ପୂର୍ବ ଶତ୍ରୁତାରୁ ପୁରୀରେ ହତ୍ୟାକାଣ୍ଡ
ପୁରୀ: ପୁରୀ ଶ୍ରୀମନ୍ଦିର ଏମାର ମଠ ଚକଡା ନିକଟରେ ବୋହିଲା ରକ୍ତର ନଦୀ । ଆପୋଷ ଶତ୍ରୁତାକୁ କେନ୍ଦ୍ର କରି ରକ୍ତର ହୋଲି ଖେଳିଲେ ଦୁଇ ଗୋଷ୍ଠୀ । ଶିବରାମ ପାତ୍ର ନାମକ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କର।ଯାଇଥିବା ଜଣାପଡିଛି ।
ମୃତକ ଜଣକ ତଳୁଚିଆ ସାହିର ନାନୁ ପାତ୍ରଙ୍କ ପୁଅ…