ଅନୁବାଦ ଗଳ୍ପ : ବିଭାଜନ
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୩୪
ମୂଳ ଉର୍ଦ୍ଦୁୁ : ଗୁଲଜାର
ବେଳବେଳେ ଜୀବନ ଘାଇଲା ବାଘଟିଏ ପରି ଡେଇଁ କୁଦି ଆଗକୁ ଧାଇଁ ଚାଲିଥାଏ । ଆଉ ପଛରେ ରହିଯାଇଥାଏ ପାଦଚିହ୍ନ । ଯଦି କେହି ସେଇ ପାଦଚିହ୍ନକୁ ଗୋଟିଏ ସରଳ ରେଖାରେ ଟାଣି ଯୋଡ଼ିବାକୁ ଚାହେଁ, ସେଥିରୁ ଏକ…