Latest Odisha News

BREAKING NEWS

ଆଖଣ୍ଡଳମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ

ଭଦ୍ରକ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ । ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା…

ଚିଦାମ୍ବରମଙ୍କ ଘରେ ସିବିଆଇ ଚଢଉ : ଓଡିଶା ସମେତ ୯ଟି ସ୍ଥାନରେ ରେଡ୍

ଦିଲ୍ଲୀ: କଂଗ୍ରେସୀ ବରିଷ୍ଠ ନେତା ପି.ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କ ଘରେ ହୋଇଛି ସିବିଆଇ ରେଡ୍ । ପୁଅ ପାଇଁ ବଢିଲା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମଙ୍କ ସମସ୍ୟା । ପୂର୍ବରୁ ଚାଲିଥିବା ବେଆଇନ୍ ଅର୍ଥ କାରବାରରେ ଆଜି ସକାଳୁ ହଠାତ ତାଙ୍କ ପଅ କିର୍ତ୍ତୀ ଚିଦାମ୍ବରଙ୍କ ଏକାଧିକ…

ଖଡ଼ି ମାଟି ବିବାଦ , ପୁଣି ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୋରାପୁଟ  : ଖଡ଼ି ମାଟି ବିବାଦ । ପୋଲିସ-ଗ୍ରାମବାସୀ ମୁହାଁମୁହିଁ । ଜେସିବି ଓ ଟ୍ରକ ଉଦ୍ଧାର ପାଇଁ ପୋଲିସ ଯାଇଥିବା ବେଳେ ଉତ୍ତେଜନା । ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ । ଲମତାପୁଟ ପରଜାଖୁଡୁବି…

ଏଥର ଅଭିନୟରେ ପାଦ ଥାପିବେ ଶିଖର

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାୱନ ଖୁବ୍ ଶୀଘ୍ର ଅଭିନୟ ଦୁନିଆରେ ପାଦ ଥାପିବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ଗବର ଭାବେ ପରିଚିତ ଶିଖର ଏକ ବଡ ଫିଲ୍ମ ଯୋଡି ହୋଇ ସାରିଛନ୍ତି । ସେ ଏହାର ଶୁଟିଂ ମଧ୍ୟ ଶେଷ କରି ଦେଇଛନ୍ତି । ତେବେ ଫିଲ୍ମର ନାମ ଏବଂ କେବେ…

ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ : ୩ ପଦକ ନିଶ୍ଚିତ କଲେ ଭାରତୀୟ ବକ୍ସର

ଇସ୍ତାନବୁଲ: ଏଠାରେ ଚାଲିଥିବା ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପରେ ସୋମବାର ଭାରତୀୟ ବକ୍ସରମାନେ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛନ୍ତି । ପ୍ରଥମ ଦିବସରେ ୩ ବକ୍ସର ପଦକ ନିଶ୍ଚିତ କରିଛନ୍ତି । ନିଖିତ ଜରିନ, ଅନାମିକା ଓ ପରୱିନ ସେମାନଙ୍କ ବିଭାଗରେ ସେମିଫାଇନାଲରେ ପ୍ରବେଶ…

ଜାତୀୟ ମହିଳା ହକି ଫାଇନାଲରେ ଓଡିଶା

ଭୁବନେଶ୍ୱର: ଭୋପାଳରେ ଚାଲିଥିବା ଜାତୀୟ ମହିଳା ସିନିୟର ହକି ଫାଇନାଲରେ ଓଡିଶା ପ୍ରବେଶ କରିଛି । ଫାଇନାଲରେ ଓଡିଶା ଓ କର୍ଣ୍ଣାଟକ ମଧ୍ୟରେ ମୁକାବିଲା ହେବ । ସୋମବାର ଅନୁଷ୍ଠିତ ସେମିଫାଇନାଲରେ ଓଡିଶା ଚମତ୍କାର ପ୍ରଦର୍ଶନ କରି ଝାଡଖଣ୍ଡକୁ ୫-୦ ଗୋଲରେ ପରାସ୍ତ କରିଥିଲା । ଏହି ଏକତରଫା…

