ଚେନ୍ନାଇ ସିଇଓ ହେବେ ଧୋନୀ !
ମାଡ୍ରାସ: ଆଇପିଏଲ ୧୫ତମ ସଂସ୍କରଣର ପ୍ଲେ ଅଫକୁ ଉନ୍ନୀତ ହେବାରେ ଏଥର ଚେନ୍ନାଇ ସୁପର କିଙ୍ଗସ ବିଫଳ ହୋଇଛି । ମହେନ୍ଦ୍ର ସିଂ ଧୋନୀଙ୍କ ପରବର୍ତୀ ପଦକ୍ଷେପ ନେଇ ସମସ୍ତ ଚର୍ଚ୍ଚା ଜୋର ଧରିଛି । ଅଧିନାୟକ ପଦରୁ ଓହରିବା ପରେ ଆଗାମୀ ସଂସ୍କରଣରେ ସେ ଚେନ୍ନାଇର ସିଇଓ କିମ୍ବା ମ୍ୟାନେଜମେଂଟର କୌଣସି…