Latest Odisha News

BREAKING NEWS

ଯମୁନା ନଦୀରେ ଗାଧୋଉଥିବାବେଳେ ଯୁବକଙ୍କୁ ଆକ୍ରମଣ, ପାଣିରେ ବୁଡି ୫ ମୃତ

ହରିୟାଣା  : ହରିୟାଣା ଯମୁୁନାନଗରରେ ଘଟିଛି ଅଘଟଣ । ଏଠାରେ ଯମୁନା ନଦୀରେ ମିଶିଥିବା ୱେଷ୍ଟର୍ଣ୍ଣ କେନାଲକୁ ୧୦ ଜଣ ଯୁବକ ଗାଧୋଇବାକୁ ଯାଇଥିବାବେଳେ ୫ଜଣ ଦୁର୍ବୃତ୍ତ ବାଇକରେ ଆସି ସେମାନଙ୍କ ଉପରେ ଅତର୍କିତ ଭାବେ ଆକ୍ରମଣ କରିଥିଲେ । ଫଳରେ ପ୍ରାଣ ବଞ୍ଚାଇବାକୁ ୫ଜଣ ଯୁବକ ପାଣି ଭିତରକୁ…

ପିଶାଚ ପୁଅ: ମାଆକୁ ପିଟିପିଟି ମାରିଦେଲା

ଅନୁଗୋଳ: ପୁଅ ସାଜିଲା ପିଶାଚ । ମାଆକୁ ପିଟିପିଟି ମାରିଦେଲା । ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ ଅନ୍ତର୍ଗତ ବାଗଡିଆ ବିଟ ହାଉସ ନିକଟସ୍ଥ ଦେହୁରୀସାହିରେ ଏହି ଅଭାବନୀୟ ଘଟଣା ଘଟିଛି । ଟଙ୍କା ନଦବାରୁ ବୃଦ୍ଧା ମାଆକୁ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । । ମୃତକ ହେଲେ ୬୨ ବର୍ଷୀୟ…

ଜୁନ୍ ୬ କିମ୍ବା ୭ ତାରିଖ ବେଳକୁ ଓଡିଶା ଛୁଇଁପାରେ ମୌସୁମୀ ବାୟୁ

ଭୁବନେଶ୍ୱର: ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୭ ତାରିଖ ସୁଦ୍ଧା କେରଳରେ ପହଞ୍ଚିପାରେ । ପାଗ ଅନୁକୂଳ ଓ ସବୁ ଠିକଠାକ୍…

ଆସାମରେ ଭୟଙ୍କର ବନ୍ୟା ସ୍ଥିତି, ପାଣିଘେରରେ ୨୨୨ ଗାଁ

ନୂଆଦିଲ୍ଲୀ: ଆସାମରେ ଲଗାଣ ବର୍ଷା ଆଣିଛି ବନ୍ୟା । ଚାରିଆଡ଼େ ଖାଲି ପାଣି ଆଉ ପାଣି । ଘରଦ୍ୱାର, ଚାଷ ଜମି ବୁଡ଼ିଛି । ଲୋକ ଘରୁ ପାଦ କାଢ଼ି ପାରୁ ନାହାନ୍ତି । ବନ୍ୟା ପାଣିଘେରରେ ଅଛନ୍ତି ୫୭ ହଜାର ଲୋକ । ୨୨୨ଟି ଗାଁ ପ୍ରଭାବିତ ହୋଇଛି । ୧୦ହଜାରରୁ ଅଧିକ ହେକ୍ଟର ଚାଷଜମିରେ ନଷ୍ଟ ହୋଇଛି…

ଚନ୍ଦକା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ

ଭୁବନେଶ୍ୱର: ଚନ୍ଦକା ଡଁପଡ଼ା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ । ଅସୁସ୍ଥ ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି । ନନ୍ଦର ଅସୁସ୍ଥତାର କାରଣ ସ୍ପଷ୍ଟ ହୋଇନାହିଁ । ଏବେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଆଜି ଭୋର୍ ୩ଟା ବେଳେ ନନ୍ଦର…