[ଦେଖନ୍ତୁ ଭିଡିଓ] ମା’କୁ ପିଟି ପିଟି ହତ୍ୟା କଲା ପିଶାଚ ପୁଅ

ଅନୁଗୁଳ: ଟଙ୍କା ଆଗରେ ତୁଚ୍ଛ ହୋଇଛି ସମ୍ପର୍କ । ମା'କୁ ପିଟି ପିଟି ହତ୍ୟା କରିଛି ପିଶାଚ ପୁଅ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ବାଗଡିଆ ଦେହୁରୀସାହିରେ ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଏଏନଏମ ବୀଣା ପାଣି ଦାଶ ବୋଲି ଜଣା ପଡିଛି । ବାଗଡିଆ…

ଦିବ୍ୟାଙ୍ଗଙ୍କୁ ଫ୍ଲାଇଟ ବାରଣ: ଇଣ୍ଡିଗୋକୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ରାଞ୍ଚି ଏୟାରପୋର୍ଟରେ ଦିବ୍ୟାଙ୍ଗ ବାଳକକୁ ଇଣ୍ଡିଗୋ ଫ୍ଲାଇଟ ଯାତ୍ରାରୁ ବିରତ କରିବା ଘଟଣାରେ ବିମାନ କମ୍ପାନୀକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ଡିଜିସିଏ । ଆସନ୍ତା ଦଶ ଦିନ ମଧ୍ୟରେ ଏହି ଅସଭ୍ୟ ବ୍ୟବହାର ଘଟଣାର କାରଣ ଲିଖିତ ଭାବେ ଜଣାଇବାକୁ ସୋମବାର ଡିଜିସିଏ ନିର୍ଦ୍ଦେଶ…

[ଦେଖନ୍ତୁ ଭିଡିଓ] ଆକାଶରୁ ଖସୁଛି ରହସ୍ୟମୟ ମେଟାଲ୍ ବଲ୍

ଗୁଜରାଟ  : ଆମ ଚାରିପଟେ ପ୍ରତିଦିନ କିଛି କିଛି ଘଟଣା ଘଟିଚାଲିଛି । ବିଭିନ୍ନ ରହସ୍ୟମୟ ଆଉ ବିସ୍ମୟକର ଘଟଣା ଘଟିବା କିଛି ସାଧାରଣ ନୁହେଁ। ହେଲେ ଏମିତି କିଛି ସମୟରେ ହଠାତ୍ କିଛି ଘଟଣା ସାମନାକୁ ଆସିଯାଏ ଯାହାର ରହସ୍ୟ ଜାଣିବା ସହଜ ନୁହେଁ। ଏମିତି ଏକ ଘଟଣା ଘଟିଛି ଗୁଜରାଟରେ । ଆକାଶରୁ…

ଟ୍ରେଲବ୍ଲେଜର୍ସ ଟିମରେ ୨ ଓଡିଆ

ଭୁବନେଶ୍ୱର: ମହିଳା ଟି୨୦ ଚ୍ୟାଲେଞ୍ଜ ଟୁର୍ଣ୍ଣାମେଂଟ ପାଇଁ ସୋମବାର ବିସିସିଆଇ ଟ୍ରେଲବ୍ଲେଜର୍ସ, ସୁପରନୋଭାସ ଓ ଭେଲେସିଟି ଟିମ ପାଇଁ ଖେଳାଳି ଚୟନ କରିଛି । ଟ୍ରେଲବ୍ଲେଜର୍ସ ଟିମରେ ୨ଜଣ ଓଡିଆ ଖେଳାଳି ସ୍ଥାନ ପାଇଛନ୍ତି । ସେମାନେ ହେଲେ ପ୍ରିୟଙ୍କା ପ୍ରିୟଦର୍ଶନୀ ଓ ସୁଜାତା ମଲ୍ଲିକ । ଉଭୟ…