ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଉଚ୍ଚଶିକ୍ଷା ସଚିବ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ୫୦୦ କୋଟିରୁ ଅଧିକ ଟଙ୍କା ପଡ଼ି ରହିଛି। ଏହି ଅର୍ଥ ଏଯାବତ୍ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଖର୍ଚ୍ଚ କରି ପାରୁ ନାହାନ୍ତି। ଅନ୍ୟପକ୍ଷରେ ଭିତ୍ତିଭୂମି ବିକାଶ ଲାଗି ଅନ୍ୟ ସଂସ୍ଥାକୁ ସହାୟତା ମାଗୁଛନ୍ତି ବିଶ୍ୱବିଦ୍ୟାଳୟ…