ଉପାସିକା ଆମ୍ରପାଲ୍ଲୀ : ଏକ ଦିବ୍ୟବୋଧ

ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ସନ୍ଧ୍ୟା ନଇଁ ଆସୁଛି। ଆଉ ଟିକିଏ ପରେ ଆକାଶକୁ ହସାଇବ ପୂର୍ଣ୍ଣମୀ ଜହ୍ନ। ପ୍ରସାଧାନ କକ୍ଷର କାନ୍ଥରେ ଝୁଲୁଥିବା ଏକ ବିରାଟ ଦର୍ପଣ ସମ୍ମୁଖରେ ଠିଆ ହୋଇ ନିଜ ସୌନ୍ଦର୍ଯ୍ୟକୁ ଅବଲୋକନ କରୁଥିବା ବେଳେ ଚମକି…

କବିତା : ହେ ଗୌତମ

ସୁପ୍ରିୟା ପଣ୍ଡା  ହେ ଗୌତମ ଆଉ ଲୋଡ଼ା ନାହିଁ ନିର୍ବାଣ ମୋ ଅଂହକାରର ପରିବର୍ଦ୍ଧିତ ସୀମାରେ, କାମନାର ବିନାଶ ଅସମ୍ଭବ ମୁଁ ଚାହେଁ ଅୟୁତ ଅୟୁତ ଯନ୍ତ୍ରଣା ଆଞ୍ଜୁଳିଏ ସୁଖ ପାଇଁ । ପାପ ପୁଣ୍ୟର ହିସାବ କରିବାକୁ ମୋର ବା ସମୟ କାହିଁ ନୁହେଁ ବି ମୁଁ ଚଣ୍ଡାଶୋକ ଦୟାନଦୀର…

ଇନଷ୍ଟାଣ୍ଟ ଲୋନ ଠକେଇ: ଜଣେ ଗିରଫ, ୬.୭୫ କୋଟି ଜବତ

ଭୁବନେଶ୍ୱର: ଇନଷ୍ଟାଣ୍ଟ ଲୋନ୍ ଆପ୍ ଠକେଇରେ ଧରାପଡ଼ିଲା ଆହୁରି ଅନେକ ଆପ୍ । ଏହା ସହିତ ଜଣେ ଠକ ତରୁଣ ଦୁଡେଜାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଡିଜିଟାଲ୍ ବଟୁଆ, ସ୍ୱିଚ୍ ଇନଫୋଟେକ୍ ବଚତ ଅନଲାଇନ, ଆଇପଇସା ଇନଫୋଟେକ୍, ମିଲେନିୟମ, ବଜାରପେ ଉପରେ ଚଢ଼ଉ କରିଛି ଇଓଡବ୍ଲୁ । ଏସବୁ ର…

ଭୁବନେଶ୍ୱରରୁ ୯ ଲୁଟେରା ଗିରଫ, ୩୬ ମୋବାଇଲ୍ ଜବତ

ଭୁବନେଶ୍ୱର: ବିଗତ କେଇ ସପ୍ତାହ ଭିତରେ ରାଜଧାନୀ ଭୁବନେଶ୍ୱରରେ ବଢ଼ିଥିଲା ମୋବାଇଲ୍ ଲୁଟ୍ । ରାସ୍ତାରୁ ଝାମ୍ପୁଥିଲେ ଲୁଟେରା । ରାତି ନୁହେଁ କି ସଂଧ୍ୟା ନୁହେଁ । ଦିନ ଦି ପ୍ରହରରେ ବି ଟାଣି ନେଉଥିଲେ ମୋବାଇଲ୍ ଆଉ ସୁନା ଚେନ୍ । ତେବେ ରବିବାର ଧରାପଡ଼ିଛନ୍ତି ୯ ଲୁଟେରା । କମିଶନରେଟ…

ମାଉଣ୍ଟ ଏଭରେଷ୍ଟ ଶିଖରରେ ପତିତପାବନ ବାନା ଉଡ଼ାଇଲେ ସିଦ୍ଧାର୍ଥ

ଭୁବନେଶ୍ୱର: ଓଡ଼ିଆ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟ ରବିବାର ଭୋର ୪.୧୫ରେ ମାଉଣ୍ଟ ଏଭରେଷ୍ଟର ଶିଖର ଦେଶରେ ପାଦ ଥାପିଛନ୍ତି । ଲକ୍ଷସ୍ଥଳରେ ପହଞ୍ଚିବା ପରେ ସିଦ୍ଧାର୍ଥ ଭାରତୀୟ ଜାତୀୟ ପତାକା ସହ ଶ୍ରୀମନ୍ଦିର ପତିତ ପାବନ ବାନା ସେଠାରୁ ଉଡ଼ାଇଛନ୍ତି । ସିଦ୍ଧାର୍ଥଙ୍କ ଏହି ଯାତ୍ରାରେ…