Latest Odisha News

BREAKING NEWS

ପୁରୀ ଏମାର ମଠ ଖନନ ସ୍ଥଳରେ ଆଜି ପୁଣି ଜିପିଆର୍ ସର୍ଭେ

ପୁରୀ: ଏମାର ମଠ ଖନନ ସ୍ଥଳରେ ଆଜି ପୁଣି ଜିପିଆର୍ ସର୍ଭେ ହୋଇଛି । ଜିପିଆରଏସରେ ୩ ମେସିନ୍, ୫ ଇଞ୍ଜିନିୟର ଓ ୮ କାର୍ମଚାରୀ ନିୟୋଜିତ ହୋଇଛନ୍ତି । ୪ ଦିନରେ ସର୍ଭେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ଓବିସିସି  । ଓବିସିସିର ଚିଠି ପରେ ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଛି ।…

ବର୍ଷାଙ୍କ FIR ପରେ ପୁଣି ଭିଡିଓ ଛାଡ଼ିଲେ ଅନୁଭବ, କଣ କହିଲେ ଜାଣନ୍ତୁ

କଟକ: ସେଲିବ୍ରିଟ୍ କପୁଲ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାଦ ତେଜିବାରେ ଲାଗିଛି । ସୋସିଆଲ୍ ମିଡିଆରେ ଅନୁଭବ ଦାମ୍ପତ୍ୟ ଜୀବନ କଳହକୁ ନେଇ ଗୋଟିଏ ପରେ ଗୋଟିଏ ଚାପ୍ଟର ଖୋଲୁଛନ୍ତି । ସେପଟେ ସୋସିଆଲ୍ ମିଡିଆରେ ସ୍ୱାମୀ ଅନୁଭବ ମହାନ୍ତି ଚରିତ୍ର ସଂହାର କରୁଥିବା ବର୍ଷା କଟକ…

ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠାରୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ ପ୍ରକ୍ରିୟା ।  ମେ’ ୩୧ ତାରିଖ ଯାଏ ଚାଲିବ ପ୍ରାର୍ଥିପତ୍ର ଦାଖଲ । ଓଡ଼ିଶାର ଖାଲିଥିବା ୩ଟି ରାଜ୍ୟସଭା ଆସନ ପାଇଁ ବି ଭୋଟ୍ ନିଆଯିବ । ସଂଖ୍ୟା ଦୃଷ୍ଟିରୁ ସମସ୍ତ ୩ ଟି ଯାକ ସିଟ୍ ବିଜେଡି ହାତେଇବା ନିଷ୍ଚିତ ।…

ଦୁର୍ଘଟଣା ନେଲା ୭ ଜୀବନ, ୨୬ ଜଣ ଆହତ

ହୁବଳି(କର୍ଣ୍ଣାଟକ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଓ ଟ୍ରକ୍ ଭିତରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୭ ଜଣଙ୍କର ଜୀବନ ଯାଇଛି । ଆହତ ହୋଇଛନ୍ତି ଆଉ ୨୬ ଜଣ । କର୍ଣ୍ଣାଟକ ହୁବଳିରେ ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ଉଦ୍ଧାର କରି ହୁବଳି ସ୍ଥିତ କିମ୍ସ…

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା, ଆଜି ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ଦିନରେ ଟାଇଁ ଟାଇଁ ଖରା ହେଉଛି । ସନ୍ଧ୍ୟା କିମ୍ବା ରାତିରେ କାଳବୈଶାଖୀ ଜନିତ ବର୍ଷା ହେଉଛି । ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଗତକାଲି ରାତିରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପବନ ହୋଇଛି । ଆଜି ବି…

ପ୍ରଭାତ ମହାନ୍ତିଙ୍କ ନାଟକ ‘ପାପ ପୃଥିବୀ’ ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ନାଟ୍ୟକାର ପ୍ରଭାତ ମହାନ୍ତିଙ୍କ ନାଟକ 'ପାପ ପୃଥିବୀ' ଏକ ହୋଟେଲରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ପର୍ବରେ ସଂଗ୍ରାମ କେଶରୀ ମହାପାତ୍ର , ଶ୍ରଦ୍ଧାଞ୍ଜଳି ପଟ୍ଟନାୟକ, ରାଜଶ୍ରୀ ମଲ୍ଲିକ ଏବଂ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ନାଟକ…

ଶୁଟିଂ କରୁଥିବା ବେଳେ ଆହତ ହେଲେ ସାମନ୍ଥା-ବିଜୟ

ମାଡ୍ରାସ: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଶ୍ଟ୍ରିର ଦୁଇ ଲୋକପ୍ରିୟ କଳାକାର ସାମନ୍ଥା ରୁଥ ପ୍ରଭୁ ଓ ବିଜୟ ଦେବରକୋଣ୍ଡା କୁଶୀ ଫିଲ୍ମ ଶୁଟିଂ ଅବସରରେ ଆହତ ହୋଇଛନ୍ତି । କଶ୍ମୀରର ପହଲାମ ଅଂଚଳରେ ଏକ ଷ୍ଟଂଟ ଦୃଶ୍ୟ ଶୁଟିଂ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଉଭୟ ଯେଉଁ କାରରେ ବସି ଶୁଟିଂ…

ଏମକେସିଜିରେ ଡାକ୍ତର ଅଭାବ, ଘଣ୍ଟ ବାଡେଇ ପ୍ରତିବାଦ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସମସ୍ତ ଡାକ୍ତର ପଦବୀ ପୂରଣ ଓ ରୋଗୀ ଦେଖା ସମୟରେ ଅନୁପସ୍ଥିତ ରହୁଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବ୍ରହ୍ମପୁରର ସଚେତନ ନାଗରିକ ଓ ବିଭିନ୍ନ ଗଣ ସଂଗଠନଙ୍କ ପକ୍ଷରୁ…

ମଙ୍କିପକ୍ସକୁ ନେଇ WHO’ର ଚେତାବନୀ : ସାରା ବିଶ୍ୱରେ ସଂକ୍ରମଣ ବଢିଚାଲିଛି

ଦିଲ୍ଲୀ : ବିଶ୍ୱରେ ବର୍ତ୍ତମାନ ମଙ୍କିପକ୍ସର ଆତଙ୍କ ଦେଖିବାକୁ ମିଳିଛି । ସାରା ବିଶ୍ୱରେ ଏହି ଭାଇରସର ୯୨ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ୟୁରୋପୀୟ ଦେଶ, ଉତ୍ତର ଆମେରିକା, ଅଷ୍ଟ୍ରେଲିଆର ୧୨ ଦେଶରେ ଏହି ଭୂତାଣୁ ଚିହ୍ନଟ ହୋଇସାରିଛି । ମଙ୍କିପକ୍ସକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ…

ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ: ଭୁବନେଶ୍ୱର ଲୋକସଭା ଆସନରୁ ବହୁବାର ନିର୍ବାଚିତ

ଭୁବନେଶ୍ୱର : ଆଉ ନାହାନ୍ତି ଭୁବନେଶ୍ୱରର ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକ । ୯୨ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ସିପିଆଇଏମ୍ ନେତା ଶିବାଜୀ ପଟ୍ଟନାୟକ ତିନିଥର ସାଂସଦ ରହିଆସିଥିଲେ । ସେ ୧୯୭୭ରୁ ୮୦ ଯାଏଁ, ୧୯୮୯ରୁ ୯୧ ଯାଏଁ ଏବଂ ୧୯୯୧ରୁ ୯୬…