ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ଆୟୋଜିତ
ବ୍ରହ୍ମପୁର : ବ୍ରହ୍ମପୁର ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଦଶମ ଦଶମ ବ୍ରହ୍ମପୁର ମହାନଗର ମହୋତ୍ସବ ୨୦୨୨ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସୋମନାଥ ସାହୁ, ସ୍ମୃତି ପଟ୍ଟନାୟକ, ମମତା ଶତପଥି ଏବଂ ସୁଶ୍ରୀ ନିହାରିକା ସାହୁ, ପ୍ରମୋଦ କୁମାର ପଣ୍ଡା, ସତ୍ୟମ୍ ଆଚାରୀ , ଜ୍ଞାନେନ୍ଦ୍ର ପଣ୍ଡା ,…