛନ୍ତି। ହେଲେ କୌଣସି ପ୍ରକାରର ସମାଧାନ ହୋଇପାରିନି। ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଶୋଷଣର ଶିକାର ହେଉଛନ୍ତି ଶ୍ରମିକ ମାନେ । କାମ କରୁଛନ୍ତି ହେଲେ ଏଯାଏ ତାଙ୍କୁ